Latest Odisha News

BREAKING NEWS

ଓଡ଼ିଶାକୁ ବିଶ୍ୱ ଦରବାରରେ ସ୍ବତନ୍ତ୍ର ପରିଚୟ ଦେଇଥିବା ଓଡିଶୀ ନୃତ୍ୟ ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଏହା ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ କହିଲେ ଅତ୍ୟୁକ୍ତି ହେବ ନାହିଁ। ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ ଖାରବେଳଙ୍କ ସମୟରେ…

ମେଡ଼ିସିନ ବାବା: ଧନୀଙ୍କ ପାଖେ ହାତ ପତେଇ ଗରିବଙ୍କ ପାଇଁ ଏକାଠି କରନ୍ତି ଔଷଧ

ନୂଆଦିଲ୍ଲୀ: ସାଧାରଣତଃ ବାବା କହିଲେ ଆମ ମନକୁ ଆସେ କେହି ଜଣେ ବୃଦ୍ଧ ବ୍ୟକ୍ତି ନିଜ ଧର୍ମ ପ୍ରଚାର ପାଇଁ କାମ କରୁଥିବେ ।  କିନ୍ତୁ ଦିଲ୍ଲୀରେ ଏମିତି ଜଣେ ବାବା ଅଛନ୍ତି, ଯିଏ ଧର୍ମ, ଜାତି ଉପରକୁ ଉଠି ମାନବଧର୍ମ ବିଷୟରେ ଭାବନ୍ତି ଓ ଗରିବ ଲୋକଙ୍କର ସହାୟତା କରିବାକୁ ନିଜ ଜୀବନର ଲକ୍ଷ୍ୟ…

ମଦ ପିଆରୁ ମହାଭାରତ: ସାଙ୍ଗର କୁରାଢ଼ୀ ଚୋଟରେ ଯୁବକ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ସୋମନାଥପୁର ଗାଁରେ ଘଟିଛି ଏକ ବିଭତ୍ସ ହତ୍ୟାକାଣ୍ଡ । ଏକାଠି ମଦ ପିଇବା ସମୟରେ ସାଙ୍ଗର କୁରାଢ଼ୀ ଆକ୍ରମଣରେ ଅନ୍ୟ ଜଣେ ସାଙ୍ଗଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ଦିଲୀପ ସେଠୀ (୩୧) । ଠାକୁରଗଡ଼ ଥାନା ଆଇଆଇସି ପୀତାମ୍ବର ମଲ୍ଲିକ…

ଫେସବୁକରେ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ: ଓଡ଼ିଶା ଯୁବକ ଗିରଫ   

କଟକ: ଫେସବୁକରେ ଭାରତର ପ୍ରଧାନମନ୍ତ୍ରୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ | ଯାହାକି ମହଙ୍ଗା ପଡିଛି ସମ୍ପୃକ୍ତ ଫେସବୁକ ଆକାଉଣ୍ଟଧାରୀଙ୍କୁ | ଆଉ ରାଜଦ୍ରୋହ ମାମଲାରେ ଉକ୍ତ ଯୁବକକୁ ଗୁରୁବାର ଦିନ ଗିରଫ କରିଛି ଉତ୍ତର ପ୍ରଦେଶ ପୋଲିସ | ଘଟଣାଟି ଘଟିଛି ସାଲେପୁର ଥାନା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୪-୯-୨୦୨୦ ଶୁକ୍ରବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ  ଆଜି ୨୦୨୦ମସିହା ସେପ୍ଟେମ୍ବର ତା୪ ରିଖ ଶୁକ୍ରବାର ସିଂହ ୨୦ ଦିନ ଆଶ୍ବିନ ମାସ କୃଷ୍ଣ ପକ୍ଷ ଦ୍ବିତୀୟା ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର   ଘାତ ବାର :-ବିଛା ଧନୁ ଓ ମୀନ ରାଶିର ଘାତ…

କଟକ ଓ ଖୋର୍ଦ୍ଧାରେ କୋଭିଡ ରଣନୀତି ସୁଦୃଢ କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି ମହାମାରୀ କରୋନା । ବିଶେଷ କରି ଏବେ ଖୋର୍ଦ୍ଧା ଏବଂ କଟକରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ରାଜ୍ୟରେ କୋଭିଡ…

୭ ଦିନ ଭିତରେ ଏକାମ୍ର ହାଟ ଖାଲି କରିବାକୁ ଦୋକାନୀଙ୍କୁ ନୋଟିସ

ଭୁବନେଶ୍ୱର: ୭ ଦିନ ଭିତରେ ଖାଲି କର ଏକାମ୍ର ହାଟ । ଏଭଳି ନିର୍ଦ୍ଦେଶ ଦେଇଛି ଇଡ୍‌କୋ । ବ୍ୟବସାୟୀଙ୍କୁ ୭ ଦିନ ଭିତରେ ପୂରା ହାଟ ଖାଲି କରିବାକୁ ଇଡ୍‌କୋ କହିଛି । ଏପରିକି ସେପ୍ଟେମ୍ବର ୧ ତାରିଖରୁ ବିଜୁଳି ଓ ପାଣି ମଧ୍ୟ ବନ୍ଦ କରି ଦିଆଯାଇଛି । ଭୁବନେଶ୍ୱର ସହର ମଝିରେ ଥିବା ଏକାମ୍ର…

ପ୍ରତିଦିନ ଚଳାଚଳ କରିବ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର: ଆସନ୍ତା କାଲିଠାରୁ ସପ୍ତାହରେ ପାଞ୍ଚଦିନ ପରିବର୍ତ୍ତେ ୦୮୪୯୩/୦୮୪୯୪ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ପ୍ରତିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ ଭୁବନେଶ୍ୱରରୁ ସକାଳ ୬ଘ.୩୦ମି.ରେ ଛାଡୁଥିବା ବେଳେ ବଲାଙ୍ଗୀର ଠାରୁ…

ସେପ୍ଟେମ୍ବର ୯ରୁ ଭୁବନେଶ୍ୱରରୁ ସୁରତକୁ ଉଡିବ ବିମାନ; ଜାଣନ୍ତୁ ସମୟ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରୁ ଭୁବନେଶ୍ୱର ବିମାନବନ୍ଦରରୁ ସୁରତକୁ ବିମାନ ଉଡାଣ ନେଇ ନିଷ୍ପତ୍ତି ନେଇଛି ଏୟାର ଇଣ୍ଡିଆ । ଏହି ଉଡାଣ ସପ୍ତାହକୁ ୨ଥର ତଥା ସୋମବାର ଓ ବୁଧବାର ଦିନ ହେବ ବୋଲି ସୂଚନା ମିଳିଛି । ସୂଚନାନୁଯାୟୀ, ଏହି ବିମାନ ସୁରତରୁ ଅପରାହ୍ନ ୩ଟା ୩୦ମି.ରେ ବାହାରି…

ଆଜି ପୁଣି ଭୁବନେଶ୍ୱରରେ ୫୮୦ ପଜିଟିଭ, ୩୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରେ ଦିନକୁ ଦିନ ଉପର ମୁହାଁ ହେଉଛି କରୋନା ମିଟର । ଆଜି ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଭୁବନେଶ୍ୱର ମହାନଗର ନିଗମ ଅଂଚଳରୁ ବାହାରିଛନ୍ତି । ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ୫୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ କେନ୍ଦ୍ରରୁ ୨୨୧ ଓ ଲୋକାଲ…