Latest Odisha News

BREAKING NEWS

ଆର.ଉଦୟଗିରିରେ ଓଲଟିଲା ବରଯାତ୍ରୀ ମିନିଟ୍ରକ୍

ମୋହନା: ଗଜପତି ଆର.ଉଦୟଗିରି ଥାନା କଙ୍କଡାଗୁଡା ଘାଟିରେ ଓଲଟିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ମିନିଟ୍ରକ୍ । ଏଥିରେ ଏକାଧିକ ବରଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁ ସଂଖ୍ୟା ସଠିକ୍ ଭାବେ ଜଣାପଡିପାରିନାହିଁ । ବର୍ରଯାତ୍ରୀଙ୍କୁ ନେଇ…

ହାତୀ ମୃତ୍ୟୁ ମାମଲା; କର୍ଲାପାଟ ଅଭୟାରଣ୍ୟ ଗସ୍ତରେ ପିସିସିଏଫ୍

କଳାହାଣ୍ଡି: ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀର ମୃତ୍ୟୁ ପରେ ସ୍ଥିତି ଅନୁଧ୍ୟାନ ପାଇଁ ମଙ୍ଗଳବାର ଦିନ କଳାହାଣ୍ଡି ଜିଲ୍ଲାର କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଗସ୍ତ କରିଛନ୍ତି ପିସିସିଏଫ୍ ଶଶି ପଲ୍। ପେଷ୍ଟେରେଲା ମଲ୍ଟୋସିଡା ବ୍ୟାକ୍ଟେରିଆ ଦ୍ଵାରା ସଂକ୍ରମିତ ହୋଇ ୬ଟି ହାତୀ…

ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ ପୂର୍ବରୁ ଶତାଧିକ ବିଜେପି କର୍ମୀ ଅଟକ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ ପୂର୍ବରୁ ମଙ୍ଗଳବାର ଦିନ ବିରୋଧ ପ୍ରଦର୍ଶନ ପାଇଁ ଯୋଜନା କରୁଥିବା ଶତାଧିକ ବିଜେପି ସମର୍ଥକଙ୍କୁ ପୋଲିସ ଅଟକ ରଖିଛି। ସୂଚନା ଅନୁଯାୟୀ, ସେକ୍ଟର-୮ ସ୍ଥିତ ଜୁବୁଲି ପାର୍କ ନିକଟରେ ବିଜେପି କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟବ୍ୟାପୀ ଘଣ୍ଟ ବାଡ଼େଇ ଏନଏମଏ ବାଇ ଲ’କୁ ବିରୋଧ

ଭୁବନେଶ୍ବର : ଏକାମ୍ରକ୍ଷେତ୍ର ପାଇଁ ଏନ୍‌ଏମ୍‌ଏ ଚିଠା ବାଇ ଲ' ପ୍ରତ୍ୟାହାର କରିବାକୁ ଜାରି ରହିଛି ପ୍ରତିବାଦ । ଏନେଇ ଆଜି ରାଜ୍ୟର ସବୁ ମନ୍ଦିରରେ ଘଣ୍ଟ ଘଣ୍ଟାମାଡ଼ କରି ପ୍ରତିବାଦ କରାଯାଇଛି । ଏନଏମଏ ବାଇ-ଲ’ ପ୍ରତ୍ୟାହାର ଦାବିରେ ନିଖିଳ ଓଡ଼ିଶା ସେବାୟତ କମିଟି ଡାକରାରେ ରାଜ୍ୟର ସବୁ…

ଉତ୍ତରାଖଣ୍ଡ ବିପର୍ଯ୍ୟୟ; ତପୋବନ ସୁଡଙ୍ଗରୁ ଆଉ ୨ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ମଙ୍ଗଳବାର ସକାଳେ ତାପୋବନ ଟନେଲରୁ ଆଉ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଯେଉଁଠାରେ ଉତ୍ତରାଖଣ୍ଡ ବିପର୍ଯ୍ୟୟରେ ନିଖୋଜ ଥିବା ବ୍ୟକ୍ତିଙ୍କ ସନ୍ଧାନରେ କ୍ରମାଗତ ଦଶମ ଦିନ ଧରି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଉ ଦୁଇଟି ମୃତଦେହ ଉଦ୍ଧାର ହେବା ପରେ ଚାମୋଲିର ହିମସ୍ଖଳନ…

ଆନ୍ଧ୍ର-ଓଡିଶା ସୀମା ବିବାଦ: ଫେବୃଆରୀ ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା କୋଟିଆ ପଞ୍ଚାୟତରେ ନିର୍ବାଚନ ନେଇ ଫେବୃଆରୀ ୧୯ରେ ସୁପ୍ରିମକୋର୍ଟରେ ଓଡିଶା ସରକାରଙ୍କ ଆବେଦନ ଉପରେ ଶୁଣାଣି ହେବ। ଏହା ପୂର୍ବରୁ ରାଜ୍ୟ ସରକାର କୋରାପୁଟ ଜିଲ୍ଲାପାଳଙ୍କୁ ସମସ୍ତ ଦସ୍ତାବିଜ ଏକଜୁଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ଗଣତନ୍ତ୍ର ଦିବସ ହିଂସା; ବଢିଲା ଦୀପ ସିଦ୍ଧୁଙ୍କ ରିମାଣ୍ଡ ଅବଧି

ଗଣତନ୍ତ୍ର ଦିବସ ହିଂସାରେ ଅଭିନେତା ତଥା କାର୍ଯ୍ୟକର୍ତ୍ତା ଦୀପ ସିଦ୍ଧୁଙ୍କୁ ମଙ୍ଗଳବାର ସାତ ଦିନ ଅତିରିକ୍ତ ପୋଲିସ ହେପାଜତକୁ ପଠାଇ ଦିଆଯାଇଛି। ଦିଲ୍ଲୀ କୋର୍ଟଙ୍କ ଦ୍ବାରା ଦୀପ ସିଦ୍ଧୁଙ୍କ ରିମାଣ୍ଡରେ ୭ ଦିନ ବୃଦ୍ଧି କରାଯାଇଛି। ଗଣତନ୍ତ୍ର ଦିବସରେ ଲାଲ୍‌ କିଲ୍ଲାରେ ଭିଆଇଥିବା ହିଂସା…

କବିତା : ମା’ ହଂସ ବାହିନୀ

ସାଧନା ପଣ୍ଡା ଶାରଦା ବରଦା ମାତା ଜୟ ବୀଣାପାଣି ପୂଜା ପାଉ ଶ୍ରୀପଞ୍ଚମେ ମା' ହଂସ ବାହିନୀ ।। ବିଦ୍ୟା ଦାତ୍ରୀ ଅଟୁ ତୁହି ସିଦ୍ଧି ପ୍ରଦାୟିନୀ ତୋ' ଦୟାରେ ମୁର୍ଖ ହୁଏ ପଣ୍ଡିତରେ ଗଣି ।। ଆଶିଷ ତୋ' ଦୂର କରେ ଅଜ୍ଞାନ ତିମିର ଜଗତେ ବିଦିତ ତୁହି ଜ୍ଞାନ ର ଭଣ୍ଡାର ।।…

ସାରା ବିଶ୍ୱରେ ଲାଗିବ ସେରମର କରୋନା ଭ୍ୟାକ୍ସିନ

ନୂଆଦିଲ୍ଲୀ : ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ପ୍ରସ୍ତୁତ କରୁଥିବା କରେନା ଟିକା ଆଷ୍ଟ୍ରାଜେନିକାକୁ ସାରା ବିଶ୍ବରେ ଜରୁରିକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି । ଆଷ୍ଟ୍ରାଜେନିକା ଟିକାକୁ ବିଶ୍ବର ସବୁ ଦେଶରେ ଜରୁରୀକାଳୀନ ବ୍ୟବହାର କରିବାକୁ ଅନୁମତି ଦେଇଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ । WHO…

ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍

ନୟାଗଡ଼ : ନୟାଗଡ଼ ଯଦୁପୁର ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍ । ନୟାଗଡ଼ ଚିଲଡ୍ରେନ କୋର୍ଟରେ ୩୮୨ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଏସଆଇଟି । ଗତକାଲି ଏସଆଇଟି କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି । ମାମଲାରେ ଗିରଫ ହୋଇଛି ସରୋଜ ସେଠୀ । ଗତ…