ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ରାଜ୍ୟରେ ବୁଧବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୫୮୦ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ ଭୁବନେଶ୍ୱରରୁ ୨, ବଲାଙ୍ଗିରରୁ ୧, ଗଞ୍ଜାମରୁ ୪, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧,…