ରୁଟ ତାଙ୍କ ଆକର୍ଷଣୀୟ ଇନିଂସରେ ଆସନ୍ତୁ ଜାଣିବା କେଉଁ ରେକର୍ଡ ଭାଙ୍ଗିଲେ
ଚେନ୍ନାଇ: ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ ଭାରତ ଗସ୍ତର ପ୍ରଥମ ଟେଷ୍ଟରେ ଦ୍ୱିଶତକ ହାସଲ କରିଛନ୍ତି । ସେ ଏହି ଅବସରରେ ଅନେକଗୁଡିଏ କୀର୍ତିମାନ ସ୍ଥାପନ କରିଛନ୍ତି, ଆସନ୍ତୁ ଜାଣିବା ସେ ସମ୍ପର୍କରେ
୧. ଜୋ ରୁଟ ଟେଷ୍ଟ କ୍ରିକେଟରେ ୧୦୦ତମ ମ୍ୟାଚରେ ଦ୍ୱିଶତକ ହାସଲ କରିବାରେ ପ୍ରଥମ…