Latest Odisha News

BREAKING NEWS

ନଭେମ୍ବର ୧ରୁ ୟୁଜି ଏବଂ ପିଜି ପ୍ରଥମ ବର୍ଷ ପାଠପଢା ଆରମ୍ଭ

ନୂଆଦିଲ୍ଲୀ: ୨୦୨୦-୨୧ ଶିକ୍ଷା ବର୍ଷ ଅଣ୍ଡରଗ୍ରାଜୁଏଟ୍ (ୟୁଜି) ଏବଂ ପୋଷ୍ଟଗ୍ରାଜୁଏଟ୍ (ପିଜି) ଲାଗି ସମ୍ଭାବ୍ୟ ଶିକ୍ଷାବର୍ଷ ଘୋଷଣା କରାଯାଇଛି । ଏସମ୍ପର୍କରେ ଟ୍ୱିଟ୍ କରି ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ।…

ଆସିଲା ‘ନିଶବ୍ଦମ’ର ଟ୍ରେଲର: ଦମଦାର ଲୁକ୍ ରେ ବାହୁବଳୀ ଫେମ୍ ଅନୁଷ୍କା

ମୁମ୍ବାଇ: ଫ୍ଲୋରକୁ ଆସିଲା ବାହୁବଳୀ ଫେମ୍ ଅନୁଷ୍କା ସେଟ୍ଟୀଙ୍କ ‘ନିଶବ୍ଦମ୍’ର ଟ୍ରେଲର । ଏହା ଏକ ସସପେନ୍ହ ଥ୍ରୀଲର ମୁଭି । ଏଥିରେ ଅନୁଷ୍କାଙ୍କୁ ମୁକ ବଧୀର ଭୂମିକାରେ ଦେଖିବାକୁ ମିଳିବ । ଏହି ଫିଲ୍ମରେ ଅନୁଷ୍କାଙ୍କ ସହ ସ୍କ୍ରିନ୍ ସେୟାର କରିଛନ୍ତି ଥ୍ରୀ ଇଡିଏଟ୍ ଫେମ୍ ଆର୍ ମାଧବନ୍ ।…

ପୁଣି ଚର୍ଚ୍ଚାରେ ରାକ୍ଷୀ ସାୱନ୍ତ…

ମୁମ୍ବାଇ: ବଲିଉଡର କଣ୍ଟ୍ରୋଭର୍ସି କୁଇନ ରାକ୍ଷୀ ସାୱନ୍ତ। ନିଜର କିଛି ନା କିଛି ହରକତ ପାଇଁ ସର୍ବଦା ସେ ଚର୍ଚ୍ଚାର ବିଷୟ ପାଲଟନ୍ତି କେତେବେଳେ ନିଜକୁ ବଧୂ ବେଶରେ ସଜାଇ ତ ଆଉ କେତେବେଳେ କଣ୍ଟ୍ରୋଭର୍ସି ମାମଲାରେ ନିଜ ଚର୍ଚ୍ଚିତ ବୟାନ ଦେଇ । ତେବେ ପୁଣି ଥରେ ଚର୍ଚ୍ଚାର ପରିସରକୁ ଟାଣି…

ରାଜ୍ୟସଭାରେ ତୃତୀୟ କୃଷି ବିଲ୍ ପାରିତ, ମୌସୁମୀ ଅଧିବେଶନ ବଏକଟ୍ କଲେ ବିରୋଧୀ

ନୂଆଦିଲ୍ଲୀ: ବିରୋଧୀଙ୍କ ଜୋରଦାର ହଙ୍ଗାମା ଭିତରେ ରାଜ୍ୟସଭାରେ ପାସ୍ ହେଲା ତୃତୀୟ କୃଷି ବିଲ୍ । ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ-୨୦୨୦ ରାଜ୍ୟସଭାରେ ପାରିତ ହୋଇଛି । ଅତ୍ୟାବଶ୍ୟକ ଦ୍ରବ୍ୟ ତାଲିକାରୁ ଶସ୍ୟ, ଡାଲି, ତେଲ ମଂଜି, ଖାଇବା ତେଲ, ପିଆଜ ଏବଂ ଆଳୁ ହଟାଇବାକୁ ନେଇ ଆଗତ ହୋଇଥିବା…

କଟକ ଏନଏଚ-୧୬ରେ ଥିବା ନଦୀ ପୋଲରେ ଗାଡି ଚଳାଚଳ ଉପରେ କଟକଣା

କଟକ: ସେପ୍ଟେମ୍ବର ୨୨ରୁ ୨୭ ତାରିଖ ପର୍ଯ୍ୟନ୍ତ ଏନଏଚ-୧୬ରଥରେ ଥିବା ବ୍ରିଜ୍‌ ଉପ‌େ‌ର ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ୬ ଦିନ ଦିନ ୧୧ଟାରୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ଉକ୍ତ ବ୍ରିଜ୍‌ ଉପରେ ଯାନବାହନ ଚଳାଚଳ କରିବା ନେଇ କମିସନରେଟ୍‌ ପୁଲିସ ପକ୍ଷରୁ କଟକଣା କରାଯିବା ସହିତ ଡାଇଭରସନ୍…

ସଂସଦ ଢାଞ୍ଚାରେ ବିଧାନସଭା ଅଧିବେଶନ, ୪ ଫୁଟ ଦୂରତାରେ ବସିବେ ବିଧାୟକ

ଭୁବନେଶ୍ୱର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ଏଥରର ବିଧାନସଭା । ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ । ତେବେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ ଓ କଲିଂ ଆଟେନସନ ରହିବ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା ଅନୁସାରେ ବିଧାୟକ ମାନେ ୪ ଫୁଟ ଦୂରତାରେ…

EMI ସୁଝିବାକୁ SBI ଦେଲା ୨ ବର୍ଷ ରିହାତି

ନୂଆଦିଲ୍ଲୀ: ଆପଣ ଷ୍ଟେଟ ବ୍ୟାଙ୍କରୁ ଗୃହ ଋଣ ଆଣିଛନ୍ତି କି । ଆପଣଙ୍କ ଦରମା କାଟ ହେଉଛି । ଲକଡଉନ୍‌ରେ ଆପଣଙ୍କ ବ୍ୟସାୟ ପ୍ରଭାବିତ ହୋଇଛି କି? ଯଦି ହଁ ତା’ହେଲେ ଏସ୍‌ବିଆଇ ଆପଣଙ୍କ ପାଇଁ ଆଣିଛି ଖୁସି ଖବର । ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଏସ୍‌ବିଆଇରୁ ଗୃହ ରୁଣ କିମ୍ବା ଅନ୍ୟାନ୍ୟ ରୁଣ…

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା; ରିୟାଙ୍କର ଜୁଡିସିଆଲ୍ କଷ୍ଟଡି ଆଜି ସରୁଛି

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କରେ ନାରକୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇଥିଲା । ପରେ ତାଙ୍କୁ ନ୍ୟାୟିକ ହେପାଜତରେ ପଠାଯାଇଥିଲା, ଯାହାର ଅବଧି ମଙ୍ଗଳବାର ଦିନ ସରୁଛି । ରିୟାଙ୍କୁ…

ଗୋଟିଏ ଦିନରେ ରାଜ୍ୟରେ ୪୫ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୫ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୫ ହଜାର ୬୭୬ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୭,୬୪୯ ଜଣଙ୍କର ଆଣ୍ଟିଜେନ, ୭୮୯୯ ଟି ଆରଟି-ପିସିଆର୍ ଓ ୧୨୮ ଟି ଟ୍ରୁନଟ୍…

ଘର ଭିତରୁ ନାବାଳିକାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ସବଡେଗା ଅଞ୍ଚଳରେ ଏକ ଘର ଭିତରୁ ନାବାଳିକାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଜମୁନା ପଞ୍ଚାୟତର ମାୟାବାହାଲ ଗ୍ରାମର ସଂଜୁ ମାଝିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ନାବାଳିକାଙ୍କୁ…