Latest Odisha News

BREAKING NEWS

ଜୀବନର ଟ୍ରାୟଲୋଜୀ

ଇତିଶ୍ରୀ ନାୟକ ମୁଁ ଆଉ ଜୀବନ ଗୋଟେ ରିଭଲଭିଂ ଡୋରର ଏପଟେ ସେପଟେ ନା ମୁଁ ତାକୁ ଛୁଇଁ ପାରେ ନା ସେ ମୋତେ।। ଜୀବନଟା କମ୍ପ୍ଯୁଟର ପ୍ରୋଗ୍ରାମିଂର ଶୂନ୍ ଆଉ ଏକର ଖେଳ ନୁହେଁ ଶୂ୍ନ ଆଉ ଏକ ମଝିର ଯାତ୍ରା ହିଁ ବୋଧେ ଜୀବନ।। ଜୀବନର ହିସାବ କିତାବ ସରିଯିବା ଆଗରୁ ଏଇଠି…

ଜନମ ହେଲା ରସଗୋଲା

କାଇଁ କେତେ ଯୁଗ ତଳର ଘଟଣା । ସାରା ଓଡ଼ିଶା ମୁଳକରେ ସଡକ ବୋଲି କହିଲେ ସେତେବେଳେ ଥିଲା ଜଗନ୍ନାଥ ସଡକ । ତୀର୍ଥଧାମ କହିଲେ ଜଗନ୍ନାଥ-ପୁରୀ । ଅବଢ଼ା ବୋଇଲେ ଲୋକେ ମୁଣ୍ଡରେ ହାତ ଲଗାଇ କହୁଥିଲେ, " ଭାଗ୍ୟରେ ଥିଲେ ତୁଣ୍ଡରେ ବାଜେ । ଦେବତାଙ୍କୁ ସୁଦ୍ଧା ଦୁର୍ଲଭ । ମଣିଷ ଜନ୍ମ ପାଇ ଜଗନ୍ନାଥ…

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶ୍ରୀ ସ୍ବାଇଁ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ସେ କରୋନା ପଜିଟିଭ ଚିହ୍ନଟ ପରେ ଡାକ୍ତରଙ୍କ ପରାମର୍ଶରେ ହୋମ୍ ଆଇସୋଲେସନ୍ ରହିଛନ୍ତି। ନିକଟରେ ତାଙ୍କ…

ପରଲୋକରେ ସ୍ୱାମୀ ଅଗ୍ନିବେଶ

ନୂଆଦିଲ୍ଲୀ: ଆର୍ଯ୍ୟ ସମାଜ ନେତା ସ୍ୱାମୀ ଅଗ୍ନିବେଶଙ୍କର ଆଜି ଦେହାନ୍ତ ହୋଇଯାଇଛି । ନୂଆଦିଲ୍ଲୀର ଲିଭର ଆଣ୍ଡ ବିଲିଆରୀ ସାଇନ୍ସେସ୍ ଇନଷ୍ଟିଚୁଚରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଗତ କିଛି ଦିନ ହେଲା ଯକୃତ ସିରୋସିସ୍ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୦…

ଭୁବନେଶ୍ୱରରେ ୧୫ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୨ ଜଣ କ୍ୱାରେଣ୍ଟାଇନ୍ ଏବଂ ୩୦୧ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା…

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୬୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୬୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୪୬୦୧ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୭୪୪ ଆକ୍ରାନ୍ତ ସୁସ୍ଥ, କଟକ ୪୨୫, ସୁନ୍ଦରଗଡ଼ ୨୬୭,…

ପ୍ରିୟଙ୍କା ଗାନ୍ଧୀଙ୍କ ଘର ଭାଙ୍ଗିବାକୁ ମଧ୍ୟ ପଛାଇବୁ ନାହିଁ: ବିଜେପି ନେତ୍ରୀ

ହିମାଚଳ ପ୍ରଦେଶ: ମୁମ୍ବାଇରେ କଙ୍ଗନାଙ୍କ କାର୍ଯ୍ୟାଳୟ ଭାଙ୍ଗିବା ଘଟଣା ପରେ ହିମାଚଳ ବିଜେପି ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ବଙ୍ଗଳା ଭାଙ୍ଗି ଦେବାକୁ ଧମକ ଦେଇଛନ୍ତି । ହିମାଚଳ ପ୍ରଦେଶର ବିଜେପି ମହିଳା ଶାଖା ମୁଖ୍ୟ ମୁମ୍ବାଇରେ କଙ୍ଗନାଙ୍କ କାର୍ଯ୍ୟାଳୟ ଉପରେ ହୋଇଥିବା ଆକ୍ରମଣ କୁ ଏକ…

କରୋନା ବ୍ୟାପିବା ଭୟରେ କିମ୍ ଜୋଙ୍ଗଙ୍କ ଅଜବ ନିର୍ଦ୍ଦେଶ, ଚୀନ ପଟୁ ଯିଏ ଆସୁଛି ଗୁଳି ମାର

ୱାଶିଂଟନ: କରୋନା ମହାମାରୀକୁ ରୋକିବା ପାଇଁ ଉତରକୋରିଆର ଏକଚ୍ଛତ୍ରବାଦ ଶାସକ କିମ୍ ଜୋଙ୍ଗ ଅଜବ ନିର୍ଦ୍ଦେଶ ଦେଇଛନ୍ତି । ଚୀନ ପଟୁ ଯିଏ ଆସୁଛି ତାକୁ ଗୁଳି କର ବୋଲି ସେ ତାଙ୍କ ସୈନ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦକ୍ଷିଣ କୋରିଆରେ ନିୟୋଜିତ ଆମେରିକାର ଜଣେ କମାଣ୍ଡର ଏହା କହିଛନ୍ତି ।…

ନିଟ୍ ପରୀକ୍ଷା ପାଇଁ ଚାଲିବ ୪ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର: ସେପ୍ଟେମ୍ବର ୧୩ ତାରିଖ ଦିନ ନିଟ୍ ପରୀକ୍ଷା ପାଇଁ ପୂର୍ବତଟ ରେଳବାଇ (ଇକୋର) ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଜାଣନ୍ତୁ, କେଉଁଠି କେଉଁଠୁକୁ ଚାଲିବ ଟ୍ରେନ୍... ୧. ଖରିଆର ରୋଡରୁ ସମ୍ବଲପୁର ଭାୟା ନଲଗଡ ୨. ରାୟଗଡରୁ ସମ୍ବଲପୁର ୩. ଭଦ୍ରକରୁ ଭୁବନେଶ୍ୱର…

ସଂସଦୀୟ ବୈଠକରେ ରାହୁଲଙ୍କ ପ୍ରଶ୍ନ: ଖାଦ୍ୟ କୁ ନେଇ ପାତରଅନ୍ତର କାହିଁକି?

ନୂଆଦିଲ୍ଲୀ: ପ୍ରତିରକ୍ଷା ସଂସଦୀୟ ବୈଠକରେ ଯବାନଙ୍କ ଖାଦ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି ରାହୁଲ ଗାନ୍ଧୀ । ସୀମାନ୍ତରେ ଅବସ୍ଥାପିତ ଯବାନ ଏବଂ ଅଧିକାରୀଙ୍କ ମଧ୍ୟରେ ଖାଦ୍ୟରେ କାହିଁକି ପାର୍ଥକ୍ୟ ଅଛି ବୋଲି ଗାନ୍ଧୀ ପ୍ରଶ୍ନ କରିଛନ୍ତି। କୌତୁହଳର ବିଷୟ ହେଉଛି ଏହା କି ଏହି ପ୍ରସଙ୍ଗକୁ…