Latest Odisha News

BREAKING NEWS

ଭାଙ୍ଗିଲା ରେକର୍ଡ: ରାଜ୍ୟରୁ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୪୨୭୦ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୭୦ କରୋନା ଆକ୍ରାନ୍ତ ଚିହ୍ନଟ…

ଜାପାନର ନୂଆ ପ୍ରଧାନମନ୍ତ୍ରୀ ହେଲେ ୟୋଶିହିଦେ ସୁଗା

ଟୋକିଓ: ଜାପାନର ସଂସଦରେ ବୁଧବାର ୟୋଶିହିଦେ ସୁଗାଙ୍କୁ ନୂତନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଅସୁସ୍ଥତା କାରଣରୁ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ଏହି ପଦ ଖାଲି ପଡିଥିଲା । ସୁଗାଙ୍କୁ ଶାସକ ଦଳର ନେତା ଭାବେ ନିର୍ବାଚିତ…

ଜଣେ କେବିସି ବିଜେତାଙ୍କ ଜୀବନ କାହାଣୀ: ସଂଘର୍ଷରୁ ସଫଳତା ପାଇଥିବା ହିରୋ ଏଥିପାଇଁ ବନିଗଲେ ଜିରୋ

କୌନ ବନେଗା କରୋଡପତି ସିଜିନ ୫ ରେ ଭାଗ ନେଇ ବିଜେତା ହୋଇଥିଲେ ବିହାରର ସୁଶୀଲ କୁମାର । ବିଗ୍ ବି ଙ୍କର ପ୍ରଶ୍ନର ଗୋଟିକ ପରେ ଗୋଟିଏ ଉତ୍ତର ଦେଇ ଜିତିଥିଲେ ୫ କୋଟି ଟଙ୍କା । ଜୀବନର ଆଇଏଏସ୍ ଅଫିସର ହେବାର ଲକ୍ଷ୍ୟ ରଖିଥିବା ସୁଶୀଲ ଭାବିଥିଲେ ଏହି ଟଙ୍କା ମିଳିବା ପରେ ତାଙ୍କ ଜୀବନରେ ସୁଖ ହିଁ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର,…

ରାଜ୍ୟବାସୀଙ୍କୁ ବିଶ୍ଵକର୍ମା ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, "ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା…

ଦେଶରେ ୫୦ ଲକ୍ଷ ଟପିଲା କରୋନା ମାମଲା; ୨୪ ଘଣ୍ଟାରେ ୧୨୯୦ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଉର୍ଦ୍ଧ୍ବ…

ମୟୂରଭଞ୍ଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୨ ମୃତ, ୧୦ ଆହତ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ଏକ ଅଟୋ ରିକ୍ସା କୁ ବିପରିତ ଦିଗରୁ ଆସୁଥିବା ଏକ ଟ୍ରଲର…

ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗକୁ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଦିନ…

ବନ୍ୟା କ୍ଷୟକ୍ଷତି: ଆକଳନ କାରିବାକୁ ଆଜି ଆସିବେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର: ଗତ ମାସରେ ରାଜ୍ୟରେ ବିଭୀଷିକା ରଚିଥିଲା ବନ୍ୟା । ଏଥିରେ ଅନେକ କ୍ଷୟକ୍ଷତି ହୋଇଛି। ଚାଷବାସ ଉଜୁଡ଼ି ଯାଇଛି, କେତେଯେ ଘର ଉଜୁଡ଼ି ଯାଇଛି ତାର ହିସାବ ନାହିଁ। ଏହି ପ୍ରଳୟଙ୍କରୀ ବନ୍ୟାର କ୍ଷୟକ୍ଷତି ଆକଳନ ପାଇଁ ଏକ କେନ୍ଦ୍ରୀୟ ଟିମ୍ ଆଜି ଓଡ଼ିଶା ଆସିବେ।ଗୃହ ମନ୍ତ୍ରଣାଳୟର ଯୁଗ୍ମ…

ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୩୨୦ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୨,୨୦୨ ଜଣଙ୍କର ଆଣ୍ଟିଜେନ, ୯୦୦୬ ଟି ଆରଟିପିସିଆର୍ ଓ ୧୧୨ ଟି ଟ୍ରୁନଟ୍‌ ପରୀକ୍ଷା…