Latest Odisha News

BREAKING NEWS

ଲୁଟ୍ ପାଇଁ ମରଣାନ୍ତକ ଆକ୍ରମଣ, ଭୁଜାଳି ଚୋଟରେ ୨ ଗୁରୁତର

କେନ୍ଦ୍ରାପଡା: ଘରେ କଳାକନା ବୁଲାଇଲେ ଚୋର । ମାର୍ଶାଘାଇ କୁସୁନପୁର ଗାଁରେ ଲୁଟ୍ ପାଇଁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣ କରି ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଚୋରଙ୍କ ଭୁଜାଲି ଚୋଟରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ କେନ୍ଦ୍ରାପଡା ଜିଲ୍ଲା…

ଆଇପିଏଲ୍ ହାଇଲାଇଟ୍‌ସ: ସୁପର ଓଭରରେ ପଞ୍ଜାବ ଠାରୁ ମ୍ୟାଚ୍ ଛଡାଇ ନେଲା ଦିଲ୍ଳୀ

ଆବୁଧାବି: ଆଇପିଏଲ୍ ଦ୍ୱିତୀୟ ମ୍ୟଚ୍‌ରେ ଦିଲ୍ଲୀର ରୋମାଂଚକର ବିଜୟ । ପ୍ରଥମେ ମ୍ୟାଚ୍ ଟାଇ ହେଲା । ତା’ପରେ ସୁପର ଓଭରରେ ପଂଜାବ କିଙ୍ଗସ ଇଲେଭେନ୍‌କୁ ହରାଇଥିଲା ଦିଲ୍ଲୀ କ୍ୟାପିଟାଲସ । ପଂଜାବ ଓ ଦିଲ୍ଲୀ କ୍ୟାପିଟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ୧୫୭ ରନ୍ କରିଥିଲେ । ସୁପର…

ମହାରାଷ୍ଟ୍ରରେ କୋଠା ଭୁଶୁଡି ୧୦ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ଭିୱଣ୍ଡିରେ ଅଘଟଣା । ଭୁଶୁଡିଲା ୩ ମହଲା କୋଠା । ଆଜି ସକାଳୁ ଏହି ଦୁର୍ଘଟଣା ଘଟିିଛି । ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବିଏମ୍‌ସି ସୂଚନା ଦେଇଛି । ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ଏନ୍‌ଆର୍‌ଏଫ୍ ଦ୍ୱାରା…

ଆଜିଠୁ କୋଭିସିଲ୍ଡର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିର୍ଭସିଟି ଏବଂ ସେରମ ଇନଷ୍ଟିଚ୍ୟୁଟ ଦ୍ୱାରା ପୁନେରେ ବିକଶିତ କୋଭିସିଲ୍ଡର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆଜିଠାରୁ ଆରମ୍ଭ ହେବ । ପୁଣେର ସାସୁନ ଜେନାଲ ହସ୍ପିଟାଲରେ ଏହି ଟିକାର ପରୀକ୍ଷଣ କରାଯିବ । ଏନେଇ ହସ୍ପିଟାଲର ଡିନ୍ ଡକ୍ଟର ମୁରଲୀଧର ତାମ୍ବେ ସୂଚନା…

ଆଜିଠୁ ଯୁକ୍ତ ୨ ନାମଲେଖା

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ଯୁକ୍ତ ୨ ନାମଲେଖା ପ୍ରକ୍ରିୟା । ଆସନ୍ତା ୨୬ ଯାଏଁ ପ୍ରଥମ କଟ ଅଫ୍ ମାର୍କର ଚାଲିବ ନାମଲେଖା ପ୍ରକ୍ରିୟା । କୋଭିଡ ଗାଇଡାଲାଇନ୍‌କୁ ଦୃଷ୍ଟିରେ ରଖି କ୍ୟାମ୍ପସରେ ବ୍ୟବପକ ବ୍ୟବସ୍ଥା କରାଯାଇଛି । ଛାତ୍ରଛାତ୍ରୀ ଆଡମିଶନ…

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ସର୍ବାଧିକ ୪୦୧୮ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ଗତ କିଛି ଦିନ ହେବ ଦୈନିକ ଚାରି ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ରୋଗୀ ମଧ୍ୟ ସୁସ୍ଥ ହେବାରେ ଲାଗିଛନ୍ତି। ଆଜି ଚାରି ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

ରାଜ୍ୟରେ କେତେ ଖାଲି ଅଛି ଆଇସିୟୁ ବେଡ୍? ସରକାର ଦେଲେ ତଥ୍ୟ

ଭୁବନେଶ୍ୱର: ରାଜ୍ୟରେ କେତେ ପ୍ରତିଶତ ଖାଲି ରହିଛି ଆସିୟୁ ବେଡ୍ ଓ ଭେଟିଂଲର । ଏ ବାବଦରେ ଆଜି ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । କଟକରେ ଆଇସିୟୁ ବେଡ୍ ମାତ୍ର ୫୫ ପ୍ରତିଶତ ଭର୍ତି ଅଛି । ସେହିପରି ଭୁବନେଶ୍ୱରରେ ମାତ୍ର ୪୯ ପ୍ରତିଶତ ଆଇସିୟୁ ବେଢ୍ ଭର୍ତି ଅଛି, ବାକି ସବୁ ଖାଲି ଅଛି ।…

କୃଷି ବିଲ୍‌କୁ ନେଇ ବିଜେଡିକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ରାଜ୍ୟସଭାରେ ପାରିତ ହୋଇଛି କୃଷି ବିଲ୍ । ତେବେ ଏହି ବିଲ୍‌କୁ ବିଜେଡି ବିରୋଧ କରିଛି । ତେବେ ବିଜେଡି କାହିଁକି କୃଷି ବିଲ୍‌କୁ ବିରୋଧ କଲା ତାକୁ ନେଇ ଟାର୍ଗେଟ କରିଛନ୍ତି ବିଜେପି ସାଂସଦ ସୁରେଶ ପୂଜାରୀ । ବିଜେଡିକୁ କଟାକ୍ଷ କରି ସୁରେଶ କହିଛନ୍ତି, କହିଁ ପେ ନିଗାହେଁ, କହିପେ…

ସରିଲା ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ଦେଶର ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ପ୍ରବେଶ ପାଇଁ ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ପ୍ରବେଶ ପରୀକ୍ଷା ସିୟୁସିଇଟି-୨୦୨୦ ଶେଷ ହୋଇଛି । ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର…

କାଲିଠୁ ଦୁଇ ଦିନ ବନ୍ଦ ରହିବ ହାଇକୋର୍ଟ

କଟକ: ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ । ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ ହାଇକୋର୍ଟ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦେଶ ଦେଇଛନ୍ତି । ନିର୍ଦେଶ ଅନୁସାରେ ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ । କିଛି ବିଭାଗରେ କରୋନା ସଂକ୍ରମିତଙ୍କ…