ରାଜ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୫୪୬ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, ଗଞ୍ଜାମରୁ ୪, କୋରାପୁଟରୁ ୧, ରାୟଗଡାରୁ ୧ ଓ ସୁନ୍ଦରଗଡରୁ ୧…