Latest Odisha News

BREAKING NEWS

ଦେଶରେ ୩୯ ଲକ୍ଷ ଟପିଲା କରୋନା କେସ୍, ୬୮ ହଜାର ମୃତ

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୩ ହଜାର ୩୪୧ ପଜିଟିଭ୍ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୮ । ସେହିପରି ଗତ ୨୪ ଘଣ୍ଟାରେ ଆଉ ହଜାରେ ୯୪ ଜଣ ମୃତ୍ୟୁବରଣ କରିଛନ୍ତି । ଦେଶରେ ପ୍ରାଣ…

ଛି … ମଣିଷର ରାକ୍ଷସ ଚରିତ୍ର, ୩ ବର୍ଷ ନିଷ୍ପାପ ଶିଶୁକୁ ବି ଛାଡ଼ିଲେନି

ଉତ୍ତରପ୍ରଦେଶ: ୩ ବର୍ଷର କୋମଳମତୀ ଶିଶୁ । ଦୁନିଆ କଣ ଭଲ ଭାବରେ ଜାଣି ନଥିଲା । ସମାଜକୁ ଚିହ୍ନିବା ଓ ଜାଣିବା ଆଗରୁ ନର ରାକ୍ଷସଙ୍କ ନଜର ତା ଉପରେ ପଡ଼ିଲା । ଉତ୍ତରପ୍ରଦେଶରୁ ଏମିତି ଏକ ଛାତି ଥରାଇ ଦେଲାଭଳି ଲୋମଟାଙ୍କୁରା ଘଟଣା ସାମନାକୁ ଆସିଛି । ଜଣେ ୩ ବର୍ଷରୁ ନିଷ୍ପାପ ଶିଶୁକୁ…

ଦିନକରେ ଓଡ଼ିଶାରେ ୪୬ହଜାର, ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କୋଭିଡ ଟେଷ୍ଟିଂ । ଗତ ୨୪ ଘଣ୍ଟାରେ ୪୬ ହଜାର ୭୫୪ ନମୁନା ପରୀକ୍ଷା ହୋଇଛି । ଜଞ-ଚଉଜ- ୭, ୧୪୪, ଆଣ୍ଟିଜେନ୍୦ ୩୯, ୩୯୨, ଟ୍ରୁନଟ୍- ୨୧୮ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯ ଲକ୍ଷ ୯୭ ହଜାର ୩୪୫ କୋଭିଡ୍ ଟେଷ୍ଟ କରାଯାଇଛି । ସେପଟେ ଦେଶରେ ବି ବଢିଛି ଟେଷ୍ଟିଂ…

କରୋନା କବଳରେ ଏହି ରାଜ୍ୟର ୩୩ ବିଧାୟକଙ୍କ ସମେତ ୫ ମନ୍ତ୍ରୀ

ଚଣ୍ଡୀଗଡ଼: ଦେଶରେ ଭୟଙ୍କର ରୂପ ନେଲାଣି କରୋନା । ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀ ତଥା ରାଜନେତା ଏହାର ଶିକାର ହୋଇ ଚାଲିଛନ୍ତି । ପ୍ରାୟ ପ୍ରତ୍ୟେକ ରାଜ୍ୟରେ ରାଜନେତା ମାନେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହାମଧ୍ୟରେ ପଞ୍ଜାବରେ କରୋନା ସଂକ୍ରମିତ ବିଧାୟକଙ୍କ…

ରିୟା, ମିରାଣ୍ଡାଙ୍କ ଘରେ ପଞ୍ଝା ମାରିଲା ଏନସିବି

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଜାରି ରଖିଥିବା ବେଳେ ଡ୍ରଗ୍ସ ଲିଙ୍କରେ ରିୟାଙ୍କ ଘରେ ପଞ୍ଝା ମାରିଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବି । ଆଜି ସକାଳୁ ସକାଳୁ ମୁମ୍ବାଇ ସ୍ଥିତ ରିୟାଙ୍କ ଘରେ ରେଡ ହୋଇଛି । ଡ୍ରଗ୍ସ ଲିଙ୍କ୍ ଅଭିଯୋଗରେ ମୁମ୍ବାଇ…

ଇମ୍ଫା ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: “କାମ ଦିଅ ନଚେତ ଆତ୍ମହତ୍ୟା କରିବୁ”

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଖଣି ଉପତ୍ୟକାର କାଳିଆପାଣି ଠାରେ ଥିବା ଇମ୍ଫା ଖଣିରେ ଦେଖାଦେଇଛି ଶ୍ରମିକ ଅଶାନ୍ତି । ଖଣି କର୍ତ୍ତୃପକ୍ଷ କାମ ଦେଉନଥିବା ଅଭିଯୋଗ ସହ ୯ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶହ ଶହ ଶ୍ରମିକ ଓ କର୍ମଚାରୀ । ୨ ଦିନ ହେଲା ଖଣି ମୁଖ୍ୟ ଫାଟକ ସମ୍ମୁଖରେ…

ପୁରୀରୁ ହଟିଲା କଟକଣା: ହୋଟେଲ ବୁକିଂ ପାଇଁ ପର୍ଯ୍ୟଟକଙ୍କୁ ମିଳିଲା ଅନୁମତି

ପୁରୀ: ଓଡିଶା ପର୍ଯ୍ୟଟନର ମେରୁଦଣ୍ଡ ବୋଲାଉଥିବା ପୁରୀ ସହରରୁ ହଟିଲା କଟକଣା । ପର୍ଯ୍ୟଟକଙ୍କ ପାଇଁ ଖୋଲାଗଲା ପୁରୀ। କରୋନା ପାଇଁ ସବୁଆଡେ ତାଲା ବନ୍ଦ ରହିଥିବା ବେଳେ ପୁରୀରେ ମଧ୍ୟ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ନିଷିଦ୍ଧାଦେଶ ଜାରି ହୋଇଥିଲା। ତେବେ ପର୍ଯ୍ୟଟନ ଭିତ୍ତିଭୂମିକୁ ସୁଦୃଢ଼…

ଆହୁରି ହ୍ରାସ ପାଇଲା ସୁନା ଦର; ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

ଭୁବନେଶ୍ୱର: ଆହୁରି ଶସ୍ତା ହେଲା ସୁନା । ଲଗାତାର ତୃତୀୟ ଦିନ ପାଇଁ ହ୍ରାସ ପାଇଲା ଦର। ଭାରତୀୟ ଟଙ୍କାର ସ୍ଥିତି ସୁଦୃଢ ହେବା ସହ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ମୂଲ୍ୟ ହ୍ରାସ ହେବା ପରେ ଘରୋଇ ବଜାରରେ ସୁନାର ମୂଲ୍ୟ ହ୍ରାସ ହୋଇଛି । ଗୁରୁବାର ଦିନ ଦିନ ଦିଲ୍ଲୀ ସରଫା ବଜାରରେ ୧୦ ପ୍ରତି…

ଓଡ଼ିଶାକୁ ବିଶ୍ୱ ଦରବାରରେ ସ୍ବତନ୍ତ୍ର ପରିଚୟ ଦେଇଥିବା ଓଡିଶୀ ନୃତ୍ୟ ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଏହା ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ କହିଲେ ଅତ୍ୟୁକ୍ତି ହେବ ନାହିଁ। ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ ଖାରବେଳଙ୍କ ସମୟରେ…

ମେଡ଼ିସିନ ବାବା: ଧନୀଙ୍କ ପାଖେ ହାତ ପତେଇ ଗରିବଙ୍କ ପାଇଁ ଏକାଠି କରନ୍ତି ଔଷଧ

ନୂଆଦିଲ୍ଲୀ: ସାଧାରଣତଃ ବାବା କହିଲେ ଆମ ମନକୁ ଆସେ କେହି ଜଣେ ବୃଦ୍ଧ ବ୍ୟକ୍ତି ନିଜ ଧର୍ମ ପ୍ରଚାର ପାଇଁ କାମ କରୁଥିବେ ।  କିନ୍ତୁ ଦିଲ୍ଲୀରେ ଏମିତି ଜଣେ ବାବା ଅଛନ୍ତି, ଯିଏ ଧର୍ମ, ଜାତି ଉପରକୁ ଉଠି ମାନବଧର୍ମ ବିଷୟରେ ଭାବନ୍ତି ଓ ଗରିବ ଲୋକଙ୍କର ସହାୟତା କରିବାକୁ ନିଜ ଜୀବନର ଲକ୍ଷ୍ୟ…