୧୧ ଦିନ ହତ୍ୟା ପରେ ଖୋଲିଲା ହତ୍ୟା ରହସ୍ୟ, ସାନ ପୁଅକୁ ମାରି ଘରେ ପୋତିଥିଲେ ମାଆ ଓ ବଡପୁଅ
ବାଲେଶ୍ୱର: ୧୧ ଦିନ ତଳେ ହୋଇଥିଲା ବିଭତ୍ସ ହତ୍ୟା । ଆଉ ହତ୍ୟାର ପର୍ଦ୍ଦାଫାଶ ହେଲା ଆଜି । ତେବେ ଏଥିରେ ହତ୍ୟାକାରୀ ଉଭୟ ମାଆ ଓ ବଡ ପୁଅକୁ ଗିରଫ କରିଛି ପୋଲିସ । ଏ ଘଟଣା ଘଟିଛି ସୋର ଥାନା ବାହାନଗା ଜାତୀୟ ରାଜପଥ ଇଚ୍ଛାପୁରରେ ।
ସୂଚନା ଅନୁଯାୟୀ, ଗାଁର ୨୨ ବର୍ଷୀୟ ବଳରାମ ଜେନା ମଦ ପିଇ…