Latest Odisha News

BREAKING NEWS

ଶୀତ ଲହରୀ ନେଇ ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ରବିବାର ଦିନ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ବୁଲେଟିନ ଅନୁଯାୟୀ ମରାଠୱାଡା ଏବଂ ଆଖପାଖ ଅଞ୍ଚଳରେ ସାଇକ୍ଲୋନିକ୍ ସର୍କୁଲେସନ ଯୋଗୁଁ ଆଗାମୀ ୨୪…

ଜାତୀୟ ମହିଳା କମିଶନ ପକ୍ଷରୁ ଓଡ଼ିଶା ପୋଲିସ ସମ୍ମାନିତ

ଭୁବନେଶ୍ୱର: ଜାତୀୟ ମହିଳା କମିଶନ ପକ୍ଷରୁ ଓଡ଼ିଶା ପୋଲିସ ସମ୍ମାନିତ। ଜାତୀୟ ମହିଳା କମିଶନର ୨୯ତମ ବାର୍ଷିକ ପ୍ରତିଷ୍ଠା ଉତ୍ସବରେ କୋଭିଡ ମହାମାରୀ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶା ପୋଲିସକୁ ସମ୍ବର୍ଦ୍ଧିତ କରାଯାଇଛି। ନୂଆଦିଲ୍ଲୀ ବିଜ୍ଞାନ ଭବନରେ କାର୍ଯ୍ୟକ୍ରମ…

ପିକ୍ଅପ୍ ଭ୍ୟାନ୍ ଓଲଟି ୭ ମୃତ

କୋରାପୁଟ : କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ପିକ୍ ଅପ୍ ଭ୍ୟାନ୍ ଓଲଟି ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି । ଦଶାହ କାର୍ଯ୍ୟ ସାରି ସିନ୍ଧି ଗାଁରୁ ଫେରିବା…

ଅନୁଗୁଳ ବନ୍ତଳାରେ ଯୁବକଙ୍କୁ ଗଳା କାଟି ହତ୍ୟା

ଅନୁଗୁଳ : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଯୁବକଙ୍କୁ ନିର୍ମମ ହତ୍ୟା । ଯୁବକଙ୍କ ତଣ୍ଟି କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତ ଯୁବକଙ୍କ ବେକରେ ଦାଗ ରହିବା ସହ ମୁହଁରେ ଏକାଧିକ କ୍ଷତଚିହ୍ନ ରହିଛି । ମୃତକ ବନ୍ତଳା ବଜାରର କାଶୀନାଥ ବେହେରା ବୋଲି ଜଣାପଡିଛି । ସୂଚନା…

୧ ଲକ୍ଷ ୩୦ ହଜାର କୋଟିରେ ୧୧୪ ଲଢ଼ୁଆ ବିମାନ କିଣିବ ଭାରତୀୟ ବାୟୁ ସେନା

ନୂଆଦିଲ୍ଲୀ: ଭାରତର ଦୁଇ ପଡୋଶୀ ପାକିସ୍ତାନ ଏବଂ ଚୀନ ସର୍ବଦା ଶତ୍ରୁ ଆଚରଣ କରୁଥିବାରୁ ଏଥିନେଇ କେନ୍ଦ୍ର ସରକାର ସୀମାରେ ସୁରକ୍ଷା ବ୍ୟବସ୍ଥା କଡା କଡି କରୁଛନ୍ତି । ୧ ଲକ୍ଷ ୩୦ ହଜାର କୋଟି ବ୍ୟୟରେ ଭାରତୀୟ ବାୟୁସେନା ୧୧୪ଟି ଲଢ଼ୁଆ ବିମାନ କିଣିବା ପାଇଁ ନିଷ୍ପତି ନେଇଛି । ଏଥିନେଇ ଖୁବ୍…

ନକଲି ତେଲ ପରେ ନକଲି ଅଟା ଓ ହଳଦୀ ଜବତ, ଜଣେ ଗିରଫ

ଅନୁଗୁଳ : ଅନୁଗୁଳରୁ ପୁଣି ସାମଗ୍ରୀ ଜବତ । ପାମେଲିନ୍ ତେଲ କାରଖାନା ପରେ ଏବେ ନକଲି ଅଟା ଓ ହଳଦୀ ଜବତ କରିଛି ପୋଲିସ । ଘଟଣାରେ ମାଲିକ ପ୍ରେମାନନ୍ଦ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସୂଚନା ଅନୁସାରେ, ତଳମୂଳ ଗାଁର ପ୍ରେମାନନ୍ଦ ସାହୁ ଜଣେ ବ୍ୟକ୍ତିଙ୍କ ଘରେ ଅଟା ଓ…

ଫେବୃଆରୀ ୭ରେ ପଶ୍ଚିମବଙ୍ଗରେ ୪ଟି ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ଆସନ୍ତା ଫେବୃଆରୀ ୭ରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେଇ ୪ ହଜାର ୭୦୦ କୋଟି ମୂଲ୍ୟର ୪ଟି ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏନେଇ ଏକ ସାମ୍ବାଦିକ…

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଲାଡେନ ଫଣ୍ଡିଂ କରୁଥିଲେ !

କରାଚୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରୀଫଙ୍କୁ ଅଲକାଏଦା ଆତଙ୍କବାଦୀର ମୁଖ୍ୟ ଓସାମା ବିନ୍ ଲାଡେନଙ୍କୁ ପଣ୍ଡିଂ କରୁଥିଲେ । ଆମେରିକାରେ ରହୁଥିବା ପାକିସ୍ତାନର ପୂର୍ବତନ ରାଜଦୂତ ଅବିଦା ହୁସୈନ ଏହା କହିବା ପରେ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି । ଲାଡେନ ସେ ସମୟରେ…

ଓଡ଼ିଶାର ପଟ୍ଟଚିତ୍ର ଶିଳ୍ପୀଙ୍କୁ ଅଭିନନ୍ଦନ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ ଓ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ରାଉରକେଲାର ପଟ୍ଟଚିତ୍ର କଳାକାର ଭାଗ୍ୟଶ୍ରୀ ସାହୁଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ 'ମନ୍ କି ବାତ' କାର୍ଯ୍ୟକ୍ରମରେ ପ୍ରଶଂସା କରିଛନ୍ତି। ଏହା ପରେ ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସାର ସୁଅ ଛୁଟୁଛି। କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ…

ଆସନ୍ତାକାଲିଠାରୁ ରୁଟ୍-୧୧ରେ ଚାଲିବ ‘ମୋ ବସ’

ଭୁବନେଶ୍ୱର : ଆସନ୍ତାକାଲିଠାରୁ ରୁଟ୍-୧୧ରେ ‘ମୋ ବସ’ ଚାଲିବ । ଏହି ର ରୁଟରେ ନନ୍ଦନବିହାରଠାରୁ ଭୁବନେଶ୍ୱର ରେଳ ଷ୍ଟେସନ ଯାଏଁ ବସ ଚଳାଚଳ କରିବ । ସେପଟେ ମାଷ୍ଟର କ୍ୟାଣ୍ଟିନଠାରୁ ବାଳକାଟି ଯାଏଁ ନୂଆ ରୁଟ ୩୪ ସଂଯୋଗ କରିବ । ଏନେଇ କ୍ରୁଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ?…