ଓଡିଶାର ୫ ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝରଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ…