Latest Odisha News

BREAKING NEWS

ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ; ସୂଚନା ଦେଲା ଆର୍ମି ହସ୍ପିଟାଲ

ନୂଆଦିଲ୍ଲୀ: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହଥିବା ସୂଚନା ଦେଇଛନ୍ତି ନୂଆଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲ୍ । ପ୍ରାୟ ୨୦ ଦିନ ପୂର୍ବରୁ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲ ପକ୍ଷରୁ ସୋମବାର…

ବଦମାସ୍ ଚୀନର ପୁଣି ବାହାରିଲା ପୁରୁଣା ରୋଗ

ନୂଆଦିଲ୍ଲୀ: କଥାରେ ଅଛି ଯେତେ ମାଠିବୁ ମାଠ, ସେହି ଦରପୋଡା କାଟ୍ । ଯାହାର ପ୍ରକୃତି ଯାହା କେବେ ବଦଳିବ ନାହିଁ । ପ୍ରତାରକ ଚୀନ କ୍ଷେତ୍ରରେ ପୁଣି ଥରେ ଦେଖିବାକୁ ମିଳିଛି । ଶାନ୍ତି ଆଲୋଚନା ଚାଲିଥିବା ବେଳେ ସୀମାରେ ଆରମ୍ଭ କରିଛି ନାଟକବାଜୀ । ମୁହାଁମୁହିଁ ହୋଇଛନ୍ତି ଚୀନ୍-ଭାରତ ସେନା ।…

ଓଡିଶାର ୩୦ ଜିଲ୍ଲାରୁ ନୂଆ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୦୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୦୩ ହଜାର ୫୩୬ରେ ପହଞ୍ଚିଛି।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

କରୋନାରେ ରାଜ୍ୟରୁ ଆଉ ୧୦ ଜଣଙ୍କର ମୃତ୍ୟୁ, ମୃତ୍ୟୁସଂଖ୍ୟା ୪୯୨

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୬ଟି ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ମହିଳା ଓ ୮ ପୁରୁଷ । କନ୍ଧମାଳ ଜିଲ୍ଲାରୁ ୩, ଖୋର୍ଦ୍ଧା- ୩ (ଭୁବନେଶ୍ୱରରୁ ଜଣେ) ଜଣ…

ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ କରୋନା ସଂକ୍ରମିତ

ଭୁବନେଶ୍ୱର: ଚାନ୍ଦବାଲିର ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କୁ କରୋନା । ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନିଜେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି ବ୍ୟୋମକେଶ । ବ୍ୟୋମକେଶ ରାୟ ଲେଖିଛନ୍ତି, ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ନିକଟ ଅତୀତରେ ଯେଉଁମାନେ ସଂସ୍ପର୍ଶରେ…

ମର୍ଣ୍ଣିଂୱାକ୍ ବେଳେ ଧକ୍କା ଦେଲା ଅଜଣା ଗାଡି, ଝିଆରୀ ଓ ମାଉସୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଥାନା ଅନ୍ତର୍ଗତ କୋଟି ନଡା ଫାଣ୍ଡି ଅଞ୍ଚଳରେ ସୋମବାର ଦିନ ମର୍ଣ୍ଣିଂୱାକରେ ଯାଉଥିବା ବେଳେ ୨ ଜଣଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଛି । ଫଳରେ ଘଟଣାସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି । ମୃତଙ୍କ ନାମ ଆଶା ରାଣୀ ଖଣ୍ଡୁଆଳ ଓ ରଶ୍ମୀତା ପରିଡା ବୋଲି…

ଦେଶରେ ୩୬ ଲକ୍ଷ ସଂକ୍ରମିତ, କରୋନା ନେଲାଣି ୬୪ ହଜାର ଜୀବନ

ନୂଆଦିଲ୍ଲୀ: କୋଭିଡ୍ ଟେଷ୍ଟିଂ ବଢୁଛି । ସେହି ଅନୁସାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୭୮ ହଜାର ୫୧୨ ନୂଆ ଆକ୍ରାନ୍ତ । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୬ ଲକ୍ଷ ୨୧ ହଜାର ୨୪୬କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଦେଶରେ କରୋନା ନେଇଛି…

ସୁଶାନ୍ତଙ୍କ ଭଉଣୀ ଓ ରିୟାଙ୍କୁ ମୁହାଁମୁହିଁ ଜେରା କରିବ ସିବିଆଇ !

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ରିୟାଙ୍କୁ ତିନି ଦିନ ହେବ ଝାଳବୁହା ଜେରା ଚଳାଇଛି । ତିନି ଦିନରେ ପାଖାପାଖି ୨୭ ଘଣ୍ଟା ଗୁଡ଼େଇ ତୁଡେଇ ପଚରାଉଚରା କରିଛି । ଆଜି ପୁଣି ଥରେ ସିବିଆଇ ଜେରାର ସାମନା କରିବେ ରିୟା ଚକ୍ରବର୍ତ୍ତୀ । ସେହିପରି ଆଜି ସୁଶାନ୍ତଙ୍କ ଭଉଣୀ…

ହସ୍ପିଟାଲରୁ ଡିସଚାର୍ଜ ହେଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରୁ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅମିତ ଶାହ । ନିକଟ ଅତୀତରେ ସେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ଗତ ଅଗଷ୍ଟ ୧୮ ତାରିଖରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ୍ (ଏମ୍ସ) ମେଡିକାଲରେ…

ପଥରର ପୂର୍ବଜନ୍ମ

ପଥର ବି କଥା କହେ - ଅନେକ ଯୁଗର କଥା । ସେ କଥାରେ କାଳାନ୍ତରର କ୍ଳେଶ...ମନ୍ୱନ୍ତରରମନାସ... ପୁରାଣର ପ୍ରାସ...କିମ୍ବଦନ୍ତୀର ଖଣ୍ଡିତକ୍ଷୟକାଶ...ଇତିହାସର ଆଭାସ !ପଥର ଆଖିରେ ପ୍ରାଗୈତିହାସିକ ପର୍ଯାୟର ପରଳ... ପଥର ପତାରେଜମାଟବାଂଧେ ଅଜସ୍ର ଅବ୍ଦର ଅଶ୍ରୁଜଳ । ତା’ଛାତିରକ୍ଷତଚିହ୍ନ -…