ଉପମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକେଇ, ଲୋକଙ୍କୁ ମାଗୁଛନ୍ତି ଟଙ୍କା…
ଭୁବନେଶ୍ବର: ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲୋକଙ୍କୁ ଟଙ୍କା ମାଗୁଛନ୍ତି ଠକ। ଯାହାକୁ ନେଇ ଜନସାଧାରଣଙ୍କୁ ଏକ ବାର୍ତ୍ତାରେ ସଚେତନ କରାଯାଇଛି।
ସୂଚନା ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାଁ ରେ କିଛି ଅସାଧୁ…