ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଅଗ୍ନିଶମ ଅଧିକାରୀ
ବରଗଡ: ବରଗଡ ଜିଲ୍ଲାର ଆସିଷ୍ଟାଣ୍ଟ ଫାୟାର ଅଫିସର ପ୍ରଶାନ୍ତ କୁମାର ମହାପାତ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଭେଦନ ଥାନା ଅନ୍ତର୍ଗତ କଦଳୀପାଲ୍ଲୀ ଗ୍ରାମର ହୃଷିକେଶ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଫାୟାର ସେଫ୍ଟି…