ନନ୍ଦନକାନନର ବଟାନିକାଲ୍ ଗାର୍ଡେନରେ ଅଗ୍ନିକାଣ୍ଡ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ଅଗ୍ନିକାଣ୍ଡ ଘଟିଛି।
ସୂଚନା ଅନୁଯାୟୀ, ପ୍ରାଣୀ ଉଦ୍ୟାନର ବଟାନିକାଲ୍ ଗାର୍ଡେନରେ ଭିତରେ ଥିବା ଏକ ନିଛାଟିଆ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ।…