୭୮ ହଜାର ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୩୭ ଲକ୍ଷ ଟପିଲା କରୋନା ମାମଲା, ମୃତ୍ୟୁ ସଂଖ୍ୟା ଟପିଲା ୬୬ ହଜାର
ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୩୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…