Latest Odisha News

BREAKING NEWS

କଟକ ସନ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା : ତଦନ୍ତ ଆରମ୍ଭ କଲା ଅଗ୍ନିଶମ ବିଭାଗ

କଟକ: କଟକ ସନ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ଆରମ୍ଭ କଲା ଅଗ୍ନିଶମ ବିଭାଗ । ଡେପୁଟି ଫାୟାର ଅଫିସରଙ୍କ ନେତୃତ୍ବରେ ଗଠିତ ହୋଇଥିବା ଟିମ୍ ହସ୍ପିଟାଲ ପରିସରରେ ତଦନ୍ତ ଆରମ୍ଭ କରିଛି । ତେବେ ହସ୍ପିଟାଲରେ କିଭଳି ଏବଂ କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହାର ଯାଞ୍ଚ କରିବ ଏହି ଟିମ୍ ।…

ଫେବ୍ରୁଆରୀ ୧୦ରୁ ଖୋଲିବ ପିଜି ଓ +୩ର ପ୍ରଥମ ବର୍ଷ କ୍ଲାସ୍‌, ୮ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର : ଫେବ୍ରୁଆରୀ ୧୦ରୁ ଖୋଲିବ ପିଜି ଓ +୩ର ପ୍ରଥମ ବର୍ଷ କ୍ଲାସ୍‌ । ୮ତାରିଖରୁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ । ୟୁଜି କୋର୍ସର ତୃତୀୟ ସେମିଷ୍ଟର ଏବଂ ୪ବର୍ଷ ୟୁଜି କୋର୍ସର ପଞ୍ଚମ ସେମିଷ୍ଟର ପରୀକ୍ଷା ୧୯ ରୁ ୩୦ ଏପ୍ରିଲ ମଧ୍ୟରେ ହେବ। ସେହିପରି ୩୧ ମେ ରେ ପରୀକ୍ଷା ଫଳ ପ୍ରକାଶ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୬୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୦ ନୂଆ ଆକ୍ରାନ୍ତ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

ପୁଣି ୫୦ ହଜାର ମୁହାଁ ସେନ୍‌ସେକ୍ସ, ବଜେଟ୍‌ ପରେ ସେୟାର ମାର୍କେଟ୍‌ରେ ଝଡ଼

ମୁମ୍ୱାଇ: ଗତକାଲି ଉପସ୍ଥାପିତ ହୋଇଥିବା ୨୦୨୧-୨୨ ବଜେଟ୍‌ର ପ୍ରଭାବ ସେୟାର ବଜାରରରେ ଦେଖିବାକୁ ମିଳିଛି । ଏହାକୁ ନେଇ ନିବେଶକ ମହଲରେ ଭଲ ପ୍ରତିକ୍ରିୟା ଦେଖିବାକୁ ମିଳିଛି । ଆଜିର ସେୟାର ବଜାରରେ କାରବାର ଆରମ୍ଭ ହେବାବେଳକୁ ସୂଚକାଙ୍କରେ ବୃଦ୍ଧି ପରିଲିକ୍ଷିତ ହୋଇଛି । ସମୟ ୯.୩୮ ବେଳକୁ…

ଓଡ଼ିଶା ଅନସ୍କ୍ରିପ୍ଟଟେଡ୍ ଫାଉଣ୍ଡେସନର ବାର୍ଷିକ ପତ୍ରିକା ସୁବର୍ଣ୍ଣା ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ଅନସ୍କ୍ରିପ୍ଟଟେଡ୍ ଫାଉଣ୍ଡେସନର ଅନସ୍କ୍ରିପ୍ଟଟେଡ୍ ଓଡିଆ ଆନୁକୁଲ୳ରେ ବାର୍ଷିକ ପତ୍ରିକା ସୁବର୍ଣ୍ଣା ଉନ୍ମୋଚିତ ହୋଇଯାଇଛି । ଭୁବନେଶ୍ୱର ଚଉଷଠି ଯୋଗିନି ଗେଷ୍ଟ ହାଉସ  ଏହି କାର୍ଯ୳କ୍ରମରେ ଅନୁଷ୍ଠିତ ହୋଇଥିଲା। ଡ଼ଃ ଅବଦୁଲ୍ ଓସିଦ୍ ଖାନ୍, ବିଧୁ ଭୁଷଣ ପଟ୍ଟନାୟକ, ଉମି…

ସ୍ବାସ୍ଥ୍ୟକର୍ମୀଙ୍କ ସାଂଘାତିକ ଅବହେଳା, ପୋଲିଓ ବୁନ୍ଦା ବଦଳରେ ଶିଶୁଙ୍କୁ ଦିଆଯାଇଛି ହ୍ୟାଣ୍ଡ ସାନିଟାଇଜର ଡ୍ରପ, ୧୨…

ମହାରାଷ୍ଟ୍ର: ପୋଲିଓ ବୁନ୍ଦା ବଦଳରେ ଶିଶୁଙ୍କୁ ଦିଆଯାଇଛି ହ୍ୟାଣ୍ଡ ସାନିଟାଇଜର ଡ୍ରପ୍ । ମହାରାଷ୍ଟ୍ରର ୟାଭତମାଲରୁ ସ୍ୱାସ୍ଥ୍ୟକର୍ମୀଙ୍କ ସଂଘାତିକ ଅବହେଳାର ଚିତ୍ର ସାମ୍ନାକୁ ଆସିଛି । ସାନିଟାଇଜର ଡ୍ରାପ ଖାଇ ୫ ବର୍ଷରୁ କମ୍ ୧୨ ଶିଶୁ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ଗୁରୁତର…

ସେୟାର ମାର୍କେଟର‌େ ବଜେଟର ଚମକ, ଓପନିଂ ପର‌େ ଆଜି ସେନସେକ୍ସ ୧୦୦୦ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ: ସେୟାର ମାର୍କେଟର‌େ ମଙ୍ଗଳବାର ଦିନ ମଧ୍ୟ ବଜେଟର ଚମକ ଦେଖିବାକୁ ମିଳିଛି। ଘରୋଇ ସେୟାର ବଜାର ଖୋଲିବା ସହ ସେନସେକ୍ସରେ ୭୦୦ ପଏଣ୍ଟ ବୃଦ୍ଧି ଘଟିଥିଲା। ହେଲେ ଏହା ପରେ ଅଚାନକ ସେନସେକ୍ସ ୧୦୦୦ ପଏଣ୍ଟକୁ ବୃଦ୍ଧି ପାଇଛି। ଯାହା ଫଳରେ ବିଏସଇ ରେ ସେନସେକ୍ସ ପୁନର୍ବାର ୫୦,୦୦୦…

ବାଇକ ଚଳାଇ ଫସିଲ‌େ ନାବାଳକ, ଭରିବ‌େ ୩୭ ହଜାର ଫାଇନ୍

ପୁରୀ: ପୁରୀ ଚନ୍ଦନପୁର ଥାନା ଅଞ୍ଚଳର ଜଣେ ନାବାଳକ ବାଇକ ଚଳାଇ ଫସିଛନ୍ତି। ନାବାଳକ ଜଣକ ବାଇକ ଚଳାଇ ଯାଉଥିବା ବେଳେ ପୁରୀ ଡାକ୍ତରଖାନା ଛକ ଟ୍ରାଫିକ ପୋଷ୍ଟ ଠାରେ ଧରାପଡିଥିଲେ। ପରେ ଟ୍ରାଫିକ ପୋଲିସ ଆରଟିଓଙ୍କୁ ଜଣାଇଥିଲେ। ଘଟଣାସ୍ଥଳରେ ଆରଟିଓ ବିଭାଗର ଟ୍ରାଫିକ ଏଏସଆଇ ସୁଶାନ୍ତ କୁମାର…

ପୁରୀର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା

ପୁରୀ: ପୁରୀ ଜିଲ୍ଲାର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା ମିଳିଛି। ନିକଟରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ମାନ୍ୟତା ପାଇଁ ଆବେଦନ କରାଯାଇଥିଲା। ତନ୍ମଧ୍ୟରେ ଦୋଳବେଦୀ କୋଣ, ସ୍ୱର୍ଗ ଦ୍ୱାର, ଚନ୍ଦନ ହଜୁରୀ, କମଳା ଦେବୀ ମାତୃ ମଙ୍ଗଳ ସ୍ୱାସ୍ଥ୍ୟ କେନ୍ଦ୍ର, ନିମାପଡା ଓ ଚାରୀ…

ଆମେରିକା ପ୍ରତିରକ୍ଷା ଗବେଷଣା ସଂସ୍ଥା ନାସାର କାର୍ଯ୍ୟକାରୀ ମୁଖ୍ୟ ହେଲେ ଭବ୍ୟା

ୱାଶିଂଟନ୍: ସ୍ପେସ୍ ଏଜେନ୍ସି ନାସାର କାର୍ଯ୍ୟକାରୀ ମୁଖ୍ୟ ଭାବରେ ନିଯୁକ୍ତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ଭବ୍ୟା ଲାଲ। ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ବିଡେନଙ୍କ ଦ୍ବାରା ନାସାର ପରିବର୍ତ୍ତନ ଉପରେ ଗଠନ ହୋଇଥିବା ସମୀକ୍ଷା ଦଳର ସେ ସଦସ୍ୟ ରହିଛନ୍ତି। ନାସା ପକ୍ଷରୁ ଏକ…