ଭାରତରେ ୬% ବୃଦ୍ଧି ପାଇଛି ଦୁଗ୍ଧ ଓ ଅଣ୍ଡା ଉତ୍ପାଦନ
ଭୁବନେଶ୍ୱର: ଅର୍ଥନୀତି ଉପରେ କରୋନା ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର ମହା ନିର୍ଦ୍ଦେଶକ ଓ କୃଷି ଗବେଷଣା ଏବଂ ଶିକ୍ଷା ବିଭାଗର ସଚିବ ଡ. ତ୍ରିଲୋଚନ…