Second Bridge At Trisulia: ଟୁଇନ୍ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ସେତୁ
ଭୁବନେଶ୍ୱର: ଟୁଇନ୍ ସିଟିରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବୃଦ୍ଧି ପାଉଥିବାରୁ ଭିଡ଼ ନିୟନ୍ତ୍ରଣ ପାଇଁ ତ୍ରିଶୂଳିଆରେ ନିର୍ମାଣ ହେବ ଦ୍ବିତୀୟ ବ୍ରିଜ । ଏନେଇ ଆଜି ବିଧାନସଭାରେ କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଥିପାଇଁ ୨୯୭ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଟେଣ୍ଡର…