Latest Odisha News

BREAKING NEWS

ବିଏମସିର ଏନଫୋର୍ସମେଣ୍ଟ ଅଧିକାରୀଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର: କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା । କରୋନାରେ ଆକ୍ରାନ୍ତ ଭୁବନେଶ୍ୱର ମହାନଗର ନିଗମର ଏନଫୋର୍ସମେଣ୍ଟ ଅଧିକାରୀ ପ୍ରଫୁଲ୍ଲ ବେହେରାଙ୍କର ଆଦିତ୍ୟ ଅଶି୍ୱନୀ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଶ୍ରୀ ବେହେରାଙ୍କୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି), ଭୁବନେଶ୍ୱର ଉନ୍ନୟନ…

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଏଏସ୍ ସ୍ତରରେ ଆଜି ଏକ ଅଦଳବଦଳ ହୋଇଛି । ୨୫ ଜଣ ଓଏଏସ ଅଧିକାରୀଙ୍କୁ ଭିନ୍ନ ଭିନ୍ନ ସ୍ଥାନକୁ ବଦଳି କରାଯାଇଛି । ଉତ୍କଳ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଦୟାନିଧି ନାୟକଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ରୂପେ ନିଯୁକ୍ତି ଦିଆଯାଇଛି । କିନ୍ତୁ ତାଙ୍କ ସ୍ଥାନରେ କିଏ…

ଆସନ୍ତାକାଲି ଜେଇଇ ମେନ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲି ଜେଇଇ ମେନ ପରୀକ୍ଷା । ଚଳିତ ବର୍ଷ ସାରା ଦେଶରେ ୯ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବା ବେଳେ ଓଡିଶାରୁ ଅଛନ୍ତି ୩୮ ହଜାରରୁ ଅଧିକ ପରୀକ୍ଷାର୍ଥୀ । ରାଜ୍ୟର ସାତଟି ସହରର ୨୬ଟି କେନ୍ଦ୍ରରେ ଏହି ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ । ୬ ଦିନ ଧରି ଏହି…

ଜିଓ ଫାଇବର୍‌ର ନୂଆ ଟାରିଫ୍ ପ୍ଲାନ୍ ‘ନୂଆ ଭାରତର ନୂଆ ଜୋଶ୍‌’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର: ଜିଓ ତାର ଗ୍ରାହକ ମାନଙ୍କୁ ସବୁବେଳେ କିଛି ନା କିଛି ଖାସ ଅଫର ରଖିଥାଏ | ସେହିଭଳି ନୂଆ ଓ ପୁରୁଣା ଜିଓ ଫାଇବର ଗ୍ରାହକଙ୍କୁ ମଧ୍ୟ ସେହିପରି ଅଫର ଦେବାକୁ ଘୋଷଣା କରିଛି | ଖାଲି ଘୋଷଣା କରିନି ଏକ ପ୍ରକାର ଅନ୍ୟ ପ୍ରତିଦ୍ବନ୍ଦିଙ୍କ ଠାରୁ ଭଲ ସେବା ଦେବାକୁ କହିଛି |…

ବାଲୁକା କଳାରେ ପ୍ରଣବଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଂଜଳି

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସବୁ ଦଳର ନେତା ଶ୍ରଦ୍ଧାଂଜଳି ଜଣାଇଛନ୍ତି । ପୁରୀ ବେଳାଭୂମିରେ ନିଜ ବାଲୁକା କଳାରେ ଏହି ମହାନ ଜନନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ…

ଆସନ୍ତାକାଲି ନୂଆଦିଲ୍ଲୀରେ ହେବ ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ

ନୂଆଦିଲ୍ଲୀ: ଆସନ୍ତାକାଲି ସକାଳ ସାଢେ ୮ଟାରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେବେ ପ୍ରଣବ । ଏଥି ସହ ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ହୋଇଛି । ଏହି ସମୟରେ ଦେଶର ସମସ୍ତ ସ୍ଥାନରେ…

ରାଉରକେଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ

ରାଉରକେଲା : ରାଉରକେଲାରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ରାଉରକେଲା ମହାନଗର ନିଗମ ସହଯୋଗରେ ଭୁବନେଶ୍ୱରର ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର ଏହି ସର୍ଭେ କରୁଛି । ଏହି ସର୍ଭେ ୫ ଦିନ ଧରି କରାଯିବ । ତେବେ କ୍ଲଷ୍ଟର ଅନୁଯାୟୀ ସର୍ଭେ କରାଯାଉଛି । ଏଥି ପାଇଁ ୧୭ ଜଣିଆ ଟିମ୍…

ଗୋପାଳପୁର ବନ୍ଦର ପ୍ରକଳ୍ପ ବିସ୍ତାର ପାଇଁ ବିନିଯୋଗ ଯୋଜନା

ଗୋପାଳପୁର: ଗୋପାଳପୁର ବନ୍ଦରର ବିକାଶମୂଳକ କାର୍ଯ୍ୟସହ ଜଡିତ ବିଭିନ୍ନ ପ୍ରସଙ୍ଗକୁ ନେଇ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ । ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢୀ, ଅର୍ଥ ବିଭାଗର ମୁଖ୍ୟ ସଚିବ ଅଶୋକ କୁମାର ମୀନା,…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମ୍ମାନରେ ସାତ ଦିନିଆ ରଷ୍ଟ୍ରୀୟ ଶୋକ ଘୋଷିତ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ର ସରକାର ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ତାଙ୍କୁ ସମ୍ମାନ ଜଣାଇ ଦେଶର ବିଭିନ୍ନ ସ୍ଥାନରେ ଜାତୀୟ ପତାକାକୁ ସାତ ଦିନ ପାଇଁ ଅର୍ଦ୍ଧ ନମିତ କରିରଖାଯିବ । ଏହି ସମୟ ମଧ୍ୟରେ କୌଣସି ସରକାରୀ…

ହଟିଲା ଶନିବାର, ରବିବାର ସଟ୍‌ଡାଉନ୍‌, ଉଠିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆସିଲା ଅନଲକ ୪.୦ରେ ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ପାଇଁ ନୂଆ ଗାଇଡଲାଇନ । ଶନିବାର କେନ୍ଦ୍ର ସରକାର ନୂଆ ଗାଇଡଲାଇନ ଦେବା ପରେ ରାଜ୍ୟ ଦେଇଛି ନୂଆ ଗାଇଡଲାଇନ । ତେବେ ନୂଆ ଗାଇଡଲାଇନରେ ହଟିଲା ନାଇଟ କର୍ଫ୍ୟୁ । ରାତ୍ରୀକାଳୀନ କର୍ଫ୍ୟୁ ନେଇ ନୂଆ ଗାଇଡଲାଇନରେ କିଛି ଉଲ୍ଲେଖ…