Latest Odisha News

BREAKING NEWS

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡିଶାର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। "ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟ ବସ୍ଥା ସ୍ଥିର ରହିଛି" ବୋଲି ଟ୍ବିଟ କରି ସୂଚନା ଦେଇଛନ୍ତି ମନ୍ତ୍ରୀ। ନିକଟ ଅତୀତରେ ତାଙ୍କ ସହ…

ମିଳିଲାନି ବେଲ୍, ଜେଲରେ ରହିବେ ରିୟା ଚକ୍ରବର୍ତ୍ତୀ

ମୁମ୍ୱାଇ: ରିୟା ଚକ୍ରବର୍ତ୍ତୀଙ୍କ ଝଟକା । ବେଲ୍ ଆବେଦନକୁ ଖାରଜ କଲେ ମୁମ୍ୱାଇ ସେସନ୍ସ କୋର୍ଟ । ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ସମେତ ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ସୁଶାନ୍ତ ସିଂହ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଛନ୍ତି ରିୟା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହେଲା ଶହୀଦଙ୍କ ଶେଷକୃତ୍ୟ

ଅନୁଗୁଳ: ଗାଁ ମାଟିରେ ଶହୀଦ ଦେବାଶିଷ ସେଠୀଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଅଙ୍ଗପଡା ଗ୍ରାମର ଶହୀଦ ଯବାନ ଦେବାଶିଷ ସେଠୀଙ୍କ ମର ଶରୀର ଗତକାଲି ପହଞ୍ଚିବା ପରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ରାତିରେ ସେଠାରେ ଉପସ୍ଥିତ ରହି ଶେଷ…

୨୪ ଘଣ୍ଟାରେ ରାଜ୍ୟରେ ୧୪ କରୋନା ଆକ୍ରାନ୍ତ ମୃତ, ଛଅ ଶହ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମାଡୁଛି ଓ ମାରୁଛି ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୯ ଜଣ ପୁରୁଷ । 3.A 74 year old female of…

ଏଣିକି ସ୍ୱାବ୍ ଦେବା ଦିନଠୁ ୧୦ ଦିନ ହୋମ୍ ଆଇସୋଲେସନ୍

ଭୁବନେଶ୍ୱର: କୋଭିଡ ପାଇଁ ରାଜ୍ୟ ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଣିକି କୋଭିଡ୍ ଟେଷ୍ଟ ପାଇଁ ସ୍ୱାବ ଦେବା ଦିନଠାରୁ ୧୦ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପଡିବ । ଏନେଇ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନରଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ…

ରାଜ୍ୟରେ ଅଣାୟତ୍ତ କରୋନା: ଗୋଟିଏ ଦିନରେ ୪ ହଜାର ସଂକ୍ରମିତ ଚିହ୍ନଟ !

ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି। ଆଜି ଏହି ସଂଖ୍ୟା ୪ ହାଜର ପାଖାପାଖି ପହଞ୍ଚିଛି। ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୯ ଶହ ୯୬ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୩୫୯ ଓ…

ଆଜି ପ୍ରକାଶ ପାଇବ ଜେଇଇ ମେନ୍ ରେଜଲ୍ଟ,ଏମିତି ଜାଣି ପାରିବେ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଜେଇଇ ମେନ୍ ରେଜଲ୍ଟ । ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ ପରୀକ୍ଷାଫଳ ପ୍ରକାଶ କରିବ । ଛାତ୍ରଛାତ୍ରୀ ଦୁଇଟି ଓ୍ୱେବସାଇଟ jeemain.nta.nic.in ଓ jeemain.nic.in ରେ ଫଳାଫଳ ଜାଣି ପାରିବେ । ଏମିତି ପ୍ରକ୍ରିୟାରେ ଜାଣନ୍ତୁ ରେଜଲ୍ଟ ୧. ଅଫିସିଆଲ୍…

ଆମେରିକା ଇତିହାସର ସବୁଠୁ ଭୟଙ୍କର ଘଟଣା; ୯/୧୧ ଆତଙ୍କବାଦୀ ଆକ୍ରମଣକୁ ୧୯ ବର୍ଷ

ଭୁବନେଶ୍ୱର: ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି) ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ (୯/୧୧)କୁ ଆଜି ୧୯ ବର୍ଷ ପୂରିଛି।  ୨୦୦୧ ସେପ୍ଟେମ୍ବର ୧୧ରେ ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ଏହି ଆକ୍ରମଣ ଘଟାଇଥିଲା, ଯାହା ସଂପୂର୍ଣ୍ଣ ଆମେରିକାକୁ ଥରାଇ ଦେଇଥିଲା। ବିଶ୍ୱବ୍ୟାପୀ ଏହି…

ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୦୪୪ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୨,୫୧୧ ଜଣଙ୍କର ଆଣ୍ଟିଜେନ, ୭୩୪୫ ଟି ଆରଟିପିସିଆର୍ ଓ ୧୮୮ ଟି ଟ୍ରୁନଟ୍‌ ପରୀକ୍ଷା…

ଉପରମୁଁହା ମୃତ୍ୟୁର ମିଟର: ୨୪ ଘଣ୍ଟାରେ ଯାଇଛି ୧୨୦୯ ମୁଣ୍ଡ, ମୋଟ ସଂଖ୍ୟା ୭୬ ହଜାର ପାର୍

ନୂଆଦିଲ୍ଲୀ: ହୁ ହୁ ହୋଇ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୩୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ…