ରିୟା ଚକ୍ରବର୍ତ୍ତୀ ଗିରଫ
ମୁମ୍ବାଇ: ବନ୍ଧା ହେଲେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ଅଭିଯୋଗରେ ଏନ୍ସିବି ତାଙ୍କୁ ଆଜି ଗିରଫ କରିଛି । ଆଜି ତୃତୀୟ ଦିନରେ ଜେରା କରିବା ପରେ ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ ତାଙ୍କୁ ଗିରଫ କରିଛି । ଆଜି…