Latest Odisha News

BREAKING NEWS

ଗଞ୍ଜାମରେ ପର୍ଯ୍ୟଟନସ୍ଥଳୀ ଉପରେ କଟକଣା, ଜାଣନ୍ତୁ କେଉଁ ଦିନ କେଉଁଠିକୁ ମନା…

ଗଞ୍ଜାମ: କରୋନା ସଂକ୍ରମଣ ଆଶଙ୍କାରେ ଲାଗିଲା କଟକଣା । ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ କଟକଣା ଲଗାଇଛି । ଗଞ୍ଜାମ ଜିଲ୍ଲାର ପର୍ଯ୍ୟଟନସ୍ଥଳୀ ଉପରେ କଟକଣା ଲଗାଇଛନ୍ତି ଜିଲ୍ଲାପାଳ । ଶନିବାର-ରବିବାର ଗୋପାଳପୁର ଓ ସୁନାପୁର ବିଚ୍ ବନ୍ଦ ରହିବ ।…

କବିତା : ସଂଶୋଧନ

 ଭାରତୀ ସରିତା ମହାନ୍ତି  ମଣିଷ ମାତ୍ରକେ ଭୁଲ ଅଛି ସିନା ନ କରେ ଯେ' ସଂଶୋଧନ ଜୀବନଟା ତା'ର ହୁଏ ଅସଜଡା ପାଏ ନିନ୍ଦା ଅପମାନ। ଜ୍ଞାନ ଆହରଣ ପାଇଁ କରେ ଶିକ୍ଷା ହୁଏ ତା'ର ମୂଲ୍ୟାୟନ ହୋଇଥିବା ଭୁଲ୍ ସଂଶୋଧନ କଲେ ସପନ ହୁଏ ପୂରଣ। କେବେ ପରିସ୍ଥିତି କେବେ ପରିବାର କେବେ…

ଭାରତରେ ବଢୁଛି ଦୈନିକ ସଂକ୍ରମଣ, ୧ ଲକ୍ଷ ୩୧ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୩୦,୬୦,୫୪୨କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର…

ବିଜାପୁରରେ ପୁଣି ମାତିଲେ ମାଓବାଦୀ, ୩ ସ୍ୱାସ୍ଥ୍ୟକର୍ମୀଙ୍କୁ ଅପହରଣ

ମାଲକାନଗିରି: ବିଜାପୁରରେ ପୁଣି ଲାଲବାହିନୀର ଆତଙ୍କରାଜ । ଯବାନଙ୍କୁ ଅପରହଣ ପରେ ମୁକ୍ତ କରିବାକୁ ୨୪ ଘଣ୍ଟା ବିତିନି । ପୁଣି ଆଉ ୩ ଜଣଙ୍କୁ ଅପହରଣ କରି ନେଇଛନ୍ତି ନକ୍ସଲ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ୩ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କୁ ଅପହରଣ କରି ନେଇଥିବା ସୂଚନା ମିଳିଛି । ଖବର…

ଦୂତୀ ଚାନ୍ଦଙ୍କୁ ମିଳିବ ଛତିଶଗଡ ବୀରନି ପୁରସ୍କାର

ଭୁବନେଶ୍ୱର: ଓଡ଼ିଶାର ଦ୍ରୁତ ଧାବିକା ଦୂତୀ ଚାନ୍ଦଙ୍କୁ ଛତିଶଗଡ ବୀରନି ପୁରସ୍କାର ପ୍ରଦାନ କରାଯିବ। ଏନେଇ ଗୁରୁବାର ଦିନ ଛତିଶଗଡ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସରକାରଙ୍କ ପକ୍ଷରୁ ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ ଜାକର୍ତ୍ତା ଏସିଆନ ଗେମ୍ସର ୧୦୦ ଏବଂ ୨୦୦ ମିଟର…

କରୋନା ଟିକାର ଦ୍ୱିତୀୟ ଡୋଜ ନେବା ପରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ୱର: ଦ୍ୱିତୀୟ ଟିକା ନେବା ପରେ କରୋନା ସଂକ୍ରମିତ ହୋଇ ଜଣେ ବ୍ୟକ୍ତିଙ୍କ ଗୁରୁବାର ଦିନ ଭୁବନେଶ୍ୱରର ଏମ୍‌ସ ଠାରେ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁଯାୟୀ, ଟିଟଲାଗଡର ୫୭ ବର୍ଷିୀୟ ବ୍ୟକ୍ତି ମାର୍ଚ୍ଚ ୧୦ରେ କୋଭିଶିଲ୍ଡର ଦ୍ୱିତୀୟ ଡୋଜ ନେଇଥିଲେ। ଏହାର ୧୦ ଦିନ ପରେ ତାଙ୍କଠାରେ…

ଓଡ଼ିଶା ସମେତ ଦେଶର ୫ ରାଜ୍ୟରେ କୋଭିଡ୍ ଟିକା ଅଭାବ

ଭୁବନେଶ୍ୱର/ନୂଆଦିଲ୍ଲୀ: ଦେଶରେ କରୋନାର ବଢ଼ୁଥିବା ମାମଲା ମଧ୍ୟରେ ଦେଖା ଦେଇଛି ଟିକା ଅଭାବ । ଓଡ଼ିଶା ସମତେ ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଅନ୍ୟ କିଛି ରାଜ୍ୟରେ କମ୍ ଭ୍ୟାକ୍ସିନ୍ ରହିଛି । ଭ୍ୟାକ୍ସିନ୍ ଅଭାବ ପାଇଁ ରାଜ୍ୟରେ କେତେକ କେନ୍ଦ୍ରରେ…

ସୋପିଆନରେ ସୁରକ୍ଷାବାହିନୀ ଗୁଳିଲେ ଟଳିଲେ ୩ ଆତଙ୍କୀ

ସୋପିଆନ(ଜମ୍ମୁ କାଶ୍ମୀର): ସୋପିଆନରେ ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ଏନକାଉଣ୍ଟରେ ଟଳିଲେ ୩ ଆତଙ୍କୀ । ଏକ ମସଜିଦରେ ଏହି ଗୁଳି ବିନିମୟ ହୋଇଛି । ଆଉ ଦୁଇ ଜଣ ଆତଙ୍କବାଦୀ ଲୁଚି ରହିଥିବା କୁହାଯାଉଛି । ଏବେ ବି(ଖବର ଲେଖାଯିବା ବେଳକୁ) ଅପରେସନ୍ ଜାରି ରହିଛି । ଏନକାଉଣ୍ଟରରେ…

ଘଟଗାଁ ମାଆ ତାରିଣୀଙ୍କ ପୀଠରେ ଚଇତି ପର୍ବ କରୋନା କଟକଣା ମଧ୍ୟରେ ଅନୁଷ୍ଠିତ

ଘଟଗାଁ: ଆଜିଠୁ ଆରମ୍ଭ ହେଉଛି କେନ୍ଦୁଝର ଘଟଗାଁ ମାଆ ତାରିଣୀଙ୍କ ଚଇତି ପର୍ବ । କରୋନା କଟକଣା ଭିତରେ ଚଳିତବର୍ଷ ଚଇତି ପର୍ବ ପାଳନ ହେଉଛି । ଏଥିପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲା ପ୍ରଶାସନ ଓ ମନ୍ଦିର କର୍ତ୍ତୃପକ୍ଷ । ଭୋରରୁ ମାଆଙ୍କର ସ୍ନାନ ପରେ ମାଜଣା ଓ ସୁନାବେଶେ ହୋଇଥିଲା…

ଆଜିଠାରୁ ଏହି ସହର ଲକ୍‌ଡାଉନ୍‌

ନୂଆଦିଲ୍ଲୀ: ଆଜି ରାତି ୮ ସମୟରୁ ମୁମ୍ବାଇ, ପୁଣେ, ନାଗପୁର ଏବଂ ମହାରାଷ୍ଟ୍ରର ସମସ୍ତ ସହର ଏବଂ ଜିଲ୍ଲା ସୋମବାର ସକାଳ ୭ ଟା ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ରହିବ। ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକୁ ଅନୁମତି ଦିଆଯିବ ନାହିଁ। ମୁମ୍ବାଇ କର୍ତ୍ତୃପକ୍ଷ ସହର ପାଇଁ ପୃଥକ…