Latest Odisha News

BREAKING NEWS

ଖୋର୍ଦ୍ଧାରେ କଂଗ୍ରେସର ବନ୍ଦ ପାଳନ ପ୍ରଭାବ, ଶୂନଶାନ ସହର

ଖୋର୍ଦ୍ଧା: ରାଜ୍ୟବ୍ୟାପୀ କଂଗ୍ରେ ଦେଇଥିବା ଓଡ଼ିଶା ବନ୍ଦ ପ୍ରଭାବ ଖୋର୍ଦ୍ଧାରେ ବି ଦେଖିବାକୁ ମିଳିଛି । ସକାଳୁ ସକାଳୁ କଂଗ୍ରେସ ନେତା ଓ କର୍ମୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ବନ୍ଦ ରହିଛି ଦୋକାନବଜାର,…

ରାଜ୍ୟରେ ଆଜିଠୁ କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଆଜିଠାରୁ ଦ୍ୱିତୀୟ ଡୋଜ ଦିଆଯିବ । ନିର୍ଦ୍ଧାରିତ ତାରିଖ ଅନୁସାରେ ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ୍ । ଯେଉଁମାନେ କୋଭିସିଲ୍ଡ…

ତୈଳ ଦର ବୃଦ୍ଧି ପ୍ରତିବାଦ: ପ୍ରଧାନମନ୍ତ୍ରୀଙ୍କ ବେଶରେ ଶଗଡ଼ ଉପରେ ବସି ସହର ପରିକ୍ରମା

ଉମରକୋଟ: ତୈଳ ଦର ବେଲଗାମ । ପାଖାପାଖି ୯୦ ଛୁଇଁଲାଣି ପେଟ୍ରୋଲ ଓ ଡିଜେଲ ଦାମ । ଦର ବୃଦ୍ଧି ପ୍ରତିବାଦରେ ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଅଭିନବ ଉପାୟରେ ଓଡ଼ିଶା ବନ୍ଦ ପାଳନ କରୁଛି କଂଗ୍ରେସ । ଶଗଡ ଗାଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଶରେ ସହର ପରିକ୍ରମା । ଜଣେ ଯୁବକ ନିଜକୁ…

ଟ୍ରକ ଓଲଟି ପଡ଼ିବାରୁ ୧୫ ଶ୍ରମିକଙ୍କ ଅକାଳ ବିୟୋଗ

ମୁମ୍ୱାଇ: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଓଲଟିବାରୁ ୧୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ଦୁଇ ଜଣ । ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଗତକାଲ ରାତିରେ ଏହି ଦୁର୍ଘଟଣା ଘଟିଛି । କୁହାଯାଉଛି ଟ୍ରକରେ ଯାଉଥିବା ସମସ୍ତ ଲୋକ ଶ୍ରମିକ ଶ୍ରେଣୀର । ଅମୃତଭଣ୍ଡା…

ସାଙ୍ଗକୁ ଆଣିବାକୁ ଯାଇଥିବା ବେଳେ ଦୁର୍ଘଟଣା ନେଲା ଜୀବନ, ୨ ଜଣ ଆହତ

ବାଲେଶ୍ୱର: କଟକରୁ ସାଙ୍ଗ ଗାଁକୁ ଫେରୁଥିଲା । ଆଉ ଦୁଇ ଜଣ ସାଙ୍ଗ ତାକୁ ଆଣିବା ପାଇଁ ବାଇକ ଯୋଗେ ବସ ପାଖକୁ ଯାଇଥିଲେ । ଫେରିବା ବାଟରେ ଛକି ରହିଥିଲା ମୃତ୍ୟୁ । ଏକ କାର ସହ ବାଇକର ଧକ୍କା ହୋଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର…

ଉତ୍ତରାଖଣ୍ଡ ଚମୋଲିରେ ମୃତ୍ୟୁସଂଖ୍ୟା ୫୩କୁ ବୃଦ୍ଧି, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଡେରାଡୁନ୍: ଉତ୍ତରାଖଣ୍ଡ ତପୋବନ ପ୍ରାକୃତିକ ବିପର୍ଯ୍ୟୟରେ ଏଯାବତ୍ ୫୩ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ତପୋବନ ଏନଟିପିସି ସୁଡ଼ଙ୍ଗରୁ ଆଉ ୮ ଜଣଙ୍କ ମୃତଦେହ ମିଳିଥିବା ବେଳେ ବାହାରୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୁଡ଼ଙ୍ଗ ଭିତରେ ପ୍ରାୟ ୩୫ ଜଣ ଫସି ରହିଥିବା ଆଶଙ୍କା…

ସପ୍ତାହର ପ୍ରଥମ ଦିନରୁ ମହଙ୍ଗା ମାଡ଼, ବଢ଼ିଲା ଏଲପିଜି ସହ ତୈଳଦର

ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ଦରବୃଦ୍ଧି । ଗୃହିଣୀଙ୍କ ମୁଣ୍ଡରେ ଚଡ଼କ । ସପ୍ତାହ ଆରମ୍ଭର ପ୍ରଥମ ଦିନରୁ ଦେଶବାସୀଙ୍କ ଉପରେ ମହଙ୍ଗା ମାଡ଼ର ଆଉ ଏକ ପ୍ରହାର ପଡ଼ିଛି । ରୋଷେଇ ସିଲିଣ୍ଡର ଦାମ ୫୦ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ୨୬ ପଇସା ପ୍ରତି ଲିଟର ପିଛା…

କଂଗ୍ରେସର ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ କର୍ମୀଙ୍କ ପିକେଟିଂ

ଭୁବନେଶ୍ୱର: ତୈଳଦର ବୃଦ୍ଧି ପ୍ରତିବାଦ ଓ ଅନ୍ୟ ପ୍ରସଙ୍ଗକୁ ଆଜି ଓଡ଼ିଶା କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୭ଟାରୁ ଦିନ ଗୋଟାଏ ଯାଏ ବନ୍ଦ ଡାକରା ଦେଇଛି ଦଳ । ସକାଳୁ ସକାଳୁ ରାଜଧାନୀରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । କଂଗ୍ରେସର ଓଡ଼ିଶା ବନ୍ଦ ପାଳନ ଯୋଗୁଁ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୫-୨-୨୦୨୧ ସୋମବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଫେବୃୟାରୀ ତା ୧୫ରିଖ ସୋମବାର କୁମ୍ଭ ୪ଦିନ ମାଘ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର ଆଜିର ଘାତ ବାର- ମିଥୁନ ରାଶିର ଆଜିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା…

ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷ ପକ୍ଷରୁ ଜାତି ନନ୍ଦିଘୋଷ କନକ୍ଳେଭ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଉପଲକ୍ଷେ  'ଜାତି ନନ୍ଦିଘୋଷ କନକ୍ଳେଭ'  ଆୟୋଜିତ ହୋଇଯାଇଛି ।   ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପ୍ରଫେସର ନାୟକଙ୍କ…