Latest Odisha News

BREAKING NEWS

ରାଜ୍ୟରେ ୨୦ ଲକ୍ଷ ଟପିଲା କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢି ଚାଲଛି କୋଭିଡ୍ ଟେଷ୍ଟ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଲୋକଙ୍କର ନମୁନା ପରୀକ୍ଷା କରାଗଲାଣି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ୫୦ ହଜାର ୬୬୩ ଟେଷ୍ଟିଂ କରାଯାଇଛି । ଆଣ୍ଟିଜେନରେ ୪୩ ହଜାର ୬୪୦ ନମୁନା ପରୀକ୍ଷା କରାଯାଇଥିବା ବେଳେ RT-PCରେ ୬…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୫-୯-୨୦୨୦ ଶନିବାର  ଜ୍ୟୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ  ଆଜି ୨୦୨୦ ମସିହା ସେପ୍ଟେମ୍ବର ତା ୫ ରିଖ ଶନିବାର ସିଂହ ୨୧ ଦିନ ଆଶ୍ବିନ  କୃଷ୍ଣ ପକ୍ଷ ତୃତୀୟା  ତିଥି  ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର      ଘାତ ବାର:- ବୃଷ ସିଂହ କନ୍ୟା ରାଶିର ଘାତ…

ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୭ ମୃତ

ରାୟପୁର: ଅଶୁଭ ଶନିବାର । ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍ ରାୟପୁରରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ସାତ ଜଣଙ୍କର ମୃତ୍ୟୁ ହୋଇଛି । ସକାଳୁ ସକାଳୁ ଏକ ଟ୍ରକ ସହ ବସର ଧକ୍କା ହୋଇଥିଲା । ରାୟପୁଟ ନିକଟ ଚେରିଖେଡି ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି ।…

‘ଗୁରୁ ଦିବସ’ ଅବସରରେ ଶୁଭେଚ୍ଛା ଜଣାଇଲେ ମୋଦି ଓ ନବୀନ

ଭୁବନେଶ୍ୱର: ପ୍ରତି ବର୍ଷ ସେପ୍ଟେମ୍ବର ୫ ତାରିଖକୁ ଆମ ଦେଶରେ ‘ଗୁରୁ ଦିବସ’ ଭାବେ ପାଳନ କରାଯାଇଥାଏ । ଏହିଦିନରେ ଜନ୍ମ ଗ୍ରହଣ କରିଥିଲେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନ । https://twitter.com/Naveen_Odisha/status/1302070330337366016?s=20…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ମାଲକାନଗିରି, ନୂଆପଡା, ବରଗଡ ଓ ବଲାଙ୍ଗିର ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସକାଳ ୧୦ଟା…

ହୋମ୍ ଆଇସୋଲେସନ୍ ଲାଗି ବିଏମସିର ଏସଓପି ଜାରି

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ରୋଗୀଙ୍କ ହୋମ୍ ଆଇସୋଲେସନ୍ ଲାଗି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସଓପି)ଜାରି କରାଯାଇଛି । ସୂଚନାନୁଯାୟୀ ଆଇସୋଲେସନରେ ରହି ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ଲାଗି ୨୪ ଘଣ୍ଟିଆ ପରାମର୍ଶ ଦେବା…

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର: ସେପ୍ଟେମ୍ବର ୫ ତାରିଖ ଦିନ ତଥା ଆଜି ଅପରାହ୍ନରେ ଯୁକ୍ତ ୨ କଳା ବିଷୟର ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ମନ୍ତ୍ରୀ ଉଭୟ କଳା ଓ…

ଗୁଡ ନ୍ୟୁଜ୍: ଋଷ ଟିକା ସୁରକ୍ଷିତ, ତିଆରି କରୁଛି ଆଣ୍ଟିବଡି

ମସ୍କୋ: କରୋନା କାଳରେ ପୁଣି ଏକ ଭଲ ଖବର ସାମନାକୁ ଆସିଛି । ମେଡିକାଲ ଜର୍ଣ୍ଣାଲ୍ ଲାନସେଟ୍ ଦେଇଥିବା ଏମିତି ଖବର ସାରା ବିଶ୍ୱକୁ ଆଶ୍ୱସ୍ତି ଆଣି ଦେଇଛି । ରିସର୍ଚ୍ଚରୁ ଜଣା ପଡିଛି ଋଷ ତିଆରି କରିଥିବା କରୋନା ଭ୍ୟାକସିନ୍ ସ୍ପୁଟନିକ୍-V ସୁରକ୍ଷିତ। ଟ୍ରାଏଲରୁ ସଫଳତା ମିଳୁଛି । ଲାନସେଟ୍…

କରୋନା ସଂକ୍ରମିତ ନେତାଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ ବିଧାୟକ ଓ ମନ୍ତ୍ରୀ କରୋନା ସଂକ୍ରମିତ ହେଉଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେତାଙ୍କ ସହ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀ ପଦ୍ମିନୀ ଦିଆନ୍ ସାଂସଦ ରମେଶ ମାଝୀ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ପ୍ରଶାନ୍ତ…

[ଭିଡିଓ] କୁକୁର ପାଇଁ ସାକ୍ଷୀ ଦେଇ ଫସିଗଲେ ବାବୁଲି !

ଅନୁଗୁଳ: ମହଙ୍ଗା ପଡିଲା ବିଦେଶୀ କୁକୁର ପାଇଁ ସାକ୍ଷୀ ଦେବା । ଉଦ୍ଧାର ପାଇଲା କୁକୁର । ଧରାପଡିଲା ଚୋର । ହେଲେ ପୋଲିସକୁ ସହାୟତା କରି ବଳିପଡିଲା ଏକ ନିରୀହ ପରିବାର । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଅନୁଗୁଳ ସନ୍ଥପଡାର ବାବୁଲି ସାମଲ । ଘର ଆଗରେ ଲଗାଇଥିଲେ…