Latest Odisha News

BREAKING NEWS

ଆଖି ବୁଜିଲେ ଆଉ ୯ ସଂକ୍ରମିତ, ୭୧୦ରେ ପହଂଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ କରୋନା ନେଇଛି ଆଉ ୯ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

କରୋନା ପଜିଟିଭ: ଗଂଜାମ, ଖୋର୍ଦ୍ଧା ପରେ ଚିନ୍ତା ବଢ଼ାଇଲାଣି କଟକ

ଭୁବନେଶ୍ୱରେ: ରାଜ୍ୟରେ ଉପର ମୁହାଁ ରହିଛି କରୋନ ମିଟର । ପ୍ରତିଦିନ ୩୦ ଜିଲ୍ଲାରୁ ୪ହଜାର ଉପରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଅଜିପୁଣି ରାଜ୍ୟରୁ ୪୨୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ପରେ ଖୋର୍ଦ୍ଧା ଆଉ ଏବେ ଚିନ୍ତା ବଢ଼ାଇଛି କଟକ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୫୨…

ଆଜିଠୁ ଖୋଲିଲା ସ୍କୁଲ, କଟକଣା ଭିତରେ ପାଠ ପଢ଼ିବେ ପିଲା

ନୂଆଦିଲ୍ଲୀ: ଦେଶରେ ଆଜିଠୁ ଖୋଲିଲା ସ୍କୁଲ । କଟକଣା ଭିତରେ ଛାତ୍ରଛାତ୍ରୀ ସ୍କୁଲ ଆସିବେ । ପାଠ ମଧ୍ୟ ପଢ଼ିବେ । କରୋନା କଟକଣା ଭିତରେ ଦେଶରେ ଲାଗୁ ହୋଇଛି ଅନ୍‌ଲକ୍‌-୪ । ଅନ୍‌ଲକ୍‌-୪ ଗାଇଡଲାଇନ୍ ଅନୁଯାୟୀ ଦେଶର କେତେକ ସ୍ଥାନରେ ଆଜିଠାରୁ ସ୍କୁଲ ଖୋଲିଛି । କୋଭିଡ କଟକଣା ସହିତ ଆସାମ,…

କେନ୍ଦ୍ର ନେଉ ଓଡ଼ିଶାର କୋଭିଡ-୧୯ ଦାୟିତ୍ୱ: ସୁରେଶ ପୂଜାରୀ

ନୂଆଦିଲ୍ଲୀ: ଓଡ଼ିଶାରେ କରୋନା ସ୍ଥିତି ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ । ରବିବାର ଲୋକସଭା ଆଲୋଚନାରେ ଭାଗନେଇ ଓଡ଼ିଶାରେ ସ୍ୱାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାରଙ୍କୁ ସେ ଟାର୍ଗେଟ କରିଛନ୍ତି । ଓଡ଼ିଶାର ସ୍ୱାସ୍ଥ୍ୟବସ୍ଥା ଠିକ୍ ନାହିଁ, ବିଗିଡି ଯାଇଛି ବୋଲି କହିଥିଲେ ସାଂସଦ…

୨୪ ଘଂଟାରେ ଦେଶରେ ୮୬, ୮୬୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ଆଜି ପୁଣି ୨୪ ଘଂଟାରେ ଭିତରେ ଦେଶରେ ୮୦ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏହା ସହ ୯୩୩୫୬ଜଣ ସୁସ୍ଥ ହୋଇ…

ଭାଇରାଲ ହେଉଛି ସୁଶାନ୍ତଙ୍କ ମହମ ମୂର୍ତ୍ତି, ଭାବୁକ ହେଲେ ଭଉଣୀ ଶ୍ୱେତା

ମୁମ୍ବାଇ: ସୋସିଆଲ ମିଡିଆରେ ଭାଇରାଲ ହେଉଛି ବଲିଉଡର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମହମ ପ୍ରତିମୂର୍ତ୍ତି । ତେବେ ଏହି ପ୍ରତିମୂର୍ତ୍ତିଟି ମ୍ୟାଡମ ତୁଷାଦ ମ୍ୟୁଜିଅମ ନୁହେଁ ବରଂ ପଶ୍ଚିମବଙ୍ଗର ଜଣେ ମୂର୍ତ୍ତି କଳାକାର ତିଆରି କରିଛନ୍ତି । ଏହି ପ୍ରତିମୂର୍ତ୍ତି ଦେଖିବାକୁ…

ରାଜ୍ୟସଭାର ୮ ସାଂସଦ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ସସ୍‌ପେଣ୍ଡ ହେଲେ ରାଜ୍ୟସଭାର ୮ ସାଂସଦ । ବିଶୃଙ୍ଖଳା ଆଚରଣ ପାଇଁ ୮ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । କୃଷି ବିଲ୍ ଆଲୋଚନା ବେଳେ ହଙ୍ଗମା କରିଥିବା ୮ ସାଂସଦଙ୍କୁ ସସ୍‌ପେଣ୍ଡ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ରାଜ୍ୟସଭା ଏମ୍.ଭେଙ୍କେୟା ନାଇଡୁ  । ସସ୍‌ପେଣ୍ଡ ହୋଇଥିବା ୮…

ଦୀର୍ଘ ୬ ମାସ ପରେ ଖୋଲିଲା ତାଜମହଲ

ଆଗ୍ରା: ଦୀର୍ଘ ୬ ମାସପରେ ଖୋଲିଲା ବିଶ୍ୱ ପ୍ରସିଦ୍ଧା ତଜମହଲ । ୧୧୮ ଦିନ ପରେ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲିଛି । ତେବେ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କୁ କୋଭିଡ ନିୟମ ପାଳନ କରିବାକୁ ପଡିବ । ପ୍ରବେଶ ବେଳେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ କୋଭିଡ ନିୟମ ମାନିବାକୁ ପଡିବ । କରୋନା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୨୧-୯-୨୦୨୦ ସୋମବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ସେପ୍ଟେମ୍ବର ତା ୨୧ ରିଖ ସୋମବାର କନ୍ୟା ୬ ଦିନ ଆଶ୍ବିନ ମଳ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ର    ଘାତ ବାର-: ମିଥୁନ ରାଶିର   ଆଜି:…

ଲୁଟ୍ ପାଇଁ ମରଣାନ୍ତକ ଆକ୍ରମଣ, ଭୁଜାଳି ଚୋଟରେ ୨ ଗୁରୁତର

କେନ୍ଦ୍ରାପଡା: ଘରେ କଳାକନା ବୁଲାଇଲେ ଚୋର । ମାର୍ଶାଘାଇ କୁସୁନପୁର ଗାଁରେ ଲୁଟ୍ ପାଇଁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣ କରି ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଚୋରଙ୍କ ଭୁଜାଲି ଚୋଟରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ କେନ୍ଦ୍ରାପଡା ଜିଲ୍ଲା…