ଦେଶରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ ମାମଲା, ୮୧ ମୃତ
ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମିବାରେ ଲାଗିଛି। ଦେଶରେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ଖସୁଛି।
ଗତ ୨୪ ଘଣ୍ଟାରେ ସର୍ବାଧିକ ୯୧୨୧ ଜଣ ବ୍ୟକ୍ତି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧ ଜଣ ପ୍ରାଣ ହରାଇଛନ୍ତି ।
ସ୍ୱାସ୍ଥ୍ୟ ବିଭାଗର…