Latest Odisha News

BREAKING NEWS

ବାସୁଦେବପୁର ବିଧାୟକ କରୋନା ପଜିଟିଭ୍‌

ଭୁବନେଶ୍ୱର : ଭଦ୍ରକ ଜିଲ୍ଲାର ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ଫେସବୁକରେ ସେ ନିଜେ ସୂଚନା ଦେଇଛନ୍ତି । ସାମାନ୍ୟ ଲକ୍ଷଣ ଦେବା ଦେବା ପରେ ସେ ଆଜି ସ୍ୱାବ ପରୀକ୍ଷା କରାଇଥିଲେ ଏବଂ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଉଲ୍ଲେଖ…

ଧନଶ୍ରୀ ଓ କ୍ରିକେଟର୍ ଚହଲଙ୍କ “ରଷୋଡେ” ନିଶା !

ଦୁବାଇ: ଭାରତୀୟ କ୍ରିକେଟର୍ ୟୁଜବେନ୍ଦ୍ର ଚହଲ । କ୍ରିକେଟ୍ ପଡିଆ ହେଉ କି ସୋସିଆଲ୍ ମିଡିଆ । ସବୁବେଳେ ନିଜ ଫଲୋଅର୍ସଙ୍କୁ ଏଣ୍ଟରଟେନ୍ କରିବାରେ ସେ ବେଶ ଆଗୁଆ । ଖାସ କରି ଲକ୍‌ଡାଉନ୍ ସମୟରେ ଏହି ଲେଗ୍ ସ୍ପିନର୍ ନିଜ ପରିବାର ଲୋକଙ୍କ ସହ ଭିଡିଓ ସେୟାର କରି ଚର୍ଚ୍ଚାକୁ ଆସିଥିଲେ ।…

କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ

ବାରିପଦା :  ମୟୂରଭଞ୍ଜ ଜିଲ୍ଲାରେ ପୁଣି ଏକ ବାଘଛାଲ ଜବତ କଲା ବନବିଭାଗ। ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ଖେଜୁରୀକଟା ଗ୍ରାମରୁ ଏକ କଲରାପତରିଆ ବାଘଛାଲ ରାଇରଙ୍ଗପୁର ବନବିଭାଗ ଜବତ କରିଛି । ଅନେକ ଦିନରୁ ଏ ଅଞ୍ଚଳରେ ବାଘ ଛାଲ କାରବାର ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗ…

କଲେଜ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ପାଇଁ SOP ଜାରି

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । ଏମାନଙ୍କ…

କେରଳରେ ୯୦୦ ଡାକ୍ତରଙ୍କ ଇସ୍ତଫା

ଥିରୁଅନନ୍ତପୁରମ: କୋଭିଡ କେନ୍ଦ୍ରରେ ନିୟୋଜିତ ହୋଇଥିବା ୯୦୦ ଡାକ୍ତର ଗୁରୁବାର ଇସ୍ତଫା ଦେଇଛନ୍ତି । ଯାହା କି ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି କରିଛି । କେରଳ ସରକାର ନିଜର ପ୍ରତିଶ୍ରୁତି ରକ୍ଷା କରିବାରେ ବିଫଳ ହୋଇଥିବାରୁ ପାଖାପାଖି ୯୦୦ ଜଣ ଡାକ୍ତର ଚାକିରିରୁ ଇସ୍ତଫା ଦେଇଛନ୍ତି । ଏହି…

ଟାଇମ୍ସ ୱାର୍ଲ୍ଡ ର‌୍ୟାଙ୍କିଙ୍ଗରେ ପୁଣି ସ୍ଥାନ ପାଇଲା ସୋଆ

ଭୁବନେଶ୍ୱର: ଟାଇମ୍ସ ହାୟର ଏଜୁକେସନ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ-୨୦୨୧ରେ ସୋଆ ଡିମ୍‌ଡ ବିଶ୍ୱବିଦ୍ୟାଳୟ ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦୧ ପ୍ଲସ୍ କାଟେଗୋରୀରେ ନିଜ ସ୍ଥାନ ହାସଲ କରିବାରେ ସଫଳତା ହାସଲ କରିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ୫ଟି ବିସ୍ତୃତ ଦିଗକୁ ନେଇ ଏହି…

ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା

ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର । ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…

ସୁଶାନ୍ତ ସିଂ କେସ୍ : ସିବିଆଇ ସ୍କାନରରେ ବଂଟି !

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ କେସରେ ଗୁରୁବାର ନୂତନ ମୋଡ ନେଇଛି । ଏବେ ସିବିଆଇ ସ୍କାନରରେ ବଂଟି ସାଜଦବା ନାମକ ବ୍ୟକ୍ତି ପଡିଛନ୍ତି । ସିବିଆଇ ବର୍ତମାନ ଏହି ବ୍ୟକ୍ତିଙ୍କୁ ପଚରାଉଚରା କରୁଛି । କ୍ରିକେଟର ରୋହିତ ଶର୍ମା ଓ ସୋହେଲ ଖାଁଙ୍କ ସହ ତାଙ୍କ ସମ୍ପର୍କ ରହିଛି ।…

ଓଡିଶାର କେଉଁସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ

ଭୁବନେଶ୍ୱର: ଓଡିଶାର ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ଶୁକ୍ରବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା,…

ନୂଆ ୱେବ୍ ସିରିଜ ‘ମିସେସ୍ ତାପସ’

ଭୁବନେଶ୍ୱର: ଓଟିଟି ପ୍ଲାଟଫର୍ମରେ ଖୁବ୍ ଶୀଘ୍ର ପଦାର୍ପଣ କରିବାକୁ ଯାଉଛି ନୂଆ ୱେବ ସିରିଜ ‘ମିସେସ୍ ତାପସ’ । ଏଆର୍ ଫିଲ୍ମ ଷ୍ଟୁଡିଓ ନିବେଦିତ ଏହି ୱେବସିରିଜର ପ୍ରଯୋଜନା ଦାୟିତ୍ୱ ତୁଲାଉଛନ୍ତି ଅବିନାଶ ରାଉତ । ପୂର୍ବରୁ ଅବିନାଶ ବଲିଉଡରେ କେତେକ ଚଳଚ୍ଚିତ୍ର ଓ ୱେବସିରିଜରେ କାମ କରିଛନ୍ତି…