Latest Odisha News

BREAKING NEWS

ବୃଦ୍ଧାଙ୍କ ବେକରୁ ଲୁଟେରା ଝାମ୍ପି ନେଲେ ସୁନା ଚେନ୍‌

ବାଲିପାଟଣା: ବୃଦ୍ଧାଙ୍କ ବେକରୁ ଲୁଟେରା ଝାମ୍ପି ନେଇଛନ୍ତି ସୁନା ଚେନ୍‌ । ବାଲିଅନ୍ତା ଥାନା ବାଳକାଟିରେ ଘଟିଛି ଏହି ଘଟଣା । ବାଳକାଟି ଥାନାରେ ଲୁଟ୍‌ ଘଟଣା ନେଇ ମାମଲା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ବାଲିଅନ୍ତା ଥାନା ନବାଟି ଗାଁର ଅନୁପମା ମହାପାତ୍ର ଏବଂ ତାଙ୍କ ପୁଅ ପେନ୍‌ସନ୍‌…

ଶିଶୁ ପୁତ୍ରର ମୁଣ୍ଡବିହୀନ ଶରୀର ଉଦ୍ଧାର

ଯାଜପୁର: ଶିଶୁର ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଛି ପୋଲିସ । ଯାଜପୁର ଟାଉନ ଥାନା ଅନ୍ତର୍ଗତ ଚାଇନିପୁର ପଞ୍ଚାୟତ ବିଦ୍ୟାଧରପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ସୂଚନାଯୋଗ୍ୟ, ବିଦ୍ୟାଧରପୁର ଗାଁର ଅଶୋକ ତ୍ରିପାଠୀଙ୍କ ବାଡ଼ିରୁ ଦେଢ଼ ବର୍ଷ ଶିଶୁ ପୁତ୍ରର ମୁଣ୍ଡବିହୀନ…

ସିଙ୍ଘୁ ସୀମାରେ ଉତ୍ତେଜନା ଜାରି; ରାସ୍ତା‌ ଅବରୋଧ କରିବାକୁ ଧମକ ଦେଲେ ଚାଷୀ

ନୂଆଦିଲ୍ଲୀ: କେନ୍ଦ୍ରର କୃଷି ଆଇନ ଉପରେ ବିରୋଧ ଜାରି ରହିଥିବାବେଳେ ହରିୟାଣାର କୃଷକମାନେ ମାନ୍ଦସୌରରେ ଟ୍ରେନ୍ ଅବରୋଧ କରିବାକୁ ଧମକ ଦେଇଛନ୍ତି। ଏ ନେଇ ଦିଲ୍ଲୀ ଏନସିଆରର ସିଙ୍ଘୁ ସୀମାରେ ଥିବା କୃଷକମାନେ ସୋମବାର ଚେତାବନୀ ଦେଇଛନ୍ତି। ଦିଲ୍ଲୀର ଏକ ପ୍ରମୁଖ ପ୍ରତିବାଦ ସ୍ଥାନ ସିଙ୍ଘୁ…

ବଜେଟ୍ ଘୋଷଣା ପରେ ସେୟାର ବଜାରରେ ଯୋରଦାର ବୃଦ୍ଧି

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଆଗତ କରିବା ପରେ ସେୟାର ବଜାରରେ ଯୋରଦାର ବୃଦ୍ଧି ଘଟିଛି । ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନସେକ୍ସ ୧୬୫୦ ପଏଣ୍ଟରୁ ଅଧିକ ବଢି ୪୮,୦୦୦ ପଏଣ୍ଟରେ କାରବାର କରୁଛି । ସେଭଳି ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫଟି ମଧ୍ୟ ୧୪,୦୦୦ ପଏଣ୍ଟ ପାର…

ଟ୍ରକ ଧକ୍କାରେ ଓଲଟିଲା ପିକଅପ ଭ୍ୟାନ, ୩ ଆହତ

ବ୍ରହ୍ମପୁର: ଜାତୀୟ ରାଜପଥ ୧୬ କନିସି ଛକରେ ସୋମବାର ଏକ ଟ୍ରକ ଓ ପିକଅପ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ କାର୍ଯ୍ୟରତ ହୋମଗାର୍ଡଙ୍କ ସହ ୩ ଜଣ ଆହତ ହୋଇଛନ୍ତି ।  ଟ୍ରକ ଧକ୍କାରେ ପିକଅପଟି ରାସ୍ତା ମଝିରେ ଓଲଟି ପଡିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆହତଙ୍କୁ…

ରାମଚନ୍ଦ୍ର ବେହେରା ପାଇଲେ ଚଳିତ ବର୍ଷର ସଚ୍ଚି ରାଉତରାୟ ସାରସ୍ୱତ ସମ୍ମାନ

କଟକ : ସାରଳା ସାହିତ୍ୟ ସଂସଦ ପକ୍ଷରୁ କଟକର ସାରଳା ଭବନଠାରେ କାବ୍ୟ ସରସ୍ୱତୀ ସଚ୍ଚି ରାଉତରାୟଙ୍କ ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଡ. ପ୍ରଭାକର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ପଦ୍ମଭୂଷଣ ରମାକାନ୍ତ ରଥ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

କଟକ ସନ୍ ହସ୍ପିଟାଲରେ ନିଆଁ

କଟକ: କଟକ ବିଜୁ ପଟ୍ଟନାୟକ ଛକ ନିକଟସ୍ଥ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଡାକ୍ତଖାନାର ଉପର ମହଲାରେ ଲାଗିଛି ନିଆଁ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ଅଧିକାରୀମାନେ ଡାକ୍ତରଖାନା ବିଲଡିଂ ଉପକୁ…

ଶସ୍ତା ହୋଇପାରେ ସୁନା-ରୁପା, ମହଙ୍ଗା ହେବ ମୋବାଇଲ୍ କିଣିବା

ନୂଆଦିଲ୍ଲୀ: ବଜେଟ ଘୋଷଣା ଅନୁସାରେ ଶସ୍ତା ହେବ ଷ୍ଟିଲ, ତମ୍ବା ଓ ଲୁହା ସାମଗ୍ରୀ । ମହଙ୍ଗା ହୋଇପାରେ ମୋବାଇଲ ଓ ଏହାର ଉପକରଣ । ମୋବାଇଲ ଉପକରଣ ଉପରେ ସୀମା ଶୁଳ୍କ ୨.୫% ହୋଇଛି । କିଛି ଅଟୋ ପାଟର୍ସ ଉପରେ କଷ୍ଟମ ଡ୍ୟୁଟି ବଢିବ । ଶସ୍ତା ହୋଇପାରେ ସୁନା ଓ ରୁପା । ସୁନା ଓ ରୁପା ଉପରେ ସୀମା…

ଉତ୍କଳ ଫାଉଣ୍ଡେସନର ଦ୍ଵିତୀୟ ରାଜ୍ୟସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର: ଉତ୍କଳ ଫାଉଣ୍ଡେସନର ଦ୍ଵିତୀୟ ରାଜ୍ୟସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀରେ ଆୟୋଜିତ ହୋଇଯାଇଛି । କରୋନା ଯୋଦ୍ଧା ସାଜି ଲୋକଙ୍କୁ ଟିକନିକ ଖବର ଯୋଗାଇଥିବା ୯ଜଣ ସାମ୍ବାଦିକଙ୍କୁ ଯଥା ନିରଞ୍ଜନ ଓଝା ,ନିରଦ ପଟ୍ଟନାୟକ , ସମ୍ବିତ ବେହେରା , ମାନସ ମହାପାତ୍ର, ପ୍ରଦୀପ୍ତ ସ୍ୱାଇଁ,…

ଭାରତରେ ଡିଜିଟାଲ ଜନଗଣନା ଲାଗି ଅର୍ଥମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ: ୨୦୨୧-୨୨ ଆର୍ଥିକ ବର୍ଷର ସାଧାରଣ ବଜେଟ୍ ସୋମବାର ଦିନ ସଂସଦରେ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସଂସଦରେ ପେପର ଲେସ ତଥା ଟ୍ୟାବ୍ ମାଧ୍ୟମରେ ବଜେଟ୍ ଉପସ୍ଥାପନ କରୁଛନ୍ତି। ଅର୍ଥମନ୍ତ୍ରୀ ଦେଶର ବିଭିନ୍ନ କ୍ଷେତ୍ର ପାଇଁ ନୂଆନୂଆ ଘୋଷଣା କରିବା ସହ ବଜେଟ୍ ଆବଣ୍ଟନ…