ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କ ନିଧନ
ପୁରୀ: ପୁରୀ ଜଗନ୍ନାଥ ମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କର ରବିବାର ସକାଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେହାନ୍ତ ଘଟିଛି।
ସୂଚନାନୁସାରେ, ରବିବାର ସକାଳେ ହଠାତ୍ ସେ ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…