Latest Odisha News

BREAKING NEWS

 ‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ୧୨ଟାରେ ଦିଲ୍ଲୀ ଜନପଥ ସ୍ଥିତ ଆମ୍ବେଦକର ଆନ୍ତର୍ଜାତୀୟ ସେଣ୍ଟରରେ 'ଉତ୍କଳ କେଶରୀ' ଡ. ହରେକୃଷ୍ଣ ମହତବଙ୍କ ଦ୍ୱାରା ଲିଖିତ 'ଓଡିଶା ଇତିହାସ' ପୁସ୍ତକର ହିନ୍ଦୀ ଅନୁବାଦ ଉନ୍ମୋଚନ କରିବେ। ପୁସ୍ତକଟି ଏଯାବତ୍ ଓଡିଆ ଏବଂ…

ଏପ୍ରିଲ ୧୧ରୁ ଇଗ୍ନୋର ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ଇନ୍ଦିରା ଗାନ୍ଧୀ ନ୍ୟାସନାଲ ଓପନ୍ ୟୁନିଭରସିଟି (ଇଗ୍ନୋ) ପକ୍ଷରୁ ଏପ୍ରିଲ୍ ୧୧ ତାରିଖରୁ ମ୍ୟାନେଜମେଣ୍ଟ ପ୍ରୋଗ୍ରାମ୍, ବିଇଡି ପ୍ରୋଗ୍ରାମ୍ ଏବଂ ପୋଷ୍ଟ ବେସିକ୍ ବିଏସସି ନର୍ସିଂ ପ୍ରୋଗ୍ରାମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଦେଶର ୧୨୦ ପରୀକ୍ଷା କେନ୍ଦ୍ରରେ ପ୍ରାୟ…

ଦିଲ୍ଲୀ ଗଙ୍ଗାରାମ ହସ୍ପିଟାଲର ୩୭ ଡାକ୍ତର କରୋନା ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ରାଜଧାନୀ ଦିଲ୍ଲୀରେ ପୁଣି ଭୟଙ୍କର ରୂପ ଧାରଣ କଲାଣି କରୋନା । ଦୈନିକ ସଂକ୍ରମଣ ୭ହଜାର ପାର କଲାଣି । ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ୩୭ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।…

ଆଜିଠୁ ବ୍ରହ୍ମପୁରରେ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, କୋଭିଡ୍ କଟକଣାରେ ପାଳନ

ବ୍ରହ୍ମପୁର: ଆଜିଠୁ ଆରମ୍ଭ ହେଉଛି ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଶାଶୁ ଘରୁ ବାପା ଘରକୁ ଆଗମନ କରିବେ ମାଆ ସାଆନ୍ତାଣୀ । ମଧ୍ୟରାତ୍ରିରେ ମାଆଙ୍କ ଆଗମନ ନେଇ ଲଗ୍ନ ସ୍ଥିର ହୋଇଛି । ଏଥିପାଇଁ ଦେଶୀ ବେହେରା ସାହିରେ ସରିଛି ସମସ୍ତ ପ୍ରସ୍ତତି । କୋଭିଡ୍ କଟକଣା ଯୋଗୁ…

ଓଡ଼ିଶାରେ ହଜାରେ ଡେଇଁଲା ଦୈନିକ ସଂକ୍ରମଣ, ଦିନକରେ ୧୨୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ମାରୁଛି ଲମ୍ବା ଲମ୍ଫ । ଆଜି ହଜାରେ ପାର କରିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୨ଶହ ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ର୭୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୭ଟି । ୨୮ ଜିଲ୍ଲାରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି…

ଆଗାମୀ ୪ ଦିନ ଯାଏ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗୁରୁବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଥିବା କାଳବୈଶାଖୀ ଆଉ ୪ ଦିନ ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କାଳବୈଶାଖୀ ଫଳରେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ମିଳିଛି । ୧୨ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି…

IIT ରୁରକୀରେ ୯୦ ଛାତ୍ରଛାତ୍ରୀଙ୍କୁ କରୋନା, ସିଲ୍ ହେଲା ହଷ୍ଟେଲ

ରୁରକୀ: ଉତ୍ତରାଖଣ୍ଡ ରୁରକୀ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (IIT)ର ୯୦ ଜଣ ଛାତ୍ରଛାତ୍ରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଆଇଟି ରୁରକୀର ମିଡିଆ ସେଲ୍ ଇନଚାର୍ଜ ସୋନିକା ଶ୍ରୀବାସ୍ତବ ସୂଚନା ଦେଇଛନ୍ତି । ପାଖାପାଖି ଶହେ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ…

ଆଜିଠୁ ଆଇପିଏଲ୍ ମହାସମର, ଉଦଘାଟନୀ ମ୍ୟାଚରେ ମୁମ୍ବାଇ-ବେଙ୍ଗଳୁରୁ ମୁକାବିଲା

ଚେନ୍ନାଇ: ଫଟାଫଟ୍ କ୍ରିକେଟ୍ ଆଇପିଏଲର ୧୪ ତମ ସଂସ୍କରଣ ଆଜିଠୁ ଆରମ୍ଭ ହେବ । ଉଦଘାଟନୀ ମ୍ୟାଚକୁ ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ଚେନ୍ନାଇରେ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗଳୁରୁ ମଧ୍ୟରେ ମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍ ମହାସମର । ମହାମାରୀ କରୋନା ବ୍ୟାପୁଥିବାରୁ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଅପ୍ରେଲ ୯ ତାରିଖ ଶୁକ୍ରବାର ମୀନ ୨୭ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ପୂର୍ବ ଭାଦ୍ର ନକ୍ଷତ୍ର କୁମ୍ଭ ଚନ୍ଦ୍ର ଆଜିର ଘାତ ବାରବିଛା, ଧନୁ ଓ ମୀନ ରାଶିର ଆଜିର ଘାତ ଚନ୍ଦ୍ର- ମିଥୁନ ରାଶି ପୁରୁଷ ଓ ମୀନ ରାଶିର ଆଜିର…

ରିତେଶଙ୍କ ଓୟୋ ଦେବାଳିଆ ଆଡକୁ ଯାଉଥିବା ଘଟଣା ନେଇ ଚର୍ଚ୍ଚା

ରିତେଶ ଅଗ୍ରୱାଲ ୟଙ୍ଗ ବିଲିୟନେୟାର ଉଦ୍ୟୋଗୀ ସହ ଓୟୋର ପ୍ରତିଷ୍ଠାତା । ୨୦୧୩ରେ ଓରଭେଲ କୁ ଓୟୋରେ ପରିଣତ କରିଥିଲେ । ଯାହା ଏବେ ତାଙ୍କୁ ଜଣେ ସଫଳ ଉଦ୍ୟୋଗୀ ଭାବେ ପରିଚୟ ଦେଇଛି । ତେବେ କିଛି ଦିନ ହେଲା ଏହା ଦେବାଳିଆ ଆଡକୁ ଯାଉଥିବା ଚର୍ଚ୍ଚା ହୋଇଥିଲା । ଯାହାକୁ ଖଣ୍ଡନ କରିବା ସହିତ ମିଛ…