Latest Odisha News

BREAKING NEWS

କରୋନା ଆରୋଗ୍ୟ ହାରରେ ଓଡ଼ିଶାଠୁ ଆଗରେ ଅଛନ୍ତି ଅନ୍ୟ ପଡୋଶୀ ରାଜ୍ୟ; ରିପୋର୍ଟ

ଭୁବନେଶ୍ୱର: କରୋନା ଆରୋଗ୍ୟ ହାରରେ ଓଡିଶା ଅପେକ୍ଷା ଅନ୍ୟ ପଡୋଶୀ ରାଜ୍ୟ ଗୁଡିକ ଆଗରେ ଅଛନ୍ତି। ଗୁରୁବାର ଦିନ ୩୬୦୭ ଜଣ ରାଜ୍ୟରେ ଆରୋଗ୍ୟ ହେବା ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୩୩୪୬୬ ରେ ପହଞ୍ଚିଛି । ରିପୋର୍ଟ ଅନୁଯାୟୀ ରାଜ୍ୟରେ କରୋନା ସୁସ୍ଥତା ହାର ୭୯.୪୮ ପ୍ରତିଶତ ରହିଛି ।…

ଦେଶରେ ୫୨ ଲକ୍ଷ ଟପିଲା କରୋନା ମାମଲା; ୪୧ ଲକ୍ଷ ଡେଇଁଲା ଆରୋଗ୍ୟଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାର ପାଖାପାଖି…

ଦୁଷ୍କର୍ମ ପ୍ରୟାସ ବିଫଳ ହେବାରୁ ମହିଳାଙ୍କ ତଣ୍ଟି କାଟି ଦେଲେ ନାବାଳକ

ସମ୍ବଲପୁର: ଦୁଷ୍କର୍ମ ପ୍ରୟାସ ବିଫଳ ହେବାରୁ ମହିଳାଙ୍କ ତଣ୍ଟି କାଟି ଦେଲେ ନାବାଳକ। ଏଭଳି ଏକ ସାଙ୍ଘାତିକ ଅଭିଯୋଗ ହୋଇଛି ସମ୍ବଲପୁର ଜିଲ୍ଲା ଧନୁପାଲି ଅଞ୍ଚଳରେ । ସୂଚନାନୁସାରେ, ଖଇରପାଲି ଅଞ୍ଚଳର ଜଣେ ମହିଳା ନଇରୁ ଗାଧେଇ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତ ନାବାଳକ ତାଙ୍କୁ ପଛପଟୁ…

ଜନ୍ମଦିନ ପାଇଁ ମୋଦୀଙ୍କୁ ଦରକାର କେଉଁ ଉପହାର, ଟ୍ୱିଟ କରି ଜଣାଇଲେ

ନୂଆଦିଲ୍ଲୀ: ସେପ୍ଟେମ୍ବର ୧୭ ତାରିଖ ଥିଲା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ୭୦ ବର୍ଷରେ ପାଦ ଥାପିଛନ୍ତି ପ୍ରଧାନମନ୍ତ୍ରୀ । ଜନ୍ମଦିନ ଅବସରରେ ତାଙ୍କୁ ଚାରିଆଡୁ ଛୁଟିଥିଲା ଶୁଭେଚ୍ଛାର ସୁଅ । ଅନେକ ସ୍ଥାନରେ ମୋଦିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରି ପୂଜାର୍ଚ୍ଚନା…

ଅନେକ ରୋଗରୁ ଉପଶମ ଦେବ ନଡ଼ିଆ ପାଣି..

ଭୁବନେଶ୍ୱର: ବହୁ ଗୁଣର ଅଧିକାରୀ ନଡ଼ିଆ । ଏହାର ପାଣି ଆମ ଶରୀର ପାଇଁ ବେଶ୍ ହିତକାରକ। ନଡ଼ିଆ ପାଣିରେ ଅନେକ ପରିମାଣରେ ଖଣିଜ ଲବଣ ରହିଥାଏ। ଏହା ପିଇଲେ ଆମ  ଶରୀରକୁ ଅନେକ ଶକ୍ତି ମିଳିଥାଏ। ଏହା ଆମ ଶରୀରରେ ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇଥାଏ। ଫଳରେ ଶରୀରରେ କୌଣସି ରୋଗ ହେବାର ଆଶଙ୍କା କମ୍…

ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୪୮ ହଜାରରୁ ଉର୍ଦ୍ଧ୍ବ ନମୁନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୮,୧୪୬ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୯,୬୨୮ ଜଣଙ୍କର ଆଣ୍ଟିଜେନ, ୮୪୦୭ ଟି ଆରଟିପିସିଆର୍ ଓ ୧୧୧ ଟି ଟ୍ରୁନଟ୍‌ ପରୀକ୍ଷା…

ଏହି ଅବତାରରେ ନିଜ ମା’ଙ୍କ ମୁଣ୍ଡ କାଟିଥିଲେ ଭଗବାନ ବିଷ୍ଣୁ, ଜାଣନ୍ତୁ

ଭୁବନେଶ୍ୱର: ଲୀଳାମୟ ବିଷ୍ଣୁ ଅନେକଥର ଏହି ଧରାପୃଷ୍ଠରେ ଅବତାର ନେଇଛନ୍ତି । ପାପର ଭାର ଅଧିକ ହେଲବ ଧର୍ମ ରକ୍ଷା ପାଇଁ ମଣିଷ ରୂପରେ ଏ ପୃଥିବୀକୁ ଓଲ୍ହାଇ ଆସନ୍ତି ଭଗବାନ । ପୁରାଣ ଅନୁଯାୟୀ ବିଷ୍ଣୁ ଦେବଙ୍କର ୧୦ ଟି ଅବତାର ରହିଛି । ତାମଧ୍ୟରୁ ପର୍ଶୁରାମ ଅନ୍ୟତମ । ଭଗବାନ ବିଷ୍ଣୁଙ୍କ…

ଷ୍ଟ୍ରୋକ କଣ? କିପରି କରିବେ ଏହାର ପ୍ରାଥମିକ ଚିକିତ୍ସା

ଭୁବନେଶ୍ୱର: ଏହି ଅବସ୍ଥା ସାଧାରଣ ବୟସ୍କ ବ୍ୟକ୍ତି, ଉଚ୍ଚ ରକ୍ତଚାପ ଥିବା ରୋଗୀ ଏବଂ ଦୁର୍ଘଟଣାରେ ଆଘାତ ହୋଇଥିବା ବ୍ୟକ୍ତିମାନଙ୍କଠାରେ ଦେଖାଯାଇଥାଏ । ମସ୍ତିଷ୍କକୁ ରକ୍ତ ପ୍ରଦାନ କରୁଥିବା ନଳୀ ଅବରୁଦ୍ଧ ହୋଇ କିମ୍ବା ଫାଟିଯାଇ ମସ୍ତିଷ୍କର ଷ୍ଟ୍ରୋକ ଅବସ୍ଥା ସୃଷ୍ଟି କରିଥାଏ । ଏହା ଏକ…

ବଜ୍ରପାତ ସମୟରେ କଣ କରିବା ଉଚିତ୍, ଜାଣିଛନ୍ତି କି?

ଭୁବନେଶ୍ୱର: ବର୍ଷାଦିନେ ବଜ୍ରପାତ ବା ଘଡଘଡି ହେବା ଅତି ସ୍ୱାଭାବିକ ଅଟେ । ବଜ୍ରପାତର ବୈଦ୍ୟୁତିକ ଶକ୍ତି ଏକ ନିୟୁତ ଭୋଲଟରୁ ଅଧିକ ହୋଇପାରେ । ଏହିଦିନରେ ବିଲବାଡ଼ି କାମ ବହୁତ ହୋଇଥାଏ । ଚାଷୀମାନେ ବର୍ଷା ପାଣି ସମୟରେ ବିଲରେ ଥାନ୍ତି । ତେବେ ଏଭଳି ଖୋଲା ପଡ଼ିଆରେ ଅଧିକାଂଶ ସମୟ ଚାଷୀ ମାନେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ    ତା ୧୮-୯-୨୦୨୦ ଶୁକ୍ରବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର  ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ସେପ୍ଟେମ୍ବର ତା ୧୮ ରିଖ ଶୁକ୍ରବାର କନ୍ୟା ୩ ଦିନ ଆଶ୍ବିନ ମଳ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଉତ୍ତରା ଫାଲଗୁନୀ ଭୁକ୍ତ ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର …