ରାଜୀବ କୁମାର ହେଲେ ଭାରତର ନୂଆ ନିର୍ବାଚନ କମିଶନର
ନୂଆଦିଲ୍ଲୀ: ଭାରତର ନୂଆ ନିର୍ବାଚନ କମିଶନର ଭାବେ ମଙ୍ଗଳ ବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି ରାଜୀବ କୁମାର ।
ପ୍ରାପ୍ତ ସୂଚନାନୁଯାୟୀ, ସେ ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଅରୋଡା ଏବଂ ନିର୍ବାଚନ କମିଶନର ସୁଶିଲ ଚନ୍ଦ୍ରାଙ୍କ ସହିତ ଭାରତ ନିର୍ବାଚନ କମିଶନର ସଦସ୍ୟ ଭାବେ ସାମିଲ…