Latest Odisha News

BREAKING NEWS

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼: ବୀଭତ୍ସ ଓ ଅମାନୁଷିକ ହତ୍ୟାକାଣ୍ଡ l ଗୋଡ଼ାଇ ଗୋଡ଼ାଇ ହାଣିଦେଲେ l ଭୋର ୪ଟା ବେଳେ ମାରିଦେଲେ ଦୁର୍ବୃତ୍ତ l ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଇଁଶିଆପଡ଼ା ଗାଁରେ l ମୃତକ ହେଲେ ଗାଁର କ୍ଷେତ୍ରବାସୀ ମହାପାତ୍ର l ଗାଁ ଦାଣ୍ଡରେ…

ସ୍ୱାମୀଙ୍କ ମୃତ୍ୟୁରେ ମର୍ମାହତ ହୋଇ ଆତ୍ମହତ୍ୟା କଲେ ୯୪ ବର୍ଷୀୟା ବୃଦ୍ଧା

ଗୁରୁଗ୍ରାମ: ସ୍ୱାମୀଙ୍କ ମୃତ୍ୟୁରେ ମର୍ମାହତ ହୋଇ ୧୫ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ୯୪ ବର୍ଷୀୟା ବୃଦ୍ଧା। ସୂଚନାନୁସାରେ, ମୃତ ବୃଦ୍ଧାଙ୍କ ନାମ ଉର୍ମିଲା ଆଡଭାନୀ ବୋଲି ଜଣାପଡିଛି। ଦୁଇ ବର୍ଷ ପୂର୍ବେ ଉର୍ମିଳାଙ୍କ ସ୍ୱାମୀଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ସେ ଖୁବ ଅବସାଦରେ…

ବାଲୁକା କଳାରେ ଅକ୍ଷୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ; ଏଭଳି ପ୍ରତିକ୍ରିୟା ରଖିଲେ ଫଲୋଅର୍ସ

ଭୁବନେଶ୍ବର: ଆଜି ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କ ଜନ୍ମଦିନ ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ସ୍ବତନ୍ତ୍ର ବାଲୁକା କଳା ନିର୍ମାଣ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜନ୍ମଦିନ ଉପଲକ୍ଷେ ନିଜ ବାଲୁକା କଳାରେ ହାପି ବାର୍ଥ ଡ଼େ ଅକ୍ଷୟ ସହ…

ହାପି ବାର୍ଥଡେ ଖିଲାଡି କୁମାର…

ମୁମ୍ବାଇ: ବଲିଉଡର ଖିଲାଡି ବୟ ଅକ୍ଷୟ କୁମାରଙ୍କର ଆଜି ହେଉଛି ଜନ୍ମଦିନ । ୫୩ରେ ପଦାର୍ପଣ କରିଛନ୍ତି ବଲିଉଡର ଏହି ଖିଲାଡି ବୟ ।ଜନ୍ମଦିନ ଅବସରରେ ଅକ୍ଷୟଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ । ଅକ୍ଷୟଙ୍କୁ ପ୍ରଥମେ ଅଭିନୟର ସୁଯୋଗ ମିଳିଲା ୧୯୯୧ ମସିହାର ଫିଲ୍ମ ସୌଗନ୍ଧରେ । ଆଉ ଏହାପରେ ସେ ଆଉ…

ରାଜ୍ୟରେ ୨୪ ଘଣ୍ଟାରେ ହୋଇଛି ୪୧ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୧,୫୯୫ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୫,୩୬୮ ଜଣଙ୍କର ଆଣ୍ଟିଜେନ, ୬୦୪୭ ଟି ଆରଟିପିସିଆର୍ ଓ ୧୮୦ ଟି ଟ୍ରୁନଟ୍‌ ପରୀକ୍ଷା…

ପାଣିରେ ବୁଡି ପ୍ରାଣ ହରାଇଲେ ଯୁବକ

ବୁଗୁଡା: ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମର ଜଣେ ଯୁବକ ପୋଖରୀର ପାଣିରେ ବୁଡି ମୃତ୍ୟୁ ବରଣ କରିଥିବା ବେଳେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବୁଗୁଡା ମେଡିକାଲକୁ ଯାଇ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ…

କିପରି ଘଟିଲା କୋଣାର୍କ ମନ୍ଦିରର ଅବକ୍ଷୟ, ଜାଣନ୍ତୁ !  

ଭୁବନେଶ୍ୱର: ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା କୋଣାର୍କ ମନ୍ଦିର ତୋଳାଯାଇଥିଲା ବୋଲି ଇତିହାସ କହେ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର…

ପ୍ରାଚୀନ କାଳରେ ମୁଦ୍ରା ସ୍ଥାନରେ କିପରି ହେଉଥିଲା ‘କଉଡି’ର ବ୍ୟବହାର, ଜାଣନ୍ତୁ

ଭୁବନେଶ୍ୱର: କଉଡ଼ି ବା କପର୍ଦ୍ଦକ ହେଉଛି ସାମୁଦ୍ରିକ ଜୀବର ଶକ୍ତ କୋଷ ବିଶେଷ। ଏହା 'ଧନ' ଓ 'ମୂଲ୍ୟ' କୁ ମଧ୍ୟ ସୂଚାଇଥାଏ। ପ୍ରାଚୀନ କାଳରେ ଏହା ଦେଶ ବିଦେଶରେ ମୁଦ୍ରା ରୂପେ ବ୍ୟବହୃତ ହେଉଥିଲା। ଓଡ଼ିଶାର କେଶରୀ ବଂଶର ରାଜାମାନଙ୍କ ରାଜତ୍ୱ କାଳରେ ଏବଂ ତା ପୂର୍ବରୁ ମୁଦ୍ରାରୂପେ କଉଡ଼ିର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୯-୯-୨୦୨୦ ବୁଧବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର  ଆଜି ଦିନର ମହତ୍ତ୍ୱ.  ଆଜି ୨୦୨୦ ମସିହା ସେପ୍ଟେମ୍ବର ତା ୯ ରିଖ ବୁଧବାର ସିଂହ ୨୫ ଦିନ ଆଶ୍ବିନ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି କୃତ୍ତିକା ନକ୍ଷତ୍ର ଦିନ ୧୧ଟା ୧୮ମିନିଟ୍ ପର୍ଯ୍ୟନ୍ତ ତାପରେ ରୋହିଣୀ ନକ୍ଷତ୍ର ବୃଷ…

କରୋନା ସଂକ୍ରମଣରେ ପୋଲିସ ବାବୁଙ୍କ ମୃତ୍ୟୁ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ବଡମାଳ ଥାନା ସବ-ଇନ୍ସପେକ୍ଟର ରାଜ କିଶୋର ସମଦଙ୍କର ମଙ୍ଗଳବାର ଦିନ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ସୂଚନା ଅନୁଯାୟୀ, କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ଗତ ୧୫ ଦିନ ପୂର୍ବରୁ କୋଭିଡ ଡାକ୍ତରଖାନାରେ…