Latest Odisha News

BREAKING NEWS

ପ୍ରଥମ ଡୋଜ୍ ଟିକା ନେବା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ କରୋନା

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଏନେଇ ସେ ଟ୍ୱିଟରରେ ସୂଚନା ଦେଇଛନ୍ତି । ପ୍ରାଥମିକ ଲକ୍ଷଣ ଦେଖା ଦେବା ପରେ ସେ କୋଭିଡ୍ ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ କୋଭିଡ୍ ପଜିଟିଭ୍ ଆସିଛି । କରୋନା ସଂକ୍ରମିତ ହେବା ପରେ ସେ ଏବେ…

ବ୍ୟଙ୍ଗ : ବହୁ ନାଆର ନାବିକ

ଓଁ ଅଭିଜ୍ଞାନ ସାହୁ ଗତ ଥର କହିଥିଲି ମାଡୁଆ ଭାଇର ଦୁଃଖ । ଦୁଇ ନାଆରେ ଗୋଡ଼ ଦେଇ ବିଚରା ଅନାଥ ହେବାର ଯନ୍ତ୍ରଣାକୁ ମରଣାନ୍ତକ ଦୁଃଖ ଭଳି ଭୋଗ କରୁଥିଲେ । ଆଜିର କଥାରେ ଆମ ଭାଡୁଆ ଭାଇ । ବହୁ ନାଆକୁ ଅନାୟାସରେ ବାହି ପାରନ୍ତି ସେ ଖୋଳିଥିବା ରୋମାଣ୍ଟିକ ଲେକରେ । ମାଡ଼ୁଆ ଭାଇଙ୍କଠୁ…

ହାଇଦର ଫେରାର୍ ପଛରେ ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ବିଜେପି ନେତା ପ୍ରକାଶ ମିଶ୍ର

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାକୁ ୫ ଦିନ ବିତିଲାଣି । ପୋଲିସ ଖୋଜୁଛି ପାଉନି । କୁହାଯାଉଛି କେନ୍ଦ୍ରାପଡ଼ାର ଜମ୍ବୁ ଦେଇ ବାଲାଂଦେଶ ପଳାଇଛି ହାଇଦର । ଅନ୍ୟପଟେ ହାଇଦର ନିଖୋଜକୁ ନେଇ ପୋଲିସ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍…

ସୁସ୍ଥ ହେଲେ ଆଲିଆ

ମୁମ୍ବାଇ: କରୋନାରୁ ସୁସ୍ଥ ହେଲେ ଆଲିଆ। ଆଲିଆ ଭଟ୍ଟ ଆଜି ଇନଷ୍ଟାଗ୍ରାମରେ ତାଙ୍କ ପ୍ରଶଂସକ ଏବଂ ଅନୁସରଣକାରୀଙ୍କୁ ସୂଚନା ଦେଇଛନ୍ତି ଯେ, ତାଙ୍କ ରିପୋର୍ଟ କୋଭିଡ୍‌ ନେଗେଟିଭ ଆସିଛି। ଆଲିଆ ଏପ୍ରିଲ୍ ୨ରେ କରୋନା ସଂକ୍ରମିତ ହୋଇଥିଲେ। ଏହାପୂର୍ବରୁ ଆଲିଆଙ୍କ ବଏ୍‌ ଫ୍ରେଣ୍ଡ୍‌…

ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍, ସମସ୍ତ ରାସ୍ତା ସିଲ୍ କଲା ଜିଲ୍ଲା ପ୍ରଶାସନ, ଏପ୍ରିଲ ୩୦ଯାଏଁ ବସ୍ ସେବା ବନ୍ଦ…

ମାଲକାନଗିରି: ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍ ହୋଇଛି । କରୋନା ସଂକ୍ରମଣ ବଢୁଥିବାରୁ ମାଲକାନଗିରିଠାରୁ ଛତିଶଗଡକୁ ସଂଯୋଗ ହେଉଥିବା ସମସ୍ତ ରାସ୍ତାକୁ ସିଲ୍ କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଏହାସହ ଏପ୍ରିଲ ୩୦ ପର୍ଯ୍ୟନ୍ତ କୌଣସି ବସ୍ ଛତିଶଗଡରୁ ମାଲକାନଗିରି ଯାତାୟାତ…

ପୂର୍ଣ୍ଣ କ୍ଷମତାରେ ଚାଲିବ ସମ୍ କୋଭିଡ୍ ହସ୍ପିଟାଲ, ଆଦ୍ୟିତ ଅଶ୍ୱିନୀ କୋଭିଡ୍ ହସ୍ପିଟାଲ୍ ପୁନଃ କାର୍ଯ୍ୟକ୍ଷମ

ଭୁବନେଶ୍ୱର: ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ସରକାର ସମ୍ କୋଭିଡ୍ ହସ୍ପିଟାଲକୁ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟକ୍ଷମ କରିଛନ୍ତି । ଏଥିସହ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲକୁ ପୁନଃ କାର୍ଯ୍ୟକ୍ଷମ କରାଯାଇଛି । ଲଗାତାର ଭୁବନେଶ୍ୱରରେ ଦୁଇ ଦିନ ଧରି ୧୯୦ରୁ ଅଧିକ ସଂକ୍ରମିତ ଚିହ୍ନଟ…

ମାତା ବୈଷ୍ଣୋ ଦେବୀଙ୍କ ଯାତ୍ରାରେ ଯୋଗ ଦେବାକୁ ଆସିଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ୪୮ ଜଣ କରୋନା ପଜିଟିଭ

ଜମ୍ମୁକଶ୍ମୀର: ନବରାତ୍ରି ପର୍ବରେ ମାତା ବୈଷ୍ଣୋ ଦେବୀଙ୍କ ଯାତ୍ରାରେ ଯୋଗ ଦେବା ପାଇଁ ଜାମ୍ମୁ କାଶ୍ମୀରର କାତ୍ରାରେ ୧୪,୦୦୦ ରୁ ଅଧିକ ଭକ୍ତ ପହଞ୍ଚିଛନ୍ତି। ଏହି ଉତ୍ସବର ପ୍ରଥମ ଦିନରେ ୪୮ ଶ୍ରଦ୍ଧାଳୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାପରେ ଜିଲ୍ଲା ପ୍ରଶାସନ ଏବଂ…

କରୋନା ସଙ୍କଟ ସମୟରେ କୋଭିଡ୍‌ ରୋଗୀଙ୍କ ଆଶ୍ରା ପାଲଟିଛନ୍ତି ଗୁଜରାଟର ଏହି ବ୍ୟକ୍ତି

ଗୁଜରାଟ: ମହାମାରୀର ଦ୍ୱିତୀୟ ତରଙ୍ଗ ଯୋଗୁଁ ଭାରତରେ କୋଭିଡ୍-୧୯ ମାମଲାରେ ତୀବ୍ର ବୃଦ୍ଧି ଘଟିଥିବା ବେଳେ ଗୁଜୁରାଟର ଜଣେ ବ୍ୟକ୍ତିଙ୍କ ସଙ୍କଟ ସମୟରେ ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଏହି କାହାଣୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଏହି ବ୍ୟକ୍ତି ଜଣକ…

ଓଏସଏସ ପକ୍ଷରୁ ଜିତେନ୍ଦ୍ର ହରିପାଲଙ୍କୁ ଲାଇଫଟାଇମ ଆଚିଭମେଣ୍ଟ ଆୱାଡ଼ ପ୍ରଦାନ

ସିଙ୍ଗାପୁର : ଓଡ଼ିଆ ସୋସାଇଟି ଅଫ ସିଙ୍ଗାପୁର (ଓଏସଏସ) ପକ୍ଷରୁ ଆନ୍ଦନ ଓ ଉତ୍ସାହର ସହ ଅନଲାଇନ ମାଧ୍ୟମରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଇସିସିଆର ମହା ନିର୍ଦ୍ଦେଶକ ଦିନେଶ କେ. ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ସେ ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ…

ବୁର୍ଲା ଭୀମସାରରେ ହେବ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ସଂକ୍ରମଣ ବଢ଼ୁଥିବା ବେଳେ ବୁର୍ଲା ଗସ୍ତରେ ଯାଇ ସମ୍ବଲପୁର ଜିଲ୍ଲାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ସମୀକ୍ଷା ପରେ ବୁର୍ଲା ଭୀମସାରରେ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ…