Latest Odisha News

BREAKING NEWS

ଆସିଲା ରାଜ୍ୟ ସରକାରଙ୍କ ‘ଅନ୍‌ଲାକ-୪’ ଗାଇଡଲାଇନ୍‌, ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ଅନ୍‌ଲାକ୍‌-୪ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର‌୍ୟ୍ୟନ୍ତ ବୃଦ୍ଧି କରାଯାଇଛି । କିନ୍ତୁ କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା ଓ ସବଡିଭିଜନରେ ଲକଡାଉନ ଲାଗୁ…

ସେପ୍ଟେମ୍ବର ଶେଷ ସୁଦ୍ଧା ୟୁଜି ଓ ପିଜି ଶେଷ ବର୍ଷ ସେମିଷ୍ଟାର ପରୀକ୍ଷା, ଅକ୍ଟୋବର ୩୧ ସୁଦ୍ଧା ଫଳାଫଳ

ଭୁବନେଶ୍ୱର: ରାଜ୍ୟରେ ଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟଗୁଡିକର ପୋଷ୍ଟ ଗ୍ରାଜୁଏଟ୍ ଓ ଅଣ୍ଡରଗ୍ରାଜୁଏଟ୍ ଶେଷବର୍ଷ ସେମିଷ୍ଟାର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ଅନୁଷ୍ଠିତ ହେବ । ଏଥି ସହ ଅକ୍ଟୋବର ୩୧ ସୁଦ୍ଧା ଏହାର ଫଳାଫଳ ପ୍ରକାଶ ପାଇବ । ଆଜି ଭିଡ଼ିଓ…

ଦିନକରେ ସୁସ୍ଥ ହେଲେ ସର୍ବାଧିକ, ଘରକୁ ଫେରିଲେ ୪୦୫୩ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଂଟାରେ ୪୦୫୩ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହା ରାଜ୍ୟ ପାଇଁ ଏକ ବଡ ଖୁସି ଖବର । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ହୋଇଥିବା ସଂକ୍ରମିତଙ୍କ…

ପ୍ରଣବ ଦା’ଙ୍କ ବିୟୋଗ, ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ନବୀନ

ଭୁୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ସୋମବାର ସନ୍ଧ୍ୟାରେ ଦେହାନ୍ତ ହୋଇଛି । ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। Deeply saddened to know about the demise of…

ଯୁକ୍ତ ୨ ନାମଲେଖା ଆବେଦନ ଅବଧି ସେପ୍ଟେମ୍ବର ୧୧କୁ ବୃଦ୍ଧି

ଭୁବନେଶ୍ୱର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ନାମଲେଖା ପାଇଁ ଆବେଦନର ଅବଧି ବୃଦ୍ଧି କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ପୂର୍ବରୁ ଯୁକ୍ତ ୨ ନାମଲେଖା ଆବେଦନ ପାଇଁ ୪ ତାରିଖ ଶେଷ ତାରିଖ ଥିଲା ।

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା, ମିଳିବ ୫୦ କେଜି ଚାଉଲ ଓ ୫ଶହ ଟଙ୍କା

ଭୁବନେଶ୍ୱର: ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ଘୋଷଣା ହେଲା ସହାତୟା । ବନ୍ୟାଂଚଳ ବୁଲି ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି । ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ଥିବା ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।…

ପ୍ରଣବଙ୍କ ବିୟୋଗରେ ଶୋକ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଳୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ହୋଇଛି । ସୋମବାର ସନ୍ଧ୍ୟାରେ ୮୪ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଅନେକ ରାଜନେତା ଟ୍ୱିଟ୍ କରି ପ୍ରଣବକୁ…

ରାଜ୍ୟ ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍

ଭୁବନେଶ୍ୱର : କୃଷି ମନ୍ତ୍ରୀ ତଥା ଉଚ୍ଚ ଶିକ୍ଷା ଅରୁଣ ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟରରେ ସୂଚନା ଦେଇଛନ୍ତି । ସେ ଟ୍ୱିଟରରେ ଲେଖିଛନ୍ତି, ‘ମୋର କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ମୁଁ ଘରେ ସଙ୍ଗରୋଧରେ ଅଛି, ମୋ ସ୍ୱାସ୍ଥ୍ୟାବସ୍ଥା ସ୍ଥିର…

କରୋନା ମୁକାବିଲା ପାଇଁ ଓଡିଶା ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର : କରୋନା ମୁକାବିଲା ପାଇଁ ଓଡିଶା ଆସିବ କେନ୍ଦ୍ରୀୟ ଟିମ୍ । ଓଡିଶା ସମେତ ଛତିଶଗଡ, ଝାରଖଣ୍ଡ ଓ ଉତ୍ତର ପ୍ରଦେଶକୁ ମଧ୍ୟ କେନ୍ଦ୍ରୀୟ ଟିମ୍ ଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହି କେନ୍ଦ୍ରୀୟ ଟିମ୍ କରୋନା ମୁକାବିଲା କ୍ଷେତ୍ରରେ ସରକାରଙ୍କୁ…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ: ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ୮୪ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଦୀର୍ଘ ଦିନ ହେବ ସେ କୋମାରେ ଥିଲେ । ନୂଆଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ…