Latest Odisha News

BREAKING NEWS

ଓଡିଶା କଂଗ୍ରେସ ପ୍ରଭାରୀଙ୍କୁ କରୋନା

ଭୁବନେଶ୍ୱର: ଓଡିଶା କଂଗ୍ରେସର ନୂଆ ପ୍ରଭାରୀ ଏ. ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନମୁନା ପରୀକ୍ଷା ପରେ ସେ ପଜିଟିଭ୍ ଥିବା ଜଣାପଡିଛି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ନମୁନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ…

ମନେ ରହିବେ ହାକିମ ବାବୁ…

ଭୁବନେଶ୍ୱର: କିଏ କହୁଥିଲା ହାକିମ ବାବୁ ତ ଆଉ କିଏ ସରପଂଚ ବାବୁ । ଓଲିଉଡକୁ ଭେଟି ଦେଇଥିଲେ କପାଳ ଲିଖନ ଓ ସିନ୍ଦୁର ବିନ୍ଦୁ ଭଳି କାଳଜୟୀ ସିନେମା । ଜଣେ ମଂଚ ଅଭିନେତା, ନିର୍ଦ୍ଦେଶକ, ନାଟ୍ୟଗୁରୁ ଏବଂ ଜଣାଶୁଣା ଓଡ଼ିଆ ନାଟ୍ୟକାର ଅଜିତ ଦାଶ । ମଂଚ ଅଭିନୟ ଶିକ୍ଷାନୁଷ୍ଠାନ, ଅଭିନୟ ଜାଗୃତ…

ଫ୍ଲିପ୍‌କାର୍ଟ ଓ ଆମାଜାନ୍‌ଠାରୁ ଆଦାୟ ହେବ ଜରିମାନା !

ନୂଆଦିଲ୍ଲୀ: ସେଣ୍ଟ୍ରାଲ ପଲ୍ୟୁସନ୍ କଣ୍ଣେ୍ଟ୍ରାଲ ବୋର୍ଡକୁ ମିଳିଛି ନିର୍ଦ୍ଦେଶ । ଯାଂଚ ହେବ ପରିବେଶ ବିରୋଧୀ କାର୍ଯ୍ୟକଳାପ । ଅତ୍ୟଧିକ ପ୍ଲାଷ୍ଟିକ ବ୍ୟବହାର କରୁଥିବା କମ୍ପାନୀକୁ ପ୍ରଥମେ ଚେତାବନୀ ଦିଆଯିବ । ଚେତବନୀକୁ ଅଣଦେଖା କଲେ ସେମାନଙ୍କଠୁ ମୋଟା ଅଙ୍କର ଜରିମାନା ଆଦାୟ କରିବ…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ: ଅଣ୍ଟା ଭିଡିଲେ ବିଜେଡି ଓ କଂଗ୍ରେସ

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି କସରତ । ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ ବିଜେଡିରେ ଜୋରଦାର ରଣନୀତି ଚାଲିଛି । ତିର୍ତ୍ତୋଲ ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ସରିଛି । ୫ ଜଣ ନେତା ତିର୍ତ୍ତୋଲ ଦାୟିତ୍ୱରେ ଅଛନ୍ତି । ଦେବାଶିଷ ସାମନ୍ତରାୟ,…

ଓଲିଉଡର ବର୍ଷିୟାନ ଅଭିନେତା ଅଜିତ ଦାଶଙ୍କ ପରଲୋକ

ଭୁବନେଶ୍ୱର: ଓଲିଉଡର ବରିଷ୍ଠ ଅଭିନେତା ଅଜିତ ଦାସ ଆଉ ନାହାଁନ୍ତି । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଆଜି ତାଙ୍କର ଦେହାନ୍ତ ହୋଇଛି । ୭୧ ବର୍ଷିୟ ଅଜିତ ଦାସ କିଛି ଦିନ ହେଲା କରୋନାରେ ଆକ୍ରାନ୍ତ ଥିଲେ । ଏଥିସହ ତାଙ୍କର ଅନ୍ୟାନ୍ୟ ରୋଗ ମଧ୍ୟ ଥିଲା । ହସପିଟାଲରେ ତାଙ୍କର ଚିକିତ୍ସା ଜାରି…

ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ତେବେ ୧୫…

KBCରେ ୫ କୋଟି ଜିତି ପଶ୍ଟାତାପ କରୁଛନ୍ତି ସୁଶୀଲ କୁମାର !

ବିହାର: କୌନ ବନେଗା କରୋଡପତି ଭଳି ସୁପରହିଟ୍ କୁଇଜ୍ ସୋ'ରେ ଚହଳ ଖେଳାଇଥିଲେ ସୁଶୀଲ କୁମାର । ୫କୋଟି ଭଳି ମୋଟା ଅଙ୍କର ଅର୍ଥରାଶି ଜିତି ସେ ଆଜି ପର୍ଯ୍ୟନ୍ତ କେବିସିରେ ରେକର୍ଡଧାରୀଙ୍କ ତାଲିକାରେ ଆଗୁଆ ରହିଛନ୍ତି । ହେଲେ ଏବେ ସେ ପଶ୍ଚାତାପ କରୁଥିବା ନେଇ ଖୋଦ ନିଜେ ପ୍ରକାଶ କରିଛନ୍ତି ।…

ସୁବର୍ଣ୍ଣପୁର: ୪୮୦ କେଜି ଗଞ୍ଜେଇ ସହ ପାଖାପାଖି ୧୦ ଲକ୍ଷ ଟଙ୍କା ଜବତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅଂଚଳରେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଏକ ଗାଡିରୁ ୪ କୁଇଣ୍ଟାଲ ୮୦ କେଜି ଓଜନର ଗଞ୍ଜେଇ ଚାଲାଣ ହେଉଥିବାର ଖବର ପାଇଥିଲା ଏସଟିଏଫ। ଖବର ଅନୁସାରେ ସଂପୃକ୍ତ ବ୍ୟବସାୟୀଙ୍କ ଘରେ ଚଢାଉକରି ଗଞ୍ଜାଇ ସହ ଟାଟା ପିକଅପ ଓ ହୋଣ୍ଡା…

ମୌସୁମୀ ଅଧିବେଶନ ପୂର୍ବରୁ ବସିବନି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମୌସୁମୀ ଅଧିବେଶନ । ହେଲେ ଚଳିତ ଥର କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବଦଳୀୟ ବୈଠକ ଡକାଯିବ ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ମୌସୁମୀ ଅଧିବେଶନ ଆସନ୍ତା ଅକ୍ଟୋବର ମାସରେ…

କେନ୍ଦୁଝରରେ ମା’ ଓ ଝିଅଙ୍କୁ ହତ୍ୟା ଅଭିଯୋଗ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଏକ ଗ୍ରାମରେ ଜଣେ ମହିଳା ଏବଂ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସୂଚନାନୁସାରେ, ଗତ ଶନିବାର ରାତିରେ ଚମ୍ପୁଆ ଥାନା ଅଧୀନରେ ଥିବା ଧଲଡିହି ଗ୍ରାମରେ ସରସ୍ୱତୀ ମୁଣ୍ଡା (୩୫) ଏବଂ…