Latest Odisha News

BREAKING NEWS

ବଜେଟ୍‌ ୨୦୨୧ ହେଉଛି କୃଷକ ବିରୋଧୀ ବଜେଟ୍‌; କଂଗ୍ରେସ

ନୂଆଦିଲ୍ଲୀ: କଂଗ୍ରେସ ସୋମବାର କେନ୍ଦ୍ର ସରକାରଙ୍କୁ କୃଷି ସହ ଜଡିତ ସମସ୍ୟାର ସମାଧାନ କରିବାରେ ସମାଲୋଚନା କରିଛି ଏବଂ କେନ୍ଦ୍ର ବଜେଟକୁ 'କୃଷକ ବିରୋଧୀ' ବୋଲି କହିଛି। କଂଗ୍ରେସ ନେତା ଜୟଭୀର ଶେରଗିଲ କହିଛନ୍ତି ଯେ କୃଷି କ୍ଷେତ୍ରରେ ଖାଲି ସଂସ୍କାର ଏବଂ ଅଧିକ ନକଲି ସରକାରୀ ରିପୋର୍ଟ…

ଗ୍ରାମାଞ୍ଚଳର ମହିଳାମାନଙ୍କୁ ଟାଟା ଷ୍ଟିଲ ବିଏସଏଲ୍ ପକ୍ଷରୁ ଛତୁଚାଷ ତାଲିମ ପ୍ରଦାନ

କଳମଙ୍ଗା: ସୁନ୍ଦରଗଡ ଜିଲ୍ଲାର କୋଇରା ବ୍ଲକ ଅନ୍ତର୍ଗତ କଳମଙ୍ଗା ଗାଁରେ ଟାଟା ଷ୍ଟିଲ ବିଏସଏଲ ପକ୍ଷରୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଛତୁ ଚାଷ ପାଇଁ ତାଲିମ ପ୍ରଦାନ କରାଯାଇଛି । ଗାଁର ମହିଳାମାନଙ୍କୁ ଉଦ୍ୟୋଗୀ ସୁଯୋଗ ଯୋଗାଇଦେବା ଉଦ୍ଦେଶ୍ୟରେ କଲମାଙ୍ଗରେ ଥିବା ଟାଟା…

ମମତାଙ୍କୁ ଦ୍ବିତୀୟ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ଆଉ ଜଣେ ବିଧାୟକ

କୋଲକାତା: ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ଡିଆଁ ପର୍ବ ଜାରି ରହିଛି । ଜଣେ ପରେ ଜଣେ ନେତା ଟିଏମସି ଛାଡ଼ି ବିଜେପିରେ ସାମିଲ ହେଉଥିବା ବେଳେ ପୁଣି ଜଣେ ଟିଏମସି ବିଧାୟକ ଦଳ…

ପ୍ୟାଲେସରେ ଜୁଆ ଓ ଦେହ ବ୍ୟବସାୟ, ୧୦ ମହିଳା ସମେତ ୭୦ ଜଣ ଗିରଫ

ପଟିଆଲା: ପଟିଆଲା ବନୁଡର ଏକ ପ୍ୟାଲେସରେ ଜୁଆ ଓ ଦେହ ବ୍ୟବସାୟ ଅଡ୍ଡାର ପର୍ଦାଫାଶ ହୋଇଛି । ସେଠାରୁ ୧୦ ମହିଳାଙ୍କ ସମେତ ୭୦ ଜଣଙ୍କୁ ଗିରଫ କରାଯାଇଛି । ଅର୍ଗାନାଇଜ୍ଡ କ୍ରାଇମ କଣ୍ଟ୍ରୋଲ ୟୁନିଟରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ୟାଲେସ୍ ମାଲିକ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ ଜୁଆ,…

ଝରାଫୁଲ ମୃତ୍ୟୁ ମାମଲାରେ ତିନି ଦିନିଆ ରିମାଣ୍ଡରେ ଗଲା ଅଭିଯୁକ୍ତ ରାକେଶ ସ୍ୱାଇଁ

ଭୁବନେଶ୍ୱର: ବହୁଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ତିନି ଦିନିଆ ରିମାଣ୍ଡରେ ନେବ କୁଆଖିଆ ପୋଲିସ । ଏ ନେଇ ଆଜି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ତେବେ ୫ଦିନିଆ ରିମାଣ୍ଡରେ ନେବାକୁ ପୋଲିସ ପକ୍ଷରୁ ରିମାଣ୍ଡ ଆବେଦନ କରାଯାଇଥିଲା ।…

ଭଁସାଲୀଙ୍କ ଫିଲ୍ମରେ ସଲମାନଙ୍କ ସ୍ଥାନରେ ଶାହାରୁଖ ଅଭିନୟ କରିବେ !

ମୁମ୍ବାଇ: ଦୀର୍ଘ ୨୦ ବର୍ଷ ଅପେକ୍ଷା କରିବା ପରେ ସଞ୍ଜୟ ଲୀଲା ଭଁସାଲୀ ତାଙ୍କ ପ୍ରିୟ ହିରୋ ସଲମାନ ଖାଁଙ୍କୁ ନେଇ ଇନସାଆଲ୍ଲାହ ନାମକ ଫିଲ୍ମ କରିବା ପାଇଁ ପ୍ରସ୍ତୁତି ସାରିଥିଲେ । ଏଥିପାଇଁ ହିରୋଇନ ଭାବେ ଆଲିୟା ଭଟ୍ଟଙ୍କୁ ମଧ୍ୟ ସାଇନ କରାଯାଇଥିଲା । ଶେଷ ମୂହର୍ତରେ ସଲମାନ ଏହି ଫିଲ୍ମ…

ପରଲୋକରେ ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁ

ସମ୍ବଲପୁର: ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ । ସମ୍ବଲପୁର କଳାପରିଷଦ ସହ ଜଡିତ ଥିଲେ କୃପାସିନ୍ଧୁ । ସମ୍ବଲପୁର ଆକାଶବାଣୀ କେନ୍ଦ୍ରରେ ଗୀତିକାର ଥିଲେ । ସେ ଅନେକ ଜଣାଶୁଣା ସମ୍ବଲପୁରୀ ଗୀତ ରଚନା କରିଥିଲେ । ‘ଅସ୍ତରାଗ’ ଫିଲ୍ମର ‘ରାଧା ନାନୀ ଲହର…

ଇଂଲଣ୍ଡ ବିପକ୍ଷ ସିରିଜରେ ଏହି ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ କିଙ୍ଗ କୋହଲି

ଚେପକ: ଆଗାମୀ ଇଂଲଣ୍ଡ ବିପକ୍ଷ ଟେଷ୍ଟ କ୍ରିକେଟ ସିରିଜରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ୨ଟି ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିଛନ୍ତି । ଅଧିନାୟକ ଭାବେ କ୍ରିକେଟ ଇତିହାସରେ ସର୍ବାଧିକ ଶତକ ହାସଲ କରିଥିବା ଅଷ୍ଟ୍ରେଲିଆର ରିକି ପଂଟିଙ୍କ ୪୧ ଶତକ ସହ ସେ ସମକକ୍ଷ ହୋଇଛନ୍ତି । ସେ ଏହି…

ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜ୍ଵାଇଁ ଜାରେଡ କୁଶନର୍ ନୋବେଲ ଶାନ୍ତି ସମ୍ମାନ ପାଇଁ ମନୋନୀତ

ନୂଆଦିଲ୍ଲୀ: ହ୍ବାଇଟ୍‌ ହାଉସର ପୂର୍ବତନ ବରିଷ୍ଠ ଉପଦେଷ୍ଟା ତଥା ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜୋଇଁ ଜାରେଡ କୁଶନର୍ ଏବଂ ତାଙ୍କ ଡେପୁଟି ଅଭି ବର୍କୋୱିଜ୍‌ଙ୍କୁ "ଅବ୍ରହାମ ଚୁକ୍ତିନାମା" ଭାବରେ ଜଣାଶୁଣା ଇସ୍ରାଏଲ୍ ଏବଂ ଆରବ ଦେଶଗୁଡିକ ମଧ୍ୟରେ ଚାରିଟି ସ୍ବାଭାବିକ…

ଭାରତୀୟ ସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି

ନୂଆଦିଲ୍ଲୀ: ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ଆଜି ଭାରତୀୟ ସେନାର ଉପମୁଖ୍ୟ ଭାବେ ଦାୟିତ୍ବ ନେଇଛନ୍ତି । ୪୨ତମ ଭାଇସ୍ ଚିଫ୍ ଆର୍ମୀ ଭାବେ ଏହି ଦାୟିତ୍ୱ ନେଇଛନ୍ତି । ପୂର୍ବରୁ ଲେଫ୍ଟନାଣ୍ଟ ଜେନେରାଲ ଏସ୍ କେ ସାଇନି ଏହି ଦାୟିତ୍ୱରେ ଥିଲେ । ପୂର୍ବରୁ ଲେଫ୍ଟନାଣ୍ଟ ମହାନ୍ତି…