ପିପିଲି ଉପନିର୍ବାଚନ, ପୋଷ୍ଟାଲ୍ ବାଲଟରେ ଭୋଟ୍ ଦେଲେ ୧୦୫୨ ଜଣ
ପିପିଲି: ପିପିଲି ବିଧାନସଭା ଉପ ନିର୍ବାଚନ ଲାଗି ୧୭ ତାରିଥଖରେ ମତଦାନ ହେବ । ନିର୍ବାଚନ ମଣ୍ଡଳୀରେ ୮ ହଜାର ୨୧୨ ଜଣ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ଦିବ୍ୟାଙ୍ଗ ଭୋଟର ରହିଛନ୍ତି । ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି ।…