୯ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ନୂଆଦିଲ୍ଲୀ: ଭାରତରେ ଦୈନିକ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ତଳକୁ ଖସିଛି। ଏନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୮,୬୩୫ ଜଣ…