ଭୁବନେଶ୍ୱରରେ ଆଜି ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ; କେଉଁଁ ଅଞ୍ଚଳରୁ କେତେ ଜାଣନ୍ତୁ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୦୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ୱିଟ୍ ଅନୁଯାୟୀ ଆକ୍ରାନ୍ତଙ୍କ ମଧ୍ୟରେ ୯୦ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୧୫ଟି ସ୍ଥାନୀୟ…