ଇଣ୍ଟରନେଟ୍ ସେନ୍ସେସନ ପାଲଟିଛି ଡୋନାଲ୍ଡ ଟ୍ରମ୍ପଙ୍କ ବୌଦ୍ଧ ଅବତାର
ନୂଆଦିଲ୍ଲୀ: ଚାଇନାର ଆସବାବପତ୍ର ନିର୍ମାତା ହଙ୍ଗ ଜିନ୍ସି ଗତ ବର୍ଷ ବୌଦ୍ଧ ପୋଷାକରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଧ୍ୟାନ କରୁଥିବାର ଦୁଇଟି ପ୍ରତିମୂର୍ତ୍ତି ତିଆରି କରିଥିଲେ। ଏଥିରେ ଟ୍ରମ୍ଫ୍ ବୁଦ୍ଧ ବସ୍ତ୍ର ପରିଧାନ କରି ଧ୍ୟାନ କରୁଥିବା ଦେଖିବାକୁ ମିଳିଥିଲା।…