Latest Odisha News

BREAKING NEWS

ମେ’ ୧୮ରେ ଖୋଲିବ ବଦ୍ରୀନାଥ ମନ୍ଦିର କବାଟ: ଘୋଷଣା ହେଲା ଶୁଭ ମୁହୂର୍ତ୍ତ

ଡେରାଡୁନ: ଉତ୍ତରାଖଣ୍ଡ ଚମୋଲିର ଗଢଵାଲ ଜିଲ୍ଲାରେ ସ୍ଥିତ ଦେଶର ପ୍ରସିଦ୍ଧ ବଦ୍ରୀନାଥ ମନ୍ଦିର କବାଟ ମେ’୧୮ ତାରିଖ ସକାଳେ ଖୋଲାଯିବ । ବସନ୍ତ ପଞ୍ଚମୀ ଅବସରରେ ନରେନ୍ଦ୍ର ନଗର ରାଜମହଲରେ ମନ୍ଦିର କବାଟ ଖୋଲିବାକୁ ଶୁଭ ମୁହୂର୍ତ୍ତ ଘୋଷଣା କରାଯାଇଛି । ମେ’ ୧୮ ତାରିଖ ସକାଳ ୪ଟା ୧୫ ମିନିଟରେ…

ପ୍ରବଚନ ଦେଇପାରିବେ ସାରଥୀ, ହାଇକୋର୍ଟ ଦେଲେ ଅନୁମତି

କଟକ: ସାରଥୀ ଅନୁଗାମୀଙ୍କ ପାଇଁ ଖୁସି ଖବର । କାରଣ ସାରଥୀଙ୍କୁ ପ୍ରବଚନ ବେଦାକୁ ଆଜି ଅନୁମତି ଦେଇଛନ୍ତି ହାଇକୋର୍ଟ । ଜୁଲାଇ ମାସରୁ ସେ ପ୍ରବଚନ ଦେବେ । ସର୍ବାଧିକ ୨୦୦ ଭକ୍ତଙ୍କୁ ନେଇ ସେ ପ୍ରବଚନ ସଭା କରିପାରିବେ ବୋଲି କୋର୍ଟ କହିଛନ୍ତି । ପ୍ରବଚନ ଦେବା ପାଇଁ ଅନୁମତି ଦେବାକୁ କୋର୍ଟଙ୍କ…

ସାମ୍ବାଦିକତା ନାଁରେ ହାଇପ୍ରୋଫାଇଲ୍ ଦଲାଲି

ଭୁବନେଶ୍ୱର: ଦିନକୁଦିନ ନକଲି ସାମ୍ବାଦିକଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି । ମାତ୍ର କେଇଜଣ ନକଲି ସାମ୍ବାଦିକଙ୍କ ପାଇଁ ବଦନାମ ହେଉଛି ସାମ୍ବାଦିକ ଓ ସାମ୍ବାଦିକତା । ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ କେଳଙ୍କାରୀ । ପୁଣିଥରେ ଜଣେ ନକଲି ସାମ୍ବାଦିକର କଳା କାରନାମା ପଦାରେ ପଡିଛି ।…

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ, ସ୍ତ୍ରୀକୁ କାଠଫାଳିଆରେ ପିଟିପିଟି ହତ୍ୟା

ବାରିପଦା : ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି କାଠଫାଳିଆ ପିଟିପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ଏହା ପରେ ମୃତଦେହକୁ ଘର ପାଖରେ ପୋତିବାକୁ ଚେଷ୍ଟା କରୁଥିବା ବେଳେ ଗାଁ ଲୋକେ ହତ୍ୟାକାରୀ…

 କବିତା : ମାଆଙ୍କୁ ପୂଜିବା ଚାଲ

ଅଶୋକ କୁମାର ପ୍ରଧାନ ମାଘ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ମାଆ ଭାରତୀଙ୍କ ପୂଜା ସ୍କୁଲ କଲେଜ ସହ ବିଶ୍ବ ବିଦ୍ୟାଳୟେ ସବୁଠି ଚାଲିଛି ସଜା। ଧବଳ ବସନେ ଶୋଭିତ ସେ ମାଆ ଶୁଭ୍ର ପଦ୍ମେଛନ୍ତି ବସି ମୁଖରୁ ତାଙ୍କର ସଦା ଦିବ୍ୟ ବାଣୀ ପଡୁଅଛି ସତେ ଖସି। ଶତ ଶରତର ପୂର୍ଣ୍ଣିମା ଇନ୍ଦୁ ବି…

ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମ ପାଇଁ ପଡିଛି ନିଅ । ମୁଖ୍ୟମନ୍ତ୍ରୀ ଏହି ଷ୍ଟାଡିଅମର ଶୁଭ ପକାଇ ଏହାକୁ ମହାନ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାଁରେ ନାମିତ କରିଛନ୍ତି । ଆଜି ରାଉରକେଲାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ଉଦ୍ଦେଶ୍ୟରେ କହିଛନ୍ତି…

ସାମ୍‌ନାକୁ ଆସିଲା ଫିଲ୍ମ ‘ରୁହି’ର ପ୍ରଥମ ଝଲକ

ନୂଆଦିଲ୍ଲୀ: ଜାହ୍ନବୀ କପୁର ଏବଂ ରାଜକୁମାର ରାଓଙ୍କ ଫିଲ୍ମ 'ରୁହି' ମାର୍ଚ୍ଚ ୧୧ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହା ଜାହ୍ନବୀଙ୍କର ଦ୍ୱିତୀୟ ଚଳଚ୍ଚିତ୍ର। ଜାହ୍ନବୀ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଧଡକ ମାଧ୍ୟମରେ ପ୍ରେକ୍ଷାଳୟରେ ଡେବ୍ୟୁ କରିଥିଲେ। ମଙ୍ଗଳବାର ଫିଲ୍ମର ପ୍ରଥମ ଲୁକ୍…

ମଧ୍ୟପ୍ରଦେଶ ସିଦ୍ଧିରେ ବଡ଼ ଦୁର୍ଘଟଣା: କେନାଲରେ ଖସିପଡ଼ିଲା ଯାତ୍ରୀବାହୀ ବସ‌

ଭୋପାଳ: ଆଜି ସକାଳେ ମଧ୍ୟପ୍ରଦେଶରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୫୪ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ସିଦ୍ଧିର ଏକ କେନାଲରେ ଖସିପଡିଥିଲା। ବର୍ତ୍ତମାନ ସୁଦ୍ଧା କେନାଲରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଛି। ରେୱା-ସିଦ୍ଧ ସୀମାନ୍ତରେ ଥିବା ଚୁହିଆଗାଟୀରେ ଏହି ଦୁର୍ଘଟଣା ଘଟିଛି। ଏହା ହେଉଛି…

ଅଷ୍ଟ୍ରେଲିଆନ ଓପନ ଟେନିସ ଟୁର୍ଣ୍ଣାମେଂଟ: କ୍ୱାର୍ଟର ଫାଇନାଲ ଲାଇନ ଅପ୍ ଚୂଡାନ୍ତ

ମେଲବୋର୍ଣ୍ଣ:ଚଳିତ ଅଷ୍ଟ୍ରେଲିଆନ ଓପନ ଟେନିସ ଟୁର୍ଣ୍ଣାମେଂଟର କ୍ୱାର୍ଟର ଫାଇନାଲ ଲାଇନ ଅପ ଚୂଡାନ୍ତ ହୋଇଛି । ଷ୍ଟାର ଖେଳାଳି ରାଫେଲ ନାଡାଲ, ଡାନେଲ ମେଡୱେଡଭ, ଆନ୍ଦ୍ରେ ରୁବଲେଭ ସେମାନଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇ କ୍ୱାର୍ଟରକୁ ଉନ୍ନୀତ ହୋଇଛନ୍ତି । ନାଡାଲ ୬-୩, ୬-୪ ଓ ୬-୨ ସେଟରେ…

ବିଜେପିରେ ଯୋଗ ଦେବେ ମିଥୁନ !

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ପାଇଁ ବିଜେପି ଏବଂ ଆରଏସଏସ ସମସ୍ତ ଉଦ୍ୟମ ଜାରି ରଖିଛନ୍ତି । ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତିଙ୍କୁ ଇତି ମଧ୍ୟରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ଭେଟିଛନ୍ତି । ମିଥୁନ ବିଜେପିରେ ଯୋଗଦେବା ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି । ରିପୋର୍ଟ ମୁତାବକ…