Latest Odisha News

BREAKING NEWS

ଦେଶରୁ ସୁସ୍ଥ ହେଲେଣି ୯୭% କରୋନା ଆକ୍ରାନ୍ତ, ଆଜି ୧୧ ହଜାର ନୂଆ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କମିଛି କରୋନା କାୟା । ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୧ହଜାର ୩୯ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୪ହଜାର ୨୨୫ ସଂକ୍ରମିତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୭ଲକ୍ଷ…

ବେଙ୍ଗାଳୁରୁରେ ଏରୋ ଇଣ୍ଡିଆ ଶୋ ଉଦଘାଟିତ

ବେଙ୍ଗାଳୁରୁ: ବେଙ୍ଗାଳୁରୁରେ ଆଜିଠୁ ଆରମ୍ଭ ହୋଇଛି ଏସିଆ ମହାଦେଶର ସବୁଠୁ ବଡ଼ ଏୟାର ଶୋ ଏରୋ ଇଣ୍ଡିଆ ୨୦୨୧ । ଆଜିଠାରୁ ତିନି ଦିନ ପାଇଁ ଚାଲିବ । ଏହାକୁ ଉଦଘାଟନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ସିଡିଏସ ଜେନେେରାଲ୍ ବିପିନ ରାଓ୍ୱତ ଓ…

ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍

ବଲାଙ୍ଗିର: ଓଲଟିଲା ପିକଅପ ଗାଡି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଆହତ ହୋଇଛନ୍ତି ୬ ଜଣ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଚାରିଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶ୍ରମିକମାନକୁ ନେଇ ଯାଉଥିବା ବେଳେ ପିକଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ବଙ୍ଗୋମୁଣ୍ଡା ପୋଲିସ ଓ…

ଇ-କମର୍ସ କମ୍ପାନୀ ‘ଆମାଜନ୍‌’ ସିଇଓ ପଦ ଛାଡ଼ିବେ ଜେଫ୍‌ ବେଜୋସ୍

ନୂଆଦିଲ୍ଲୀ: ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦରୁ ଓହରିବେ ଜେଫ୍ ବୋଜେସ । ଏନେଇ ଆମାଜନ୍ ଡଟ୍ କମ୍ ପକ୍ଷରୁ ସୂଚନା ଦିଆଯାଇଛି । ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ୍ ଚଳିତବର୍ଷ ଶେଷ ସୁଦ୍ଧା ତାଙ୍କ ପଦ ଛାଡିବେ । ତାଙ୍କ ସ୍ଥାନରେ ଆମାଜନ ୱେବ୍ ସର୍ଭିସେସ୍ ମୁଖ୍ୟ ଆଣ୍ଡି…

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ସେ ଅଧିକ ଅସୁସ୍ଥ ଅନୁଭବ କରିଥିଲେ । ବର୍ତ୍ତମାନ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା…

ଆଜି ନୃସିଂହନାଥ ମନ୍ଦିର ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ବରଗଡ଼: ରାଜ୍ୟ ସରକାରଙ୍କ ଫୋକସରେ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀର ବିକାଶ । ଆଜି ପଶ୍ଚିମ ଓଡ଼ିଶାର ଅନ୍ୟତମ ପ୍ରମୁଖ ସ୍ଥାନ ବରଗଡ଼ ଜିଲ୍ଲା ପାଇକମାଲ ସ୍ଥିତ ଗଙ୍ଗା ନୃସିଂହନାଥ ମନ୍ଦିର ପୀଠ ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ।…

ଓଲଟିଲା ଇଟା ବୋଝେଇ ଟ୍ରକ; ଜଣେ ମୃତ ୨ ଗୁରୁତର 

ନୟାଗଡ଼:ଭାରସାମ୍ୟ ହରାଇ ଓଲଟିଲା ଇଟା ବୋଝେଇ ଟ୍ରକ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ୨ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ନୟାଗଡ଼ା ଜିଲ୍ଲା ଖଣ୍ଡପଡା ସୁନାମୁହିଁ ଠାରେ…

ଟ୍ରକ୍ କୁ ପିଟିଲା ବୋଲେରୋ; ୩ ବର୍ଷର ଶିଶୁ ମୃତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା କଟକ ପାରାଦ୍ୱୀପ ରାସ୍ତାର ଜଇପୁର ନିକଟ ଖଣ୍ଡତରୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାସ୍ତାରେ ଥୁଆ ହୋଇଥିବା ଏକ ଟ୍ରକକୁ ପିଟିଲା ଏକ ବୋଲେରୋ। ଦୁର୍ଘଟଣାରେ ୩ ବର୍ଷର ଶିଶୁ ପ୍ରାଣ ହରାଇଥିବା ସୂଚନା। ଅନ୍ୟ ଆହତ ମାନଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ…

ଥରୁଛି ଓଡ଼ିଶା; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ଭୁବନେଶ୍ବର: ଅସହ୍ୟ ଜାଡ଼ରେ ଥରୁଛି ଓଡିଶା। ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। କିଛି ଦିନ ଧରି କମିଯାଇଥିବା ଶୀତର ପ୍ରକୋପ ଏବେ ଆସ୍ତେ ଆସ୍ତେ ବଢିବାରେ ଲାଗିଛି। ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲୋକେ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବ…

ଝରାଫୁଲ ଡେଥ ମିଷ୍ଟ୍ରି: ୨ୟ ଦିନ ରିମାଣ୍ଡରେ ଅଭିଯୁକ୍ତ ରାକେଶ

ଯାଜପୁର : ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା। ଅଭିଯୁକ୍ତ ରାକେଶ ସ୍ବାଇଁଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ମାରାଥନ୍ ଜେରା କରୁଛି ଯାଜପୁର କୁଆଖିଆ ପୋଲିସ୍। ଆଜି ହେଉଛି ରିମାଣ୍ଡ ର ୨ୟ ଦିନ। ତେବେ ଆଜି ଦ୍ଵିତୀୟ ଦିନର ରିମାଣ୍ଡରେ ଅଭିଯୁକ୍ତ ରାକେଶକୁ ପୋଲିସ…