Latest Odisha News

BREAKING NEWS

କିଏ ଜିତିବ, ଅକ୍ଷୟ କୁମାର ନା ବରୁନ ଧୱନ ?

ମୁମ୍ବାଇ: ଆଉ କିଛିଦିନ ପରେ ୫୩ବର୍ଷରେ ପାଦ ଦେବେ ବଲିଉଡ ଖିଲାଡି ଅକ୍ଷୟ କୁମାର । ଖାସ କରି ତାଙ୍କ ହରର୍ କମେଡି ଫିଲ୍ମ 'ଲକ୍ଷ୍ମୀ ବମ୍ବ'ର ରିଲିଜ ଡେଟ୍‌କୁ ଦର୍ଶକ ଚାହିଁବସିଛନ୍ତି । ତେବେ ଖବର ମିଳିଛି ଦୀପାବଳି ଅବସରରେ ନଭେମ୍ବର ୧୩'ରେ ଫିଲ୍ମଟି ଦର୍ଶକଙ୍କ ସାମ୍ନାକୁ ଆସିବ ।…

ବୋମା ତିଆରି ବେଳେ ବିସ୍ଫୋରଣ; ୨ ମୃତ

ଦେବଗଡ: ଦେବଗଡ ଥାନା ଅନ୍ତର୍ଗତ ଚିଲାଣ୍ଡିଖୋଲ ଅଞ୍ଚଳରେ ବୋମା ତିଆରି କରୁଥିବା ବେଳେ ବିସ୍ଫୋରଣ ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ନାମ ରଞ୍ଜିତ ଭୋଇ ଏବଂ ସନ୍ତୋଷ ପାତ୍ର ବୋଲି ଜଣାପଡିଛି । ଉଭୟଙ୍କ ଘର ରାଇମାଳ ନିକଟ କନସର ଗ୍ରାମ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ…

ଭାରତରେ ଆତଙ୍କବାଦୀ ମେମୋରିଆଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ !

ଜାମ୍ମୁ ଓ କାଶ୍ମୀର: ଚାଲିଥିଲା ଆତଙ୍କବାଦୀ ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ । ଖବର ପାଇ ଚଢାଉ କରିଥିଲା ପୋଲିସ । ଆତଙ୍କବାଦୀ ନାଁରେ ବଣ୍ଟାଯାଇଥିଲା ଜର୍ସି । ଦେଶ ବିରୋଧୀ କାର୍ଯ୍ୟାକଳାପ ଆଇନ ଅନୁଯାୟୀ ଗିରଫ ହେଲେ ୧୦ ଯୁବ କ୍ରିକେଟ୍ ଖେଳାଳି । ୟୁଏପିଏ ବା (Unlawful Activities…

ଓପିଜିସି ପାୱାର ପ୍ଲାଣ୍ଟରେ ଦୁର୍ଘଟଣା; ୬ ଆହତ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାରେ ଥିବା ଓଡିଶା ପାୱାର ଜେନେରେସନ୍ କର୍ପୋରେସନ (ଓପିଜିସି) ପାୱାର ପ୍ଲାଣ୍ଟରେ ଦୁର୍ଘଟଣା ଯୋଗୁଁ ୬ ଜଣ କର୍ମୀ ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଏହାର ୩ ନଂ ୟୁନିଟରେ ଆସ୍ ହ୍ୟାଣ୍ଡେଲିଂ ପ୍ଲାଣ୍ଟର ହପର ଖସି ପଡିବାରୁ ତଳେ କାମ କରୁଥିବା ଶ୍ରମିକ…

ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କୁ କରୋନା

ମୁମ୍ବାଇ: ବଲିଉଡ ଅଭିନେତା ତଥା ଫିଲ୍ମ ପ୍ରଯୋଜକ ବୋନି କପୁରଙ୍କ ପୁଅ ଅର୍ଜୁନ କପୁର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି । https://www.instagram.com/p/CEydxJNp3mB/?utm_source=ig_web_button_share_sheet ସେ…

ଆସନ୍ତାକାଲିଠୁ କୋଭାକ୍ସିନର ୨ୟ ପର୍ଯ୍ୟାୟ ଟ୍ରାଏଲ୍ ଆରମ୍ଭ

ନୂଆଦିଲ୍ଲୀ: ଆସନ୍ତା ସୋମବାର ଦିନଠାରୁ କରୋନା ଟିକା କୋଭାକ୍ସିନର ୨ୟ ପର୍ଯ୍ୟାୟ ଟ୍ରାଏଲ୍ ଆରମ୍ଭ ହେବା ନେଇ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ଆଇସିଏମଆର ଏବଂ ନ୍ୟାସନାଲ୍ ଇନଷ୍ଟିଚୁ୍ୟଟ୍ ଅଫ୍ ଭାଇରୋଲୋଜିର ସହଭାଗିତାରେ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ୍ ଦ୍ୱାରା କୋଭାକ୍ସିନ ଟିକା…

ଅନୁଭବଙ୍କ ଅଭିଯୋଗ; ସମ୍ପର୍କ ରଖିବାକୁ ଚାହୁଁନଥିଲେ ବର୍ଷା

କଟକ: ଜଣାଶୁଣା ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବିରୁଦ୍ଧରେ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଘରୋଇ ହିଂସାର ଅଭିଯୋଗ ଆଣିଛନ୍ତି । ତେବେ ବର୍ଷାଙ୍କ ଅଭିଯୋଗର ଗୋଟିଏ ଦିନ ପରେ ଏହା ଜଣାପଡିଛି ଯେ, ଚଳିତ ବର୍ଷ ଜୁଲାଇ ୭ ତାରିଖରେ ନୂଆଦିଲ୍ଲୀର ପଟିଆଲା…

ଲକ୍ଷ୍ମୀପୁର ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ସୂଚନା ଦେଇଛନ୍ତି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ଏବଂ ହୋମ୍ ଆଇସୋଲେସନରେ ରୁହନ୍ତୁ ବୋଲି…

ବଜ୍ରପାତ ସହ ବର୍ଷା ଆଶଙ୍କା; ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, କନ୍ଧମାଳ,…

ରାଜ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୫୪୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, ଗଞ୍ଜାମରୁ ୪, କୋରାପୁଟରୁ ୧, ରାୟଗଡାରୁ ୧ ଓ ସୁନ୍ଦରଗଡରୁ ୧…