ଏହି ବ୍ଲଡ଼ଗ୍ରୁପ ଲୋକଙ୍କ ଠାରେ ହୃଦଘାତର ସମ୍ଭାବନା କମ୍
ଭୁବନେଶ୍ୱର: ବଦଳୁଥିବା ଜୀବନଶୈଳୀ ଯୋଗୁ ଅନେକ ଲୋକ ଅନେକ ଅସୁବିଧାକୁ ସମ୍ନା କରୁଛନ୍ତି। ଏଥିପାଇଁ ନାନାଦି ରୋଗର ସାମ୍ନା ମଧ୍ୟ କରିବାକୁ ପଡୁଛି। ଏଥିପାଇଁ ଶରୀରରେ ବିଭିନ୍ନ ପ୍ରକାର ରୋଗ ଦେଖିବାକୁ ମିଳୁଛି ।
ଅଧିକ ଷ୍ଟ୍ରେସ ଓ ଚାପ ଯୋଗୁଁ ଏବେ ହାର୍ଟ ଆଟାକ ବା ହୃଦଘାତ ଭଳି ସମସ୍ୟା…