Latest Odisha News

BREAKING NEWS

ଭାଗ-୨: ପଥରର ପରଜନ୍ମ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏ ପୃଥିବୀରେ କିସମ କିସମର ପ୍ରଜାତି ଆମର । ନାନା ଜାତିର ପଥରକୁ ନେଇ କାହିଁ କେଉଁ କାଳୁ ଗଢ଼ିଉଠିଛି ଗୋଟାଏ ବିରାଟ ଶିଳାସମାଜ । କିଏ କହେ ଆମର ପ୍ରାଣ ନାହିଁ - ଆମେ ହେଉଛୁ ନିଷ୍ପ୍ରାଣ ପାଷାଣ ? ଯିଏ କହେ, ସିଏ ମହାମୂର୍ଖ । ଏକବାରେ ଅଜ୍ଞ ।…

ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ, ଶୋକ ପ୍ରକାଶ କେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ପରଲୋକରେ ନରେନ୍ଦ୍ର ସ୍ୱାଇଁ । ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ୮୧ ବର୍ଷ ବୟସରେ ପୂର୍ବତନ ରାଜ୍ୟସଭା ସାଂସଦଙ୍କ ଦେହାନ୍ତି ହୋଇଛି । ବିଜେଡିର ଏହି ବରିଷ୍ଠ ନେତା ୨୦୧୫ ମସିହା ଡିସେମ୍ବର ୭ତାରିଖରୁ ୨ ଏପ୍ରିଲ୍ ୨୦୨୦…

ସୁୁପ୍ରିମକୋର୍ଟ ଯିବେ ବର୍ଷା !

କଟକ: ସୁପ୍ରିମକୋର୍ଟ ଯିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ କରିଥିବା ମାମଲାର ସ୍ଥାନାନ୍ତର ପାଇଁ ବର୍ଷା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବେ । ଏନେଇ ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତି । ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର…

ବର୍ଷା-ଅନୁଭବଙ୍କ ବୈବାହିକ ବିବାଦ: ମର୍ମାହତ ହୋଇ ଆତ୍ମହତ୍ୟା ଉଦ୍ୟମ କଲେ ଯୁବତୀ

ଭୁବନେଶ୍ୱର: ଓଲିଉଡ ଅଭିନେତାରୁ ସାଂସଦ ହୋଇଥିବା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ହୋଇଥିବା ବୈବାହିକ ବିବାଦକୁ ନେଇ ସେ ଜଣେ ଯୁବତୀ ଅତ୍ୟନ୍ତ ମର୍ମାହତ ହୋଇ ଯାଇଛନ୍ତି। ଏହାକୁ କେନ୍ଦ୍ର କରି ଯୁବତୀ ଜଣଙ୍କ କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ…

ନିଜ ଜାଲରେ ନିଜେ ଫଶିଲେ ରିୟା, ଯେକୌଣସି ସମୟରେ ବନ୍ଧା ହେବେ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସିବିଆଇ ତଦନ୍ତ ଜାରି ରଖିଥିବା ବେଳେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଡ୍ରଗ୍ସ ଲିଙ୍କ ଖିଅ ଖୋଜୁଛି । ଆଜି ଦ୍ୱିତୀୟ ଦିନ ପାଇଁ ରିୟାଙ୍କୁ ଜେରା କରୁଛି ଏନସିବି ଟିମ୍ ।…

ବିଧାନସଭା ଅଧିବେଶନ ପୂର୍ବରୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ, ନେଗେଟିଭ ହେଲେ ଏଣ୍ଟ୍ରି ଅନୁମତି

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ୍ ଟେଷ୍ଟ । ବିଧାନସଭା ଅଧିବେଶନର ଦୁଇ ଦିନ ପୂର୍ବରୁ ନମୁନା ପରୀକ୍ଷା କରାଯିବ । ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର । ସମସ୍ତଙ୍କର RT-PCR ଟେଷ୍ଟ କରାଯିବ । ବିଏମସି ଓ…

ଶିବସେନାକୁ ସାମ୍ନା କରିବା ପାଇଁ କଙ୍ଗନା ହିଁ ଯଥେଷ୍ଟ: ସୋନା ମହାପାତ୍ର

ମୁମ୍ବାଇ: ଶିବସେନା ସାଂସଦ ସଞ୍ଜୟ ରାଉତ ଏବଂ ବଲିଉଡ ତାରକା କଙ୍ଗନା ରାଣାୱତଙ୍କ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ନିଜ ନିରବତା ଭାଙ୍ଗ କରିଛନ୍ତି ଓଡିଆ ଗାୟିକା ସୋନା ମହାପାତ୍ର । ସୋନା କହିଛନ୍ତି ଯେ, କଙ୍ଗନାଙ୍କୁ କାହାର ସମର୍ଥନର ଆବଶ୍ୟକତା ନାହିଁ । ସେ ସେତିକି ସ୍ମାର୍ଟ ଯେ ନିଜ ଯତ୍ନ…

ଶିକ୍ଷା ନୀତିରେ ସରକାରଙ୍କ ଦଖଲ କମ୍ ହେବା ଆବଶ୍ୟକ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ମହତ୍ତ୍ୱପୂର୍ଣ୍ଣ ମାଧ୍ୟମ ହେଉଛି ଶିକ୍ଷା ନୀତି ଓ ଶିକ୍ଷା ବ୍ୟବସ୍ଥା । ଶିକ୍ଷା ନୀତିରେ ସରକାରଙ୍କର ଦଖଲ କମ୍ ହେବା ଆବଶ୍ୟକ । କେନ୍ଦ୍ର ସରକାର ଆଣିଥିବା ନୂଆ ଶିକ୍ଷା ନୀତି ସମ୍ପର୍କିତ ରାଜ୍ୟପାଲଙ୍କ ସହ ବୈଠକରେ ଏକଥା କହିଛନ୍ତି…

ବେଡ଼ରୁମର ଏହି ଦିଗରେ ଲଗାନ୍ତୁ ଘଣ୍ଟା; ସୁଦୃଢ ହେବ ପାରିବାରିକ ସମ୍ପର୍କ

ଭୁବନେଶ୍ୱର: ବାସ୍ତୁର ମହତ୍ତ୍ୱ ଜୀବନରେ ବହୁତ ରହିଛି । ଘର ହେଉ ବା ଅଫିସ ବାସ୍ତୁ ଅନୁସାରେ ସବୁ ଠିକ ଥିଲେ ଜୀବନରେ ସଫଳତା ଆସିବାକୁ ସମୟ ଲାଗେ ନାହିଁ। ପାରିବାରିକ ସହ ବ୍ୟବସାୟିକ ଜୀବନରେ ମଧ୍ୟ ସମୃଦ୍ଧି ଭରି ଯାଏ। ଘର ବା ଅଫିସରେ ସୁଖ, ଶାନ୍ତି ଓ ଲାଭ ପାଇଁ ଲୋକମାନେ ସବୁ କାମ ବାସ୍ତୁ…

ଅକ୍ଟୋବର ୧୨କୁ ଘୁଞ୍ଚିଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପିଟିସନ ଶୁଣାଣି

କଟକ: ଅଭିନେତା ତଥା ସାଂସଦ ଅନୁଭବ ମାହାନ୍ତିଙ୍କ ନାଁରେ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଘରୋଇ ହିଂସା ମାମଲାର ଶୁଣାଣି ଘୁଞ୍ଚିଛି । ଅକ୍ଟୋବର ୧୨ ତାରିଖରେ ମାମଲାର ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କଟକ ଏସଡିଜେଏମ୍ କୋର୍ଟ । ଏନେଇ ସୂଚନା ଦେଇଛନ୍ତି ବର୍ଷା…