ଭୁବନେଶ୍ୱରର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ବିଜେଡି ନେତା ତଥା ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେ ସୋସିଆଲ୍ ମିଡିଆରେ ମଙ୍ଗଳବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ…